ଆମ ଜିଲା ଖବର

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ, ହାତ ଫୁଲିବା ସହ…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି । ମୃତ ମହିଳାଙ୍କ ନାମ ବତୀ କୁଲଦୀପ ବୋଲି ଜଣାପଡ଼ିଛି ।…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ ଯୋଗୁ ମାସେ ନ ପୂରୁଣୁ ରାସ୍ତା ଶୋଚନୀୟ ହୋଇ ପଡିଥିଲା। ଫଳରେ ସରକାରଙ୍କ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଉଛନ୍ତି ଯାଜପୁର ଜିଲା ରଯାଜପୁର ରୋଡ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ ଘାଟିରେ ଘଟିଛି ଏହି ଅଘଟଣ । ତେବେ ଏହି ଦୁର୍ଘଟଣାରେ ଭାଜପା ନେତା…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି ନିଜ ସ୍ତ୍ରୀ ନାମରେ ପ୍ରିୟଦର୍ଶନୀ ପରିଡ଼ା (ଅଂଶୁମାନ ଟ୍ରେଡସ) ଜିଏସଟି ବିଲ କରି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁ ବସଷ୍ଟାଣ୍ଡରେ ଥିବା ଅନ୍ୟ ବସକୁ ବ୍ୟାପି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ ଉଭା ହୋଇଛନ୍ତି। ରବିବାର ଏଥିପାଇଁ ଯନ୍ତାଳ ପୂଜା ଅନୁଷ୍ଠିତ ହୋଇଥିଲା। ଯନ୍ତାଳ ପୂଜା…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଜୟପୁର ଗଡିଆ ଧୋବା ସାହିର ଲାଲୁ ଖରା ଓ ପିତୁ ଜାନୀ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା ତଳେ ଚାପିହୋଇ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଗଣ୍ଡବେରେଣା ଗ୍ରାମର…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ ଠିକ ଭାବେ ହେଉନାହିଁ। ତେଣୁ ଦେଶରେ ଏହାର ସଙ୍କଟ କିଛିଟା ଦେଖାଦେଇଛି। ଯାହାର…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?