ଆମ ଜିଲା ଖବର

କୁହୁଡି ହେଲା କାଳ: ଆମ୍ବୁଲାନ୍ସକୁ ପିଟିଲା ଆମ୍ବୁଲାନ୍ସ, ୪ ଆହତ

ଭଦ୍ରକ ଅଫିସ, ୧୨।୨: କୁହୁଡି ଯୋଗୁ ଆମ୍ବୁଲାନ୍ସକୁ ପଛରୁ ପିଟିଛି ଆଉ ଏକ ଆମ୍ବୁଲାନ୍ସ। ଏଥିରେ ଦୁଇ ଜଣ ରୋଗୀଙ୍କ ସହ ୪ଜଣ ଆହତ ହୋଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥନ୍‌ର ଭଦ୍ରକ ଡାହାଣୀଗଢିଆ ନିକଟରେ ଏହି ଦୁର୍ଘଟଣା ଘଟିଛି।...

ଟ୍ରକ୍‌କୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୨ ମୃତ, ୧୫ ଗୁରୁତର

ଭଦ୍ରକ ଅଫିସ, ୧୨।୨: ଜାତୀୟ ରାଜପଥ କଡରେ ଛିଡା ହୋଇଥିବା ଧାନ ବୋଝେଇ ଟ୍ରକକୁ ସାମ୍ନା ପଟୁ ପିଟଛି ଏକ ତୀର୍ଥଯାତ୍ରୀ ବସ୍‌। ଫଳରେ ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଯାତ୍ରୀ ଗୁରୁତର ଓ ୨୦ ଜଣରୁ...

ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ ପରଲୋକ

କଟକ ଅଫିସ,୧୨।୨: ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ(୮୫)ର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ବାସଭବନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ...

ଛାତ୍ରୀ ନିବାସର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ

ଜୟପୁର,୧୨।୨(ଡି.ଏନ୍‌.ଏ.) – ଜୟପୁର ବ୍ଲକ ବାମୁଣିପୁଟରେ ମଙ୍ଗଳ ବିଭାଗର ବିଦ୍ୟାଳୟ ଓ ଜୁନିୟର କଲେଜ ରହିଛି। କିନ୍ତୁ ଏହି ବିଦ୍ୟାଳୟର ଜୁନିୟର ମହାବିଦ୍ୟାଳୟ ପାଇଁ ନିର୍ମାଣ ହୋଇଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀ ନିବାସ କେତେ ସୁରକ୍ଷିତ, ସେନେଇ...

ସଂପ୍ରସାରଣ ସରିଲାଣି, ରାସ୍ତା ମଝିରୁ ହଟୁନି ଖୁଣ୍ଟ

ଜୟପୁର,୧୨।୨(ନି.ପ୍ର.) – ଜୟପୁର ସହରର ରାସ୍ତା ସଂପ୍ରସାରଣ କାମ ସରିଲା। କିନ୍ତୁ ରାସ୍ତା ମଝିରୁ ହଟିଲାନି ବିଦ୍ୟୁତ ଖୁଣ୍ଟ ଓ ନଳକୂପ। ପ୍ରଶାସନିକ ଅବହେଳା ଯୋଗୁ ୩ ବର୍ଷ ହେବ ସାଧାରଣ ଲୋକେ ଏହି କାରଣରୁ ହଇରାଣ ହେବା ସହ...

କନ୍ୟା ସନ୍ତାନ ଜନ୍ମ ଦେବାରୁ ମହିଳାଙ୍କୁ ପୋଡ଼ି ହତ୍ୟା

ରାଉରକେଲା ଅଫିସ,୧୨।୨:କନ୍ୟା ସନ୍ତାନ ଜନ୍ମ ଦେବାରୁ ରାଧା କୁମାରୀ(୨୪) ନାମ୍ନୀ ଜଣେ ମହିଳାଙ୍କୁ ନିର୍ଯାତନା ଦିଆଯିବା ସହ ପୋଡି ହତ୍ୟା କରାଯାଇଛି ବୋଲି ମଙ୍ଗଳବାର ଷ୍ଟିଲ ସିଟିର ବନ୍ଧମୁଣ୍ଡା ଥାନାରେ ଅଭିଯୋଗ ହୋଇଛି। ପୋଲିସ ତଦନ୍ତ ଆରମ୍ଭ କରି ରାଧାଙ୍କ...

କେନ୍ଦ୍ରମନ୍ତ୍ରୀଙ୍କୁ ସଂସଦୀୟ କ୍ଷେତ୍ର ଦାବି ଜଣାଇଲେ ସପ୍ତଗିରି

ଜୟପୁର,୧୨।୨(ନି.ପ୍ର.) – କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରିଙ୍କୁ ସାକ୍ଷାତ କରିଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭି.କେ. ସିଂ ଓ ବିଜେଡି ଏମ୍‌ପିଙ୍କ ସହ ସେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଥିଲେ। ଏହି ସାକ୍ଷାତ ଅବସରରେ ଅନ୍ୟମାନେ...

ଟୋକନ୍‌ ସମସ୍ୟା, ଚାଷୀ ହନ୍ତସନ୍ତ

ସୋନପୁର,୧୨।୨(ନି.ପ୍ର.) – ଅନଲାଇନ ଟୋକନ ବ୍ୟବସ୍ଥାରେ ସମସ୍ୟା ଯୋଗୁଁ ଚଳିତ ବର୍ଷ ସୁବର୍ଣ୍ଣପୁର ଜିଲାରେ ଧାନ ସଂଗ୍ରହ କ୍ଷେତ୍ରରେ ଚରମ ବିଶୃଙ୍ଖଳା ସୃଷ୍ଟି ହୋଇଛି। ନଭେମ୍ବର ୧୫ ତାରିଖରୁ ଖରିଫ ଧାନ କିଣା ଆରମ୍ଭ ହୋଇଥିଲେ ମଧ୍ୟ ହଜାର ହଜାର...

ଚିକିଛା ଲାଗି ଟଁକା ଅଭାବ୍‌: ଭଗବାନ ଭରସାରେ କର୍କଟ ରୁଗୀ ରତନୀ

ପର୍ଲା, ୧୨ା୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଂଚଲ ପୋଡ଼ାଗୁଡ଼ା ପଁଚେତ୍‌ ମଙ୍ଗଳପୁର ଗଁାର ହୀରାଧର ନାଏକକଁର ମାଏକିନା ରତନୀ ନାଏକ(୫୫)। ସେ ଅନେକ ଦିନ୍‌ ହେଲା କର୍କଟ ରୋଗ୍‌ରେ ପିଡ଼ିତ୍‌ ଅଛନ୍‌। ପରିବାର ଲୋକ୍‌ ଧାରଉଧାର କରି...

ସାତ୍‌ସପନ ହେଇଛେ ପକା ରାସ୍‌ତା

ଜାମଟିକ୍ରା, ୧୨।୨ (ଡି.ଏନ୍‌.ଏ.)- ଦେଶ ସୁଆଧୀନ ହେବାର ୭୦ ବଛରନୁ ଅଧ୍‌କା ବିତିଗଲାନ। ହେଲେ ଆଏଜ୍‌ ବି ଆମର ରାଏଜେ ଏନ୍‌ତା ଗଁାଗଁଡ଼ା ଅଛେ ଯେନ୍‌କେ ଫିଦିନିଅଁା ରାସ୍‌ତା ଖଁଡ଼େ ନଁାଇଁନ। ଗଁାବାସୀ ବାରବାର ପଁଚେତ୍‌ନୁ ବ୍ଲକ ତକ୍‌ ଗୁହାରି...

ପ୍ରାର୍ଥନାବେଳେ ଶ୍ରେଣୀଗୃହ ସଫା କରୁଛନ୍ତି ପିଲା

ନାଉଗଁା,୧୨ା୨(ସ୍ବ.ପ୍ର.): ବିଦ୍ୟାଳୟରେ ଶୈକ୍ଷିକ ବାତାବରଣକୁ ସରସ, ସୁନ୍ଦର କରିବା ସହିତ ପିଲାଙ୍କ ମସ୍ତିଷ୍କକୁ ଶୃଙ୍ଖଳିତ ରଖିବା ପାଇଁ ଦୈନିକ ପ୍ରାର୍ଥନା କରାଯାଇଥାଏ। ଏହି ପ୍ରାର୍ଥନାରେ କେବଳ ପିଲାମାନେ ନୁହନ୍ତି ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ ଭାଗ ନେଇଥାନ୍ତି। କିନ୍ତୁ ପ୍ରାର୍ଥନା ସମୟରେ କିଛି...

ବିଧାନସଭା ଷ୍ଟାଣ୍ଡିଂ କମିଟି କର୍ମକର୍ତ୍ତାଙ୍କ ଜଗତ୍‌ସିଂହପୁର ଗସ୍ତ: ଯୋଗାଣ ବିଭାଗ ଉପରେ ସମୀକ୍ଷା

ଜଗତ୍‌ସିଂହପୁର ଅଫିସ,୧୨ା୨: ବିଧାନସଭା ଷ୍ଟାଣ୍ଡିଂ କମିଟି-୬, ସବ୍‌କମିଟି-୪ର ଅଧ୍ୟକ୍ଷ ବିଧାୟକ ଅରବିନ୍ଦ ଢାଲିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ଜଗତ୍‌ସିଂହପୁର ଜିଲା ଗସ୍ତ କରିଥିଲେ। ପ୍ରଥମେ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ଅଧିକାରୀଙ୍କ ସହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri