ଆମ ଜିଲା ଖବର

ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ନିୟନ୍ତ୍ରଣ ଅଛି: ତହସିଲଦାର

ଗଞ୍ଜାମ,୧୧।୭(ଡି.ଏନ୍‌.ଏ.): ମହାମାରୀ କରୋନା ସମଗ୍ର ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି l ରାଜ୍ୟର ଅନ୍ୟ ଜିଲାଠାରୁ ଗଞ୍ଜାମ ଜିଲାରେ ସବୁଠାରୁ ଅଧିକ ପ୍ରଭାବ ପକାଇଛି ଏହି ଭୟାଭୟ କରୋନା। ଏଠାରେ ଦୈନଦିନ ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ବାହାରୁଥିବା ବେଳେ…

ମାଓବାଦୀ ମୁକ୍ତ ସତ୍ତ୍ୱେ ସତର୍କ ରହିବା: ଏସ୍‌ପି

ଅନୁଗୋଳ ଅଫିସ୍‌, ୧୧ା୭ – ଅନୁଗୋଳ ଜିଲାରେ ଏବେ ମାଓବାଦୀଙ୍କ ଚଳପ୍ରଚଳ ନାହିଁ। ଗତ ଦୁଇ ବର୍ଷ ମଧ୍ୟରେ ମାଓବାଦୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ତେଣୁ ମାଓପ୍ରବଣ ଜିଲା ତାଲିକାରୁ ଅନୁଗୋଳକୁ ସରକାର ମୁକ୍ତ କରିଛନ୍ତି। ଓଡ଼ିଶା ପୋଲିସ ଓ…

ଯୋଜନା ବଦଳାଇ ଚଢ଼ାଉ

ଓଡ଼ାପଡ଼ା, ୧୧ା୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକରେ ଲଘୁ ଖଣିଜ ଚୋରାଚାଲାଣ ପାଇଁ ସ୍ବତନ୍ତ୍ର ଭାବେ ହ୍ବାଟ୍ସଆପ୍‌ ଗ୍ରୁପ୍‌ କରାଯିବା ଏବଂ ଏଥିରେ କେତେଜଣ ଅଧସ୍ତନ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହେବା ପରେ ଅଧିକାରୀଙ୍କ ମୁଣ୍ଡବ୍ୟଥା ବଢ଼ିଛି।…

ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଖୋଲିଲା ‘ଆହାର’

ଢେଙ୍କାନାଳ ଅଫିସ, ୧୧ା୭ – ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଶୁକ୍ରବାର ନୂତନ ଆହାର କେନ୍ଦ୍ରରେ ଶୁକ୍ରବାର ନୂତନ ଆହାର କେନ୍ଦ୍ର ଲୋକାର୍ପିତ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଦିନବେଳା…

ସତ୍ୟବାଦୀର ଗୋପୀନାଥ ହସ୍ପିଟାଲ ସିଲ୍‌

ପୁରୀ ଅଫିସ/ସାକ୍ଷୀଗୋପାଳ/ପିପିଲି,୧୧।୭(ଡି.ଏନ.ଏ./ସ୍ବ.ପ୍ର.): କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ସତ୍ୟବାଦୀ ବ୍ଲକ ଛକ ନିକଟରେ ଥିବା ଗୋପୀନାଥ ହସ୍ପିଟାଲକୁ ଶୁକ୍ରବାର ସିଲ୍‌ କରିଦିଆଯାଇଛି। ଜିଲା ଜନ ସ୍ବାସ୍ଥ୍ୟ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇନଚାର୍ଜ ଡା. ବିରଜା ଶଙ୍କର ରଥଙ୍କ ନେତୃତ୍ୱରେ ଏକ ୪…

ପେଟ୍ରୋଲ ପମ୍ପରେ ଚଢ଼ାଉ: ୪ ନୋଜଲରେ କମ୍‌ ତେଲ,ବିଭାଗୀୟ ଅଧିକାରୀଙ୍କୁ ଦାୟୀକଲେ ମାଲିକ

ଦାରିଙ୍ଗବାଡ଼ି,୧୧ା୭(ଡି.ଏନ୍‌.ଏ.) – ଦାରିଙ୍ଗବାଡ଼ି ସନୋଜ ଫିଲିଂ ଷ୍ଟେଶନରେ ଗୁରୁବାର ସନ୍ଧ୍ୟାରେ ଡାଇରେକ୍ଟର ଅଫ୍‌ ଲିଗାଲ ମେଟ୍ରୋଲୋଜି ବିଭାଗ ଚଢାଉ କରିଛି। ୬ମାସ ହେଲା ଏଠାରେ ମାପରେ ଠକେଇ ହେଉଥିବା ଚଢାଉରୁ ଜଣାପଡିବା ପରେ ବିକ୍ରି ବନ୍ଦ କରାଯାଇଛି। ଶୁକ୍ରବାର ସକାଳୁ ମଧ୍ୟ…

ଜେଲ୍‌ରେ କରୋନା ଭୟ: ୧୭ ପଜିଟିଭ୍‌

ବ୍ରହ୍ମପୁର ଅଫିସ,୧୧ା୭-ଗଞ୍ଜାମ ଜିଲାରେ ଜୁଲଇ ଆରମ୍ଭରୁ କରୋନା ସ୍ଥିତି ବିପଦଜ୍ଜନକ ହେଉଥିବା ବେଳେ ତାହା ଏବେ ଘାତକ ସାଜିଛି। ଦୈନିକ କରୋନା ସଂକ୍ରମଣ ବୃଦ୍ଧି ହାର ଉପରକୁ ଚାଲିଗଲାଣି। ରାଜ୍ୟରେ ଚିହ୍ନଟ ସମୁଦାୟ ପଜିଟିଭଙ୍କ ମଧ୍ୟରୁ ୩୮ ପ୍ରତିଶତ ଗଞ୍ଜାମ ଜିଲାରେ।…

ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ଅଭିଯୁକ୍ତଙ୍କ ଆକ୍ରମଣ

ଶଙ୍କରାଖୋଲ,୧୧ା୭(ଡି.ଏନ୍‌.ଏ.)- ଏକ ଗଣ୍ଡଗୋଳ ମାମଲାରେ ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ଶୁକ୍ରବାର ଟିକାବାଲି ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ସମୀର କୁମାର ନାୟକ। ଟିକାବାଲି ଥାନାରେ ନଂ.୪୩/୨୦ରେ ମାମଲା ରୁଜୁ ହୋଇଥିବା…

ପୁରୁଣା ଫଟୋ କପି ଦେଲା ଏଏସ୍‌ଆଇ

ପୁରୀ ଅଫିସ, ୧୧।୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଉଭାନ ହେବା ଘଟଣାର ଖୋଳତାଡ଼ ଚାଲିଛି। ଶୁକ୍ରବାର ମନ୍ଦିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଗର୍ଭଗୃହ ଏବଂ ରତ୍ନସିଂହାସନର ଅନେକ ପୁରୁଣା ଫଟୋ କପି ଶ୍ରୀମନ୍ଦିର…

ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି, ୨ ଫଟୋ ସାମ୍ବାଦିକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୧୧ା୭- ବ୍ରହ୍ମପୁର ମହାନଗର ଅଞ୍ଚଳରେ କାର୍ଯ୍ୟରତ ଏକ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି ଓ ୨ଜଣ ଫଟୋ ସାମ୍ବାଦିକ କରୋନା ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ନିକଟରେ କୌଣସ ଲକ୍ଷଣ ନଥିଲା। ଖବର ସଂଗ୍ରହ…

ଲକ୍‌ଡାଉନ୍‌ରୁ ଲାଭ ଉଠାଉଛନ୍ତି ଯୁବ ଇଞ୍ଜିନିୟର

ଜଗତ୍‌ସିଂହପୁର ଅଫିସ,୧୧।୭: କରୋନା ଭୂତାଣୁ ଓ ଲକ୍‌ଡାଉନ୍‌, ଶଟ୍‌ଡାଉନଜନିତ ପରିସ୍ଥିତି ଯୋଗୁ ଅନେକେ ଚାକିରି ହରାଇ ବେରୋଜଗାର ହୋଇଯାଇଛନ୍ତି। ହଜାର ହଜାର ଲୋକ ହାତବାନ୍ଧି ହତାଶ ହୋଇ ବସିଛନ୍ତି। କିନ୍ତୁ ଏପରି ଏକ ସଙ୍କଟ ସମୟକୁ ସୁଯୋଗରେ ପରିଣତ କରିଦେଇଛନ୍ତି ଜଗତ୍‌ସିଂହପୁର…

ମୁକେଶ ଜୈନ ଗିରଫ

ବାଲେଶ୍ୱର ଅଫିସ,୧୧।୭: ପୁରୀ ରଥଯାତ୍ରା ପ୍ରସଙ୍ଗରେ ରାୟ ଦେଇଥିବା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ୍‌.ଏ. ବୋବଡେଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଦାରାସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷ ମୁକେଶ ଜୈନଙ୍କୁ ଗିରଫ କରାଯାଇଛି। କଟକ କ୍ରାଇମବ୍ରାଞ୍ଚ ମୁକେଶଙ୍କୁ ଦିଲ୍ଲୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?