ପ୍ରେମ ପାଇଁ ମହାଭାରତ: ଝିଆରୀକୁ ଦାଦା ହତ୍ୟା କରିଥିବା ଅଭିଯୋଗ
ନବରଙ୍ଗପୁର, ୧୦।୭(ବି.ପ୍ର.): ପ୍ରେମ ପାଇଁ ଝିଆରୀକୁ ହତ୍ୟା କଲେ ସମ୍ପର୍କୀୟ ଦାଦା। ଏ ନେଇ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ପ୍ରକାଶ ଯେ, ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳର ଭୀଷ୍ମ ହରିଜନ(୨୭) ସମ୍ପର୍କୀୟ ଝିଆରିକୁ ଭଲ ପାଉଥିଲେ। ବିଭିନ୍ନ…
ଖଣିଜ ଚୋରା ଚାଲାଣ ପାଇଁ ହ୍ବାଟ୍ସଆପ୍ ଗ୍ରୁପ୍
ଓଡ଼ାପଡ଼ା,୧୦।୭(ଡି.ଏନ୍.ଏ.)ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲରେ ବାଡ଼ ଖାଉଛି ଫସଲ। ଚଢ଼ାଉ ପୂର୍ବରୁ ପ୍ରଶାସନର ବ୍ଲୁ-ପ୍ରିଣ୍ଟ ସମ୍ପର୍କରେ ତହସିଲ କର୍ମଚାରୀ ଅସାଧୁ ବ୍ୟବସାୟୀଙ୍କୁ ପଠାଇ ଦେଉଛନ୍ତି ସୂଚନା। ଏଥିପାଇଁ ସ୍ବତନ୍ତ୍ର ଭାବେ ତିଆରି ହୋଇଛି ହ୍ବାଟ୍ସଆପ୍ ଗ୍ରୁପ୍। ଅଧିକାରୀମାନେ ଚଢ଼ାଉ ସମୟରେ କେଉଁ…
ଅଧ୍ୟାପିକାଙ୍କୁ ଚକୋଲେଟ୍ ଦେଇଛି ଭିନ୍ନ ଏକ ପରିଚୟ
ନବରଙ୍ଗପୁର,୧୦।୭ (ବି.ପ୍ର.): ପିଲାରୁ ବୟସ୍କ ଯାଏଁ ସମସ୍ତଙ୍କର ଚକୋଲେଟ୍ ପାଇଁ ଥାଏ ଦୁର୍ବଳତା। ବଜାରରେ ମଧ୍ୟ ଚକୋଲେଟ୍ର ଚାହିଦା ବେଶ୍ ରହିଛି। ସେଥିପାଇଁ ଏହାକୁ ରୋଜଗାର ମାଧ୍ୟମ କରିବାକୁ ମନ ବଳାଇଲେ ପାପଡ଼ାହାଣ୍ଡିର ସଙ୍ଗୀତା ସାହୁ। ସଙ୍ଗୀତା ପାପଡ଼ାହାଣ୍ଡିସ୍ଥିତ ଏକ ଘରୋଇ…
କଟକରେ ମାଡ଼ିଲାଣି କରୋନା: ଆଜି ଚିହ୍ନଟ ହେଲେ ୧୬ ନୂଆ ପଜିଟିଭ୍
କଟକ ଅଫିସ,୧୦।୭: କଟକ ସହରରେ ଶନିବାର ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ରୁ ୧୩ଜଣ, ପେଡ୍ କ୍ୱାରାଣ୍ଟାଇନ୍ରୁ ଜଣେ, ଲୋକାଲ କଣ୍ଟାକ୍ଟ କେସ୍ ୨ ରହିଛି। ଏନେଇ ସିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।…
୨ ଲକ୍ଷ ଟଙ୍କାର ନକଲି ଜର୍ଦ୍ଦା ଜବତ, ମୁଖ୍ୟ ଅଭିଯୁକ୍ତ ଅଟକ
ଭଦ୍ରକ ଅଫିସ,୧୦ା୭: ଭଦ୍ରକରେ ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଜବତ ସହ ଜଣକୁ ଅଟକ ରଖିଛି ପୋଲିସ। ସୂଚନାନୁସାରେ, ଭଦ୍ରକ ପୁରୁଣାବଜାର ଥାନା ଅଞ୍ଚଳର ଏକ ଘରେ ବିପୁଳ ପରମାଣର ନକଲି ଜର୍ଦ୍ଦା ଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ପରେ…
ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତହେଲା ଅନୁଗୋଳ: ଏସ୍ଆର୍ଇ ପ୍ରତ୍ୟାହାର ନେଇ ଏସ୍ପିଙ୍କ ସୂଚନା
ଅନୁଗୋଳ ଅଫିସ, ୧୦।୭: ଅନୁଗୋଳରେ ଗତ ୫ ବର୍ଷରେ ୯ଥର ମାଓବାଦୀ କାର୍ଯ୍ୟକଳାପ ଦେଖାଦେଇଛି। ସେଥିମଧ୍ୟରୁ ୬ଥର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏ ନେଇ ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମଳନୀରେ ଅନୁଗୋଳ ଏସ୍ପି ଜଗମୋହନ…
କରୋନାକୁ ହରାଇ ପୁଣିଥରେ କାର୍ଯ୍ୟରେ ଯୋଗଦେଲେ ଏହି ଯୋଦ୍ଧା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା ଅଫିସ,୯।୭ : କର୍ତ୍ତବ୍ୟ ଆଗରେ ସବୁ କିଛି ହାର ମାନିଛି। ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବାଣପୁରର ଜଣେ ଯୋଦ୍ଧାଙ୍କ କ୍ଷେତ୍ରରେ। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ପୁଣି ଥରେ କାର୍ଯ୍ୟରେ…
ଗଞ୍ଜାମ ବ୍ଲକରେ ଡୋର୍ ଟୁ ଡୋର୍ ହେଲ୍ଥ ସ୍କାନିଂ ପ୍ରକ୍ରିୟା ଆରମ୍ଭ
ଗଞ୍ଜାମ, ୧୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲାରେ ଅତିରିକ୍ତ ଆଇଏଏସ୍ ଓ ଓଏଏସ୍ଙ୍କୁ ନିଯୁକ୍ତି ଦିଆଯାଇଛି। କରୋନା…
ରାଉରକେଲାକୁ ଶଟ୍ଡାଉନ୍ ଘୋଷଣା କଲେ ଜିଲାପାଳ
ସୁନ୍ଦରଗଡ଼,୧୦ା୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସୁନ୍ଦରଗଡ଼ ଜିଲାରେ ପୁଣି ୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ ଜିଲା ପ୍ରଶାସନ ପକ୍ଷରୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ପରିଶେଷରେ ରାଉରକେଲା ସହର ଓ କଲୁଙ୍ଗା ଶିଳ୍ପାଞ୍ଚଳକୁ…
ବରଗଡ଼ରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୬୮ରେ ପହଞ୍ଚିଲା
ବରଗଡ଼ ଅଫିସ,୧୦।୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୫ର ଜଣେ ୫୩ ବର୍ଷୀୟ ମହିଳା। ସେ ହୃଦ୍ରୋଗରେ ଅସୁସ୍ଥ ହୋଇ ଭୁବନେଶ୍ୱର ଏମ୍ସ…
ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଲା
ଭଦ୍ରକ ଅଫିସ,୧୦ା୭: ଶୁକ୍ରବାର ଭଦ୍ରକ ଜିଲାରୁ ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଛି। ଆକ୍ରାନ୍ତ ଦ୍ୱୟ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବାରୁ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି।
ଆଉ ୪ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି
ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ୭୫୫ ଚିହ୍ନଟ ହୋଇଥିବା ବେଳେ ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଗଞ୍ଜାମ ଜିଲାର। ଫଳରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି…

