ଆମ ଜିଲା ଖବର

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ। ବୀରମିତ୍ରପୁର…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କପାଳି ଗ୍ରାମର ସାଗର ସାହୁ (୨୧)…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ ସାଥୀମାନେ ଗୁଣପୁର ବିକ୍ରମପୁର ଅଞ୍ଚଳରେ ବଂଶଧାରା ନଦୀରେ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବାବେଳେ ବ୍ୟକ୍ତି…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ ପରିସରରେ ଶୋକର ଛାୟା ଖେଳିଯାଇଛି। ବୁଧବାର ସକାଳୁ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି।…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ କୁକୁର ଶିକାର ହୋଇଥିବା ଦେଖିବାକୁ ମିଳିବା ପରେ ଏହି ଆଶଙ୍କା ଅଧିକ ବଢ଼ି…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ହାଟଡିହି ବ୍ଲକରେ ଶିକ୍ଷୟିତ୍ରୀ…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର ଅଜଗର ସାପକୁ ବନବିଭାଗ ଉଦ୍ଧାର କରିଛି। ବନବିଭାଗ ପାରା ଷ୍ଟାଫ୍‌ ଏମ୍‌ଡି ଓ୍ବାସିମଙ୍କ…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ ଥୁଆମୂଳ ରାମପୁର ବ୍ଲକ୍‌ର ଡ୍ରାଇଭରମାନେ ବିଧିବଦ୍ଧ ଭାବେ ଏହି ରାଜ୍ୟ ମହାସଂଘରେ ସାମିଲ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ କ୍ଷେତରେ ଧାନ ଶୋଭା ପାଉଥିବାବେଳେ ଜମିର ହିଡ ଓ ନଦୀ, ରାସ୍ତା ପାଶର୍‌ବରେ…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ସ୍ତ୍ରୀ- ସ୍ବାମୀ ଏକ କାର୍‌ ଯୋଗେ ପାରାଦୀପ ଅଭିମୁଖେ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି l ପାଦ ଚଲା ରାସ୍ତା ପାଇଁ ଉପଯୋଗୀ ନୁହେଁ ବୋଲି ଗ୍ରାମବାସୀ ଅଭିଯୋଗ…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ ତ ଆଉ କେଉଁଠାରେ ସଂକୁଚିତ ରାସ୍ତା ଏହି ସମସ୍ୟାକୁ ଦ୍ୱିଗୁଣିତ କରି ପକାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?