ଗେଷ୍ଟ୍ ହାଉସ୍ରୁ ୨ ଚୋରଙ୍କୁ ଧରିଲା ପୋଲିସ
ଧାମନଗର,୧୦।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ପରିସରରେ ଥିବା ଏକ ଗେଷ୍ଟ୍ହାଉସ୍ରେ ୧୦ଦିନ ଧରି ରହିଆସୁଥିବା ଦୁଇ ଚାଉଳ ଚୋରଙ୍କୁ ଝାରସୁଗୁଡ଼ା ଆର୍ପିଏଫ୍ ପୋଲିସ ସୋମବାର ଗିରଫ କରିଛି। ଉକ୍ତ ଦୁଇ ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରି ପୋଲିସ ସୋମବାର...
ଲାଇଟ୍ ଆଣ୍ଡ ସାଉଣ୍ଡ୍ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ
ଗଞ୍ଜାମ, ୧୦।୨(ଡି.ଏନ.ଏ.): ଗଞ୍ଜାମ ଥାନା ଦୁର୍ଗାଦେବୀ ସାହି ସ୍ଥିତ ଷ୍ଟେଟବ୍ୟାଙ୍କ ଏଟିଏମଠାରେ ଲାଇଟ ଏଣ୍ଡ ସାଉଣ୍ଡ ମାଲିକ ବାଳକୃଷ୍ଣ ପଣ୍ଡାଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଜଣାପଡିଛି l ଏଥିରେ ସେ ଆହତ ହୋଇଛନ୍ତି। ଖବର ପାଇ ଗଞ୍ଜାମ ଥାନା ଅଧିକାରୀ...
ପୁଣି ଚର୍ଚ୍ଚାରେ ଡାବୁଗାଁ ବିଧାୟକ: ଗର୍ଭବତୀଙ୍କୁ ୫ କିଲୋମିଟର କାନ୍ଧରେ ବୋହି ଡାକ୍ତରଖାନାରେ ପହଞ୍ଚାଇଲେ
ପାପଡ଼ାହାଣ୍ଡି,୧୦।୨(ଡି.ଏନ୍.ଏ.): ସବୁବେଳେ ଜନହିତକର କାର୍ଯ୍ୟକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ। ଲୋକଙ୍କ ଠାରୁ ଅଭିଯୋଗ ପାଇବା ସଙ୍ଗେ ସଙ୍ଗେ ପହଞ୍ଚି ଯାଇ ସାହାଯ୍ୟ କରିବାକୁ ପଛାଉନାହାନ୍ତି। ସୋମବାର ଜଣେ ଗର୍ଭବତୀ ମହିଳା ପ୍ରସବ...
ମନ୍ଦିର ଘଣ୍ଟିରେ ଝୁଲିଛି ଯୁବକଙ୍କ ମୃତଦେହ: କାରଣ ଅସ୍ପଷ୍ଟ
ତାଳଚେର,୧୦।୨(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର ଶିବମନ୍ଦିର ବୃଷଭ ନିକଟରେ ବନ୍ଧା ହୋଇଥିବା ଘଣ୍ଟିରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କର ମୃତଦେହ ଦେଖିବାକୁ ମିଳିଛି। ସୋମବାର ସକାଳୁ ମନ୍ଦିରର ପୂଜକ ପୂଜା ପାଇଁ...
୧୦ ଲକ୍ଷ ଟଙ୍କାର ଫସଲ ନଷ୍ଟ କଲେ ହାତୀପଲ
ଶେରଗଡ଼,୧୦।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୁଷୁଣ୍ଡା ଗ୍ରାମ ନିକଟ ପାକିଡି ପାହାଡ଼ରେ ହାତୀପଲ ୫୦୦ ଭରଣ ଜମିରେ ଲାଗିଥିବା ପନିପରିବା ଫସଲ ନଷ୍ଟ କରିଦେଇଛନ୍ତି। ସୋମବାର ଭୋର ପ୍ରାୟ ୪ଟାରେ ୧୪ଟି ହାତୀ ଜଙ୍ଗଲ ଆଡକୁ ମୁହାଁଇ ଥିଲେ।...
ନିଷ୍ପତ୍ତି ନେଲାନି ବାସ୍ତବ ରୂପ
ପୁରୀ ଅଫିସ,୧୦।୨: ପୁରୀ ଆସୁଥିବା ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ଫେରିବାବେଳେ ଚତୁର୍ଦ୍ଧାବିଗ୍ରହଙ୍କ ଆବିର୍ଭାବ ସହିତ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ବିଷୟରେ ଅବଗତ ହେବେ। ଏଥିସହ ଗୋଟିଏ ଜାଗାରୁ ଜାଣିବେ ଶ୍ରୀମନ୍ଦିର ନିର୍ମାଣ, ଦାରୁବ୍ରହ୍ମଙ୍କ ସଂସ୍ଥାପନ, ମହାପ୍ରଭୁଙ୍କ ଯାନିଯାତ୍ରା, ବେଶ...
ଧାନ କିଣାରେ ଅସୁବିଧା ନେଇ ଅସନ୍ତୋଷ
ପାଲଲହଡ଼ା, ୧୦ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଡିମିରିଆ ପଞ୍ଚାୟତର ଧାନମଣ୍ଡିରେ ଧାନ ବିକ୍ରିରେ ଅସୁବିଧା ଉପୁଜିବାକୁ ନେଇ ରବିବାର ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ତେବେ ପୋଲିସ ପହଞ୍ଚି ଚାଷୀଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ମିଳିଥିବା...
ସାହିତ୍ୟ ବଞ୍ଚାଇବାକୁ ହେଲେ ଭାଷା ବଞ୍ଚିବା ଜରୁରୀ
ଫୁଲବାଣୀ ଅଫିସ,୧୦ା୨-ଆମ ସାହିତ୍ୟ, ସଂସ୍କୃତି ଓ ପରମ୍ପରା ବଞ୍ଚାଇବାକୁ ହେଲେ ଆମ ମାଟି ମା’ର ଭାଷାକୁ ବଞ୍ଚାଇବାକୁ ପଡ଼ିବ। ଫୁଲବାଣୀ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ କାଦମ୍ବିନୀ ସାହିତ୍ୟ ମହୋତ୍ସବରେ ଅତିଥି ଭାବେ ଯୋଗଦେଇ ପୂର୍ବତନ ଏମ୍ପି...
ଘଟଣାସ୍ଥଳ ପରିଦର୍ଶନ କରିବେ ଜିଲାପାଳ
ଅନୁଗୋଳ ଅଫିସ୍, ୧୦।୨: ଅନୁଗୋଳ ଜିଲାରେ ସରକାରଙ୍କ ‘ଖୁସି’ ଯୋଜନା ଦିଗହରା ହୋଇଯାଇଥିବା ନେଇ ଗତ ୮ ତାରିଖ ‘ଧରିତ୍ରୀ’ରେ ରିପୋର୍ଟ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ତନାଘନା ଆରମ୍ଭ ହୋଇଛି। ଘଟଣା ସମ୍ପର୍କରେ ଜିଲାପାଳ...
ବଦଳିଲା ପାଗ, ମାଘ ମେଳାରେ ଭିଡ଼
ଢେଙ୍କାନାଳ ଅଫିସ,୧୦ା୨: ଢେଙ୍କାନାଳ ଜିଲା ମହିମା ଧର୍ମ ପୀଠ ମହିମାଗାଦି ଯୋରନ୍ଦାରେ ବିଶ୍ୱ ପ୍ରସିଦ୍ଧ ମାଘ ମେଳାର ରବିବାର ଥିଲା ତୃତୀୟ ଦିବସ। ବର୍ଷାପାଗ ଯୋଗୁ ଶନିବାର ମେଳା ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଥିଲା। ଏଥିଯୋଗୁ ଉଠା ଦୋକାନୀମାନଙ୍କର ବ୍ୟବସାୟ ଠପ୍...
୧୪ରେ ଢେଙ୍କାନାଳ ବନ୍ଦ
ଢେଙ୍କାନାଳ ଅଫିସ,୧୦ା୨: ବରଗଡ ପରେ ଢେଙ୍କାନାଳରେ ସିଟି ହସ୍ପିଟାଲ ଦାବି ଜୋର ଧରିଛି। ଏହାକୁ ନେଇ ଢେଙ୍କାନାଳ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରବିବାର ଅପରାହ୍ନ ୫ଟାରେ ସ୍ଥାନୀୟ ଗଣେଶ ବଜାରଠାରେ ଏକ ବୁଦ୍ଧିଜୀବୀ ସମାବେଶ ଓ ଖବରଦାତା ସମ୍ମିଳନୀ ଅନୁଷ୍ଠିତ...
ପିଏମ୍ କିଷାନ ହିତାଧିକାରୀଙ୍କୁ ୨୩ ସୁଦ୍ଧା କ୍ରେଡିଟ୍ କାର୍ଡ
ଜଗତ୍ସିଂହପୁର ଅଫିସ,୧୦ା୨: ଜଗତ୍ସିଂହପୁର ଜିଲାରେ ପାଖାପାଖି ୧,୧୦,୦୦୦ ଲୋକଙ୍କୁ ପ୍ରଧାନମନ୍ତ୍ରୀ (ପିଏମ୍) କିଷାନ ଯୋଜନାରେ ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରେ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା ଲେଖାଏ ୪ଟି କିସ୍ତିରେ ୮,୦୦୦ ଟଙ୍କା ମିଳି ସାରିଲାଣି। କିନ୍ତୁ ଅନେକ ହିତାଧିକାରୀଙ୍କୁ...
Archives


