ଆମ ଜିଲା ଖବର

୨ବର୍ଷ ହେଲା କନିଷ୍ଠ ଯନ୍ତ୍ରୀଙ୍କ ଅଫିସ୍‌ ବନ୍ଦ

ବରୀ, ୧୦।୭ (ଡି.ଏନ୍‌.ଏ.): ଯାଜପୁର ଜିଲା ଜାରକା ଡିଭିଜନ ବରୀ ଉପଖଣ୍ଡ ଜଳସମ୍ପଦ ବିଭାଗ ଅଧୀନରେ ଥିବା କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୂତକୋଠି ପାଲଟିଛି। ୨ବର୍ଷ ହେଲା ସେହି କାର୍ଯ୍ୟାଳୟକୁ ଯନ୍ତ୍ରୀ ଆସୁ ନ ଥିବାରୁ ଘରର ଚତୁଃପାର୍ଶ୍ୱରେ ଗଛଲତା ମାଡ଼ି…

ହାତବାନ୍ଧି ବସିଛନ୍ତି ଚାଷୀ

କେନ୍ଦ୍ରାପଡ଼ା ଅଫିସ,୧୦।୭: ମୌସୁମୀ ପ୍ରବେଶକୁ ଇତିମଧ୍ୟରେ ୩ସପ୍ତାହ ବିତିଗଲାଣି। ହେଲେ କେନ୍ଦ୍ରାପଡ଼ା ଜିଲାରେ ଆଶାନୁରୂପକ ବର୍ଷା ହୋଇନାହିଁ। ଆସନ୍ତା ୧୦ ତାରିଖ ମଧ୍ୟରେ କେନାଲରେ ପାଣି ଅଥବା ଲଘୁଚାପ ବର୍ଷା ନ ହେଲେ ଚଳିତ ଖରିଫ ଚାଷ କ୍ଷତିଗ୍ରସ୍ତ ହେବ ବୋଲି…

ପ୍ରକଳ୍ପ ଅସମ୍ପୂର୍ଣ୍ଣ: ରେଳ ଚଳାଚଳ ନେଇ ଅନିଶ୍ଚିତତା

ଯାଜପୁର ଅଫିସ,୧୦।୭ – ଉପକୂଳ ଓଡ଼ିଶାର ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ରେଳରାସ୍ତା ମାଧ୍ୟମରେ ଯୋଡୁଥିବା ୮୨ କିଲୋମିଟର ଲମ୍ବ ହରିଦାସପୁର-ପାରାଦୀପ ରେଳପଥରେ ଖୁବ୍‌ଶୀଘ୍ର ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହେବ ବୋଲି ସୂଚନା ମିଳିଛି। କେନ୍ଦ୍ରାପଡାର ପୂର୍ବତନ ଏମ୍‌ପି…

ଭୁଶୁଡ଼ିବାର ଅଢେଇ ବର୍ଷ ବିତିଲା: ତିଆରି ହେଲାନି ପାର୍ବତୀ ସାଗର ପାଚେରି

ପୁରୀ ଅଫିସ,୧୦।୭: ଶ୍ରୀକ୍ଷେତ୍ରରେ ଅନେକ ତୀର୍ଥ ପୁଷ୍କରିଣୀ ରହିଛି। ହେଲେ ଏସବୁର ରକ୍ଷଣାବେକ୍ଷଣ ଦିଗରେ ଉପଯୁକ୍ତ ଧ୍ୟାନ ଦିଆଯାଉ ନାହିଁ। ଫଳରେ ଦିନକୁ ଦିନ ଏକାଧିକ ତୀର୍ଥ ପୁଷ୍କରିଣୀର ସ୍ଥିତି ଦୟନୀୟ ହୋଇପଡୁଛି। ସେହିପରି ପାର୍ବତୀ ସାଗର ପାଚେରି ଭୁଶୁଡ଼ିବା ଇତିମଧ୍ୟରେ…

ଚୌଦ୍ୱାର ଜେଲ୍‌ର ୮ କଏଦୀଙ୍କୁ କରୋନା

ଚୌଦ୍ୱାର,୧୦ା୭(ଡି.ଏନ୍‌.ଏ.): କଟକ ଚୌଦ୍ୱାର ଜେଲ୍‌ର ୮ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୩ ଜଣ ବିଚାରାଧୀନ କଏଦୀ ଥିବା ବେଳେ ଆଉ ୫ କଏଦୀ ଅଛନ୍ତି। ଚୌଦ୍ୱାର ଜେଲ୍‌ରୁ କଏଦୀମାନଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ…

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ବାଲେଶ୍ୱର ଅଫିସ, ୧୦।୭: ବାଲେଶର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।…

ଓଡ଼ିଆ ବୈଜ୍ଞାନିକଙ୍କ ବିରଳ ଉଦ୍ଭାବନ: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି

କଟକ ଅଫିସ,୧୦।୭: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି। ଏକସଙ୍ଗେ ସୃଷ୍ଟି ହେଉଛି ବାୟୋ- ଅଏଲ, ବାୟୋ-ଚାର ଓ ପାଇରୋ ଗ୍ୟାସ୍‌। ଗୋଟିଏ ପଦ୍ଧତିରେ ୩ଟି ଜୈବଶକ୍ତି ସୃଷ୍ଟି କରିବାର ବିରଳ ରେକର୍ଡ ରଚିଛି ଗୁଜରାଟସ୍ଥିତ ସର୍ଦ୍ଦାର ପଟେଲ ନବୀକରଣୀୟ ଶକ୍ତି ଗବେଷଣା…

ବ୍ୟବସାୟକୁ ଜୀବନ ଦେଇଛି କାଗଜଫୁଲ

ବଅଁରପାଳ,୧୦ା୭(ଉପେନ୍ଦ୍ର ରାଉତ) ଗଢ଼ିନି ପ୍ରକୃତି। ସୁଗନ୍ଧ ଦେଇନାହାନ୍ତି ଈଶ୍ୱର। ଗେଣ୍ଡୁ ପରି ଗୋଲଗାଲ ନୁହେଁ କି ଗୋଲାପ ଭଳି ଆକର୍ଷଣ ମଧ୍ୟ ନାହିଁ। ତଥାପି ଲକ୍‌ଡାଉନ୍‌ ଯୋଗୁ ବନ୍ଦ ପଡ଼ିଥିବା ଫୁଲ ବ୍ୟବସାୟକୁ ଜୀବନ ଦେଇଛି ହାତ ତିଆରି କାଗଜଫୁଲ। ଏବେ…

ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର : ଭାଜପାର ପୂର୍ବତନ ଜିଲା ସଭାପତିଙ୍କ ନାମରେ ଏତଲା

ବାରିପଦା ଅଫିସ/ରାସଗୋବିନ୍ଦପୁର,୧୦ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ତହସିଲ କାର୍ଯ୍ୟାଳୟରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଧମକ ଦେଇଥିବା ଅଭିଯୋଗରେ ଭାଜପାର ପୂର୍ବତନ ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନାମରେ ଥାନାରେ ଅଭିଯୋଗ ହୋଇଛି। ରାସଗୋବିନ୍ଦପୁର ପୋଲିସ ଏନେଇ ଏକ ମାମଲା(ନଂ.୧୨୩/୨୦୨୦) ରୁଜୁ କରି…

ଖଣି ପାଇଁ ବଳି ପଡ଼ିବ ୯ ଲକ୍ଷ ଗଛ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-ନୂଆ ଖଣି ଖନନ ପାଇଁ କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଗୁଆଲି ପଞ୍ଚାୟତ ଅଧୀନ ଗନ୍ଧଲପଡା ଗ୍ରାମ ନିକଟ ଶାଳ ଜଙ୍ଗଲ ପରିପୂର୍ଣ୍ଣ ଅଞ୍ଚଳକୁ ଚିହ୍ନଟ କରାଯାଇଛି। ପ୍ରାୟ ୧୮୧.୪୬୧ ହେକ୍ଟର ଅଞ୍ଚଳରେ ପାଖାପାଖି ୯ଲକ୍ଷ ଶାଳଗଛ…

ଘର ଘର ବୁଲି ସ୍ବାସ୍ଥ୍ୟଯାଞ୍ଚର ଶୁଭାରମ୍ଭ କଲେ ଜିଲାପାଳ

ଶେରଗଡ଼,୧୦ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକ ଅଲାରିଗଡ଼ରେ ପହଞ୍ଚତ୍ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ଭ କରିଛନ୍ତି। କୌଣସି ଘର ଯେପରି ବାଦ୍‌ ନ ପଡିବ ସେଥିପ୍ରତି ଦୃଷ୍ଟି ଦେବାକୁ ସ୍ବାସ୍ଥ୍ୟ ଟିମ୍‌କୁ କହିଥିଲେ।…

ଜୀବନ, ଜୀବିକାର ସୁରକ୍ଷା ଉପରେ ଗୁରୁତ୍ୱାରୋପ -ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର./ଡି.ଏନ୍‌.ଏ.)- ଉତ୍ତରାଞ୍ଚଳ ରାଜସ୍ବ କମିଶନର ନିରଞ୍ଜନ ସାହୁ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି କୋଭିଡ୍‌-୧୯ ପରିଚାଳନା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ତଥା ଅନ୍ୟାନ୍ୟ କାର୍ଯ୍ୟକ୍ରମର କାଯର୍‌ୟାନ୍ବୟନ ସମ୍ପର୍କରେ ସମୀକ୍ଷା କରିଛନ୍ତି। ମହାମାରୀ କରୋନା ପରିସ୍ଥିତିରେ ଜୀବନ ଓ ଜୀବିକାର ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?