ଆମ ଜିଲା ଖବର

ଡକାୟତି ଯୋଜନା ବେଳେ ୪ ଗିରଫ, ରିଭଲଭର ଜବତ

ସୋର, ୧୧ା୨(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଷ୍ଟେଶନ ନିକଟ ରାସ୍ତାରେ ରବିବାର ରାତିରେ ଡକାୟତି ଯୋଜନା କରୁଥିବା ବେଳେ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୋଲିସ କାବୁ କରିବାରେ ସକ୍ଷମ ହୋଇଛି। ଜଣେ ଫେରାର ହୋଇଯାଇଛନ୍ତି। ସୋର ପୋଲିସ ରାତି ପାଟ୍ରୋଲିଂ ବେଳେ...

ଧାନ ବିକ୍ରି କରିପାରୁନି ଚାଷୀ: ସମବାୟ ସମିତି ସମ୍ମୁଖରେ ଧାରଣା

ଓପଦା, ୧୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ତଳକିଆ ପଞ୍ଚାୟତର ତଳକିଆ ସେବା ସମବାୟ ସମିତି ସରକାରୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଥିବା ଚାଷୀମାନେ ସୋମବାର ସରକାରୀ ବ୍ୟବସ୍ଥାକୁ ଦାୟୀ କରି ଟୋକନ ଦାବି କରି ସମୂହ...

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳକୁ ସ୍ବଚ୍ଛ ପାଣି

ଢେଙ୍କାନାଳ ଅଫିସ,୧୧ା୨ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନ ୫ଟାରେ ୧୮ତମ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପ୍ଲାନିଂ କମିଟି ଅଧ୍ୟକ୍ଷ ତଥା ଶକ୍ତି ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର...

ଆବାସ ପାଇଁ ଧାରଣା

ପରଜଙ୍ଗ, ୧୧।୨(ଡି.ଏନ.ଏ.) ଆବାସ ଯୋଜନା କେଳେଙ୍କାରୀକୁ ନେଇ ଚର୍ଚ୍ଚାରେ ରହିଛି ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ। ସରକାରୀ ଅଧିକାରୀଙ୍କୁ ହାତ କରି ସ୍ବଚ୍ଛଳ ପରିବାର ହାତେଇ ନେଇଛନ୍ତି ଗୃହ ନିର୍ମାଣ କାର୍ଯ୍ୟାଦେଶ। ବ୍ଲକର ଅନେକ ପଞ୍ଚାୟତରେ ଏପରି ଅଭିଯୋଗ ପ୍ରଶାସନକୁ...

ଯୋରନ୍ଦା, କପିଳାସ, ସପ୍ତଶଯ୍ୟାର ହେବ ବିକାଶ

ଢେଙ୍କାନାଳ ଅଫିସ, ୧୧।୨ ବିଶ୍ୱ ପ୍ରସିଦ୍ଧ ମାଘମେଳା ଅବସରରେ ଯୋରନ୍ଦାସ୍ଥିତ ମହିମା ଗାଦି ଧୁନି ମନ୍ଦିର ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ୩ୟ ମହିମା ମହୋତ୍ସବ। ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟଅତିଥି ଭାବେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି...

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର

କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ, ପୁରୁଣା ତାର ଓହଳିଥିଲେ ମଧ୍ୟ ଏହାର ମରାମତି ଦିଗରେ ଆଦୌ ଧ୍ୟାନ...

ଚାଷୀଙ୍କ ଋଣ ଟଙ୍କା ଆତ୍ମସାତ୍‌ ଅଭିଯୋଗ

ଅନୁଗୋଳ ସହର, ୧୧।୨ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ସେବା ସମବାୟ ସମିତି ବ୍ୟାଙ୍କରେ ଚାଷୀମାନଙ୍କ ଋଣ ଟଙ୍କା ହଡ଼ପ କରାଯାଇଥିବା ନେଇ ସୋମବାର ଚାଙ୍ଗୁଡ଼ିଆ ପଞ୍ଚାୟତର ଚାଷୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି...

ପରିସ୍ରାଗାର ନିର୍ମାଣ ଦାବି କଲେ ଅଟୋ ଚାଳକ

ଅନୁଗୋଳ ସହର, ୧୧।୨ ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟ ରାଜାଛକ ଅଞ୍ଚଳ ଓ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପରିସ୍ରାଗାର ନିର୍ମାଣ ପାଇଁ ବସ୍‌ଷ୍ଟାଣ୍ଡ ଅଟୋଚାଳକଙ୍କ ପକ୍ଷରୁ ସୋମବାର ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି। ଜିଲାପାଳଙ୍କୁ ଦିଆଯାଇଥିବା ଅଭିଯୋଗପତ୍ରରେ ସେମାନେ ଦର୍ଶାଇଛନ୍ତି ଯେ,...

ଅଜନା ରୋଗ୍‌ରେ ପୀଡ଼ିତ ଅଯୋଧ୍ୟା: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

  ବିନିକା,୧୧।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଁଚେତ୍‌ ଖଇରମାଲ ଗଁା ଟିକ୍ରାପଡ଼ାର ମାଞ୍ଜୋ ସୁନାକଁର ମାଏକିନା ଅଯୋଧ୍ୟା ସୁନା(୪୮)। ସେ ଅନେକ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ପରିବାର ଲୋକ୍‌...

ଆବାସ ଯୋଜନା ବାଟ୍‌ବନା: ଦଦ୍‌ରା କୁରିଆରେ ଦୁଇ ଗରିବ୍‌ ପରିବାର

  ଜମନକିରା, ୧୧।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଅନେକ୍‌ ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଆଶ୍‌ରେ ଦରକାରୀ କାଗଜପତର ଧରି ପଁଚେତ୍‌ନୁ ବ୍ଲକ...

ଅଜାତିରେ ଖାଇ ଅଜେତ୍‌ ହେଇଥିଲେ: ଖଁଦ୍‌ ଦେବାକେ ମନାକଲେ ଜାତିଭାଇ

  ଚିପିଲିମା, ୧୧।୨ (ଡି.ଏନ୍‌.ଏ.)- ବିଗିଅଁାନ ଯୁଗ୍‌ରେ ବି ଅନେକ ଜାତି, ଧରମ୍‌, ସମାଜର ଲୋକ୍‌ ଅଁଧ୍‌ ବିଶୁଆସରେ ବଁାଧି ହେଇ ରହିଛନ୍‌। ଆଏଜ୍‌ ବି ଅନେକ ଲୋକ୍‌ ଫୁକାଝରା, ଗୁନିଗାରେଡ଼ି, ସାମାଜି ବାସଁଦ୍‌ ଲେଖେଁ ଅଁଧ୍‌ ବିଶୁଆସରେ ବିଶାସ୍‌...

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ଦମ୍ପତି

  କୋମନା, ୧୧ା୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ଅସାହା, ଭୂମିହୀନ ପରିବାରମାନକୁ ଆବାସ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକଁର ଉଦାସୀନତା ଲାଗି ହକ୍‌ଦାର ଗରିବ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri