ଆମ ଜିଲା ଖବର

ସଙ୍ଗରୋଧ କେନ୍ଦ୍ରରୁ ଫେରିବା ମାସେ ପରେ ଯୁବତୀଙ୍କ ମୃତ୍ୟୁ

ଶଙ୍କରାଖୋଲ,୯ା୭(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବେହେରାଗଁା ପଞ୍ଚାୟତ ସୁନାପାଙ୍ଗା ଗ୍ରାମର ମନୀତା ମଲିକ(୨୭)ଙ୍କ ସଙ୍ଗରୋଧ କେନ୍ଦ୍ରରୁ ଫେରିବାର ମାସକ ପରେ ବୁଧବାର ସକାଳେ ମୃତ୍ୟୁ ଘଟିଛି। ବ୍ରାହ୍ମଣପାଦ ସ୍ବାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତର ସନ୍ତୋଷ କୁମାର ପଟ୍ଟନାୟକ, ଏଲ୍‌ଏଚ୍‌ବି ସରୋଜିନୀ ପ୍ରଧାନ, ସ୍ବାସ୍ଥ୍ୟକର୍ମୀ…

ଇଏସ୍‌ଆଇ ମେଡିକାଲରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଚୌଦ୍ୱାର,୯ା୭(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ଚୌଦ୍ୱାରସ୍ଥିତ ରାଜ୍ୟ କର୍ମଚାରୀ ବୀମା ଚିକିତ୍ସାଳୟ(ଇଏସ୍‌ଆଇ)ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସାମାଜିକ ଦୂରତା ଅବଲମ୍ବନ କରି କର୍ମଚାରୀମାନେ କାର୍ଯ୍ୟ କରୁଥିବାବେଳେ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ପ୍ରଥମେ ସ୍କାନିଂ କରାଯାଇ…

କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌ କ୍ୱାରାଣ୍ଟାଇନ୍‌, ୩ ଲୋକାଲ୍‌ କେସ୍‌ ରହିଛି। ଫଳରେ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୩ରେ…

୨୪ ଘଣ୍ଟିଆ ହେଲ୍ପଲାଇନ‌ ନମ୍ବର ଜାରି କଲା ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର,୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଟାଟା କୋଭିଡ୍‌ ହସ୍ପିଟାଲ, ପାରଳା ମହାରାଜା, ଭଞ୍ଜନଗର ଓ ହିଞ୍ଜିଳି କୋଭିଡ୍‌ କେୟାର ସେଣ୍ଟରରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ହେଉଛି। ବିଶେଷକରି ଶିତଳାପଲି ଟାଟା କୋଭିଡ୍‌ ହସ୍ପିଟାଲ ଓ ପାରଳା ମହାରାଜା କୋଭିଡ୍‌ କେୟାର ସେଣ୍ଟରରେ…

ବିନା ମାସ୍କଧାରୀଙ୍କଠାରୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ କଲା ଗଞ୍ଜାମ ପୋଲିସ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବୁଧବାରଠାରୁ ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ନ ପିନ୍ଧି ଥିବା ଲେକଙ୍କଠାରୁ ୧ ଲକ୍ଷ ୨୯ ହଜାର ୯…

ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ହାଣିଲେ ଦୁର୍ବୁତ୍ତ

ଯାଜପୁର ଅଫିସ, ୯।୭- ଯାଜପୁର ରୋଡ ଥାନା ଅନ୍ତର୍ଗତ ଖଣ୍ଡହତା ଛକ ନିକଟରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ଏହାସହ ତାଙ୍କ ସହିତ ଯାଉଥିବା ଅନ୍ୟଜଣେ ଶିକ୍ଷକ ଗୁରୁତର ଆହତ…

ବୁଗୁଡ଼ାରେ ମେଡିଶିନ ଷ୍ଟୋର ମାଲିକ କରୋନା ଆକ୍ରାନ୍ତ: ଷ୍ଟୋର ସିଲ୍‌ କଲା ଜିଲା ପ୍ରଶାସନ

ବୁଗୁଡା,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରୁଥିବା ବେଳେ ବୁଗୁଡାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨ରେ ପହଞ୍ଚିଛି। ବୁଗୁଡା ଏନ୍‌ଏସିରେ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହୋଇ ଥିବା ବେଳେ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଏହା ୬୧ରେ ପହଞ୍ଚି ଥିବା…

ଗଞ୍ଜାମରେ ମୋବାଇଲ ସ୍ବାବ ସଂଗ୍ରହ, ଆଣ୍ଟିଜେନ୍‌ ଟେଷ୍ଟ: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ହେଲା ଆରମ୍ଭ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ସ୍ବାବ ସଂଗ୍ରହ ଓ କରୋନା ଟେଷ୍ଟିଂ ବୃଦ୍ଧି ନେଇ ଜିଲା ପ୍ରସାଶନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ଜିଲାରେ ମୋବାଇଲ ସ୍ବାବ ସଂଗ୍ରହ ମୁଖ୍ୟମନ୍ତ୍ରୀଙ୍କ…

ଜେଲ୍‌ରୁ ଖଲାସ ହୋଇ ଫେରି ପାରିଲେନି ଘରକୁ

ଚୌଦ୍ୱାର,୯ା୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ମଣ୍ଡଳ କାରାଗାର ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୨ ଜଣ ଆଜୀବନ ସଜା କାଟୁଥିବା କଏଦୀ ବୁଧବାର ସାରେ ମୁକୁଳିବା ପରେ ରାତିସାରା ଜେଲ ପରିସର ବାହାରେ ରାତି କଟାଇଛନ୍ତି। ୨ ଜଣଙ୍କ…

ସଙ୍ଗରୋଧ କେନ୍ଦ୍ରରେ କାମକରିବା ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ କରାଯାଉ ସ୍ବାବ ଟେଷ୍ଟ: ଶେରଗଡ଼ ପ୍ରାଥମିକ ଶିକ୍ଷକ ସଂଘ

ଶେରଗଡ଼,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏ ନେଇ ଶିକ୍ଷକ ମାନଙ୍କୁ କ୍ୱାରାଣ୍ଟାଇନ କାର୍ଯ୍ୟରେ ନିୟୋଜିତ କରୁଛି ବ୍ଲକ ପ୍ରଶାସନ। ସେମାନେ ତାଙ୍କ ଜୀବନକୁ ବିପଦରେ ପକାଇ କାମ କରୁଛନ୍ତି। ମାତ୍ର ସରକାର…

ଗୁଣିଗାରେଡ଼ି ସନ୍ଦେହରେ ତୀର ମାରି ଜଣଙ୍କୁ ହତ୍ୟା: ଅଭିଯୁକ୍ତ ଗିରଫ

କୋରୁକୋଣ୍ଡା,୯ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ଅନ୍ତର୍ଗତ ତାରଲାକୋଟା ଗ୍ରାମରେ ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଥିବା ଘଟଣା ବର୍ତ୍ତମାନ ସାମ୍ନାକୁ ଆସିଛି। ଗ୍ରାମର ସୁବାସ ଭୂୟାଁଙ୍କୁ ସେହି ଗ୍ରାମର ଜଣେ ବ୍ୟକ୍ତି ବାଜା ମାଡକାମୀ ତୀର ସହାୟତାରେ ହତ୍ୟା…

ଏଣିକି ରାସ୍ତାରେ ବାଇକ୍‌ ପାର୍କିଂ କଲେ ଦେବେ ଜରିମାନା

ଖୋର୍ଦ୍ଧା ଅଫିସ,୯।୭: ଖୋର୍ଦ୍ଧା ସହରରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ରାସ୍ତାରେ ପାର୍କିଂ ଯୋଗୁ ଯାତାୟାତରେ ଅସୁବିଧା ହେଉଛି। ଏ ନେଇ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏଣିକି ରାସ୍ତାରେ ବାଇକ୍‌ ପାର୍କିଂ କଲେ ଜରିମାନା ଆଦାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?