ଆମ ଜିଲା ଖବର

ବାଇକ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ

କେନ୍ଦୁଝର,୧୧।୨(ସ୍ବ.ପ୍ର.) :କେନ୍ଦୁଝର ସହର ମାଇନିଂ ସ୍କୁଲ କଲୋନିରେ ରହୁଥିବା ଜଣେ କର୍ମଚାରୀଙ୍କ ବାଇକ୍‌ରେ କେହି ଦୁର୍ବୃତ୍ତ ସୋମବାର ବିଳମ୍ବିତ ରାତିରେ ନିଆଁ ଲଗାଇଥିବା ଜଣାପଡ଼ିଛି। ବାଇକ୍‌ଟି ଘର ବାହାରେ ରହିିଥିବା ବେଳେ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗେଇ ଦେଇଥିଲେ।...

କୂଅରେ ବୁଡି ବୃଦ୍ଧଙ୍କ ମୃତ୍ୟୁ ଘଟଣା: ରାତି ଅଧରେ ବ୍ୟବଚ୍ଛେଦ ଦାବିରେ ସମ୍ପର୍କୀୟଙ୍କ ଡାକ୍ତରଙ୍କୁ ମାଡ଼ ଅଭିଯୋଗ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧଙ୍କ ମୃତଦେହ ବ୍ୟବ୍ୟଚ୍ଛେଦ ଦାବିରେ ସେମାନଙ୍କ ସମ୍ପର୍କୀୟ ୨ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ୩ ସମ୍ପର୍କୀୟ ମାଡ଼ ମାରିବା ସହ ଅସଭ୍ୟ...

ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗର ୮ ଗିରଫ

ପୁରୀ ଅଫିସ, ୧୧ା୨: ଗତ କିଛିଦିନ ଧରି ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଥିଲା। ଲୁଟେରାମାନଙ୍କୁ ଧରିବାକୁ ପୋଲିସ ଜାଲ ବିଛାଇଥିଲା। ସୋମବାର ପୁରୀ ପୋଲିସ ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୮ ସଦସ୍ୟଙ୍କୁ ଗିରଫ...

ପୁରୀ ସଦର ଥାନା ଏଏସ୍‌ଆଇ ନିଲମ୍ବିତ

ପୁରୀ ଅଫିସ, ୧୧ା୨(ଡି.ଏନ.ଏ): ରାଜ୍ୟରେ ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସରକାର ‘ମୋ ସରକାର’ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିଛନ୍ତି। ଗତ ଗାନ୍ଧୀ ଜୟନ୍ତୀଠାରୁ ଏହାକୁ କାର୍ଯ୍ୟକାରୀ କରାଯାଇଛି। ପୋଲିସ ବିଭାଗରେ ସ୍ବଚ୍ଛତା ଓ ଜନତାଙ୍କ ସହ ସୁସମ୍ପର୍କ ସ୍ଥାପନ...

ଗଞ୍ଜାମ ବସ୍‌ ଦୁର୍ଘଟଣା ଏସ୍‌ସିବିରେ ଆହତଙ୍କୁ ଭେଟିଲେ ଭାଜପା ରାଜ୍ୟ ସଭାପତି

କଟକ ଅଫିସ,୧୧ା୨: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅଧୀନ ମେଣ୍ଢରାଜପୁର ଛକରେ ରବିବାର ଅପରାହ୍ନରେ ସିଲ୍‌କ ସିଟି ନାମକ ଏକ ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗିଯିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଅନେକ ଗୁରୁତର ଆହତ...

ଶପଥ ନେଲେ ବିଚାରପତି ସଞ୍ଜୀବ ପାଣିଗ୍ରାହୀ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସୋମବାର ଅପରାହ୍ନରେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ...

୩୫ ଚାଷୀ ଗଲେ ମହାରାଷ୍ଟ୍ର

ଚମ୍ପୁଆ,୧୧।୨(ଡି.ଏନ.ଏ.)- ଚାଷ ସମ୍ବନ୍ଧୀୟ ସୂଚନା ଓ ସର୍ବେକ୍ଷଣ ନିମନ୍ତେ ଚମ୍ପୁଆ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ୩୫ ଜଣ ଚାଷୀଙ୍କୁ ମହାରାଷ୍ଟ୍ର ପଠାଯାଇଛି। ଚମ୍ପୁଆ, ଯୋଡା ଓ ଝୁମ୍ପୁୁରା ବ୍ଲକର ଏହି ଚାଷୀମାନଙ୍କୁ ଏଥି ପାଇଁ ସୁଯୋଗ ଦିଆଯାଇଛି। ଏହି...

୪ ଅଭିଯୁକ୍ତ ଗିରଫ: ମାରଣାସ୍ତ୍ର ଜବତ

ଯୋଡ଼ା,୧୧।୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ୍‌ ଏକ ବଡ ଧରଣର ଡକାୟତି ଯୋଜନାକୁ ପଣ୍ଡ କରି ଏଥିରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ଟାଟା ସଫାରି ଗାଡି ଓ ବିଭିନ୍ନ ମାରଣାସ୍ତ୍ର...

କଲ୍ୟାଣ ମଣ୍ଡପ ସ୍ଥାନ ନିରୂପଣ ନେଇ ବିବାଦ

ଧାମନଗର,୧୧।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ସ୍ଥାନ ନିରୂପଣ ନେଇ ବିବାଦ ସୃଷ୍ଟି ହୋଇଛି। ଏ ନେଇ ପୂର୍ବତନ ସରପଞ୍ଚ ସୁରଜିତ ପାତ୍ର ଶତାଧିକ ଦସ୍ତଖତ ସମ୍ବଳିତ ଦାବିପତ୍ର...

ଅଟୋ ଓଲଟି ଜଣେ ମୃତ: ୨ ଗୁରୁତର

ଚାନ୍ଦବାଲି,୧୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ମତୋ-ନାନ୍ଦପୁର ପ୍ରଧାନମନ୍ତ୍ରୀ ଗ୍ରାମସଡ଼କର କରାଣ୍ଡିମାଳ ଛକ ନିକଟରେ ସୋମବାର ରାତିରେ ଏକ ଯାତ୍ରିବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଟୋ ଓଲଟି ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ମାଧପୁର କଣ୍ଡିଆସାହି...

ଜମି ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୧୧ା୨- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କିଛି ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର...

ଗଳାପୋଲ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବାରିପଦା ଅଫିସ, ୧୧ା୨- ବାରିପଦା ସହର ମୁର୍ଗାବାଡ଼ି ଛକ ନିକଟସ୍ଥ ନିଗମାନନ୍ଦ ଆଶ୍ରମଠାରେ ନିର୍ମାଣଧିନ ପ୍ଲାଏଓଭରରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ସୋମବାର ରାସ୍ତା ଅବରୋଧ କରିଥିଲେ। ପୂର୍ବାହ୍ନ ୧୦ଟାରେ ବାଲେଶ୍ୱର ଝାରପୋଖରୀଆ ୧୮ ନମ୍ବର ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri