୫-ଟି ସଚିବଙ୍କ ଅଚାନକ ଭୋଗରାଇ ଗସ୍ତ
ଭୋଗରାଇ, ୧୦।୨(ଡି.ଏନ.ଏ): ୫-ଟି ସଚିବ ଭି.କେ. ପାଣ୍ଡିଆନ ସୋମବାର ଅଚାନକ ବାଲେଶ୍ୱର ଜିଲା ଭୋଗରାଇ ଗସ୍ତ କରିଛନ୍ତି। ସକାଳ ୧୦.୩୦ରେ ତାଳସାରିରେ ସଚିବଙ୍କ ହେଲିକପ୍ଟର ଅବତରଣ କରିଥିଲା। ତାଳସାରିରୁ ଉଦୟପୁର ଯାଇ ସେଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରିଥିଲେ।...
ମୁଖ୍ୟମନ୍ତ୍ରୀଙ୍କୁ ୫ ଦଫା ଦାବିପତ୍ର ପ୍ରଦାନକଲା ଆଶାସାଥୀ ସଂଘ
ରାୟଗଡ଼ା ଅଫିସ,୧୦।୨: ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ରାଜ୍ୟ ଆଶାସାଥୀ ସଂଘର ନିର୍ଦ୍ଦେଶକ୍ରମେ ୫ ଦଫା ଦାବି ନେଇ ଜିଲା ଆଶାସାଥୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଜିଲାପାଳଙ୍କ ଜରିଆରେ ସୋମବାର ପ୍ରଦାନ କରିଛି। ଭାରତୀୟ ମଜଦୂର ସଂଘର...
୧୧ କେଭି ବିଦ୍ୟୁତ ତାର ପଡ଼ି ଜଳିଗଲା ବାଇକ୍
ଚାନ୍ଦବାଲି,୧୦।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମରା ନିକଟସ୍ଥ କଇଥଖୋଲା ବଜାରରେ ସୋମବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ୨ ଜଣ ବାଇକ୍ରେ ଯାଉଥିବା ସମୟରେ ୧୧ କେଭି ବିଦ୍ୟୁତ ତାର ସେମାନଙ୍କ ବାଇକ୍ ଉପରେ ଛିଡି ପଡିପଡ଼ିଥିଲା। ଏଥିରେ ବାଇକ୍...
ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର
କେନ୍ଦୁଝର,୧୦।୨(ସ୍ବ.ପ୍ର.) : ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ସ୍ଥାନୀୟ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ଛାତ୍ରୀଛାତ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ରାସ୍ତା ନ ଥିବାରୁ ଛାତ୍ରୀଛାତ୍ର ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ବିଶେଷକରି...
ଗେଷ୍ଟ୍ ହାଉସ୍ରୁ ୨ ଚୋରଙ୍କୁ ଧରିଲା ପୋଲିସ
ଧାମନଗର,୧୦।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ପରିସରରେ ଥିବା ଏକ ଗେଷ୍ଟ୍ହାଉସ୍ରେ ୧୦ଦିନ ଧରି ରହିଆସୁଥିବା ଦୁଇ ଚାଉଳ ଚୋରଙ୍କୁ ଝାରସୁଗୁଡ଼ା ଆର୍ପିଏଫ୍ ପୋଲିସ ସୋମବାର ଗିରଫ କରିଛି। ଉକ୍ତ ଦୁଇ ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରି ପୋଲିସ ସୋମବାର...
ଲାଇଟ୍ ଆଣ୍ଡ ସାଉଣ୍ଡ୍ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ
ଗଞ୍ଜାମ, ୧୦।୨(ଡି.ଏନ.ଏ.): ଗଞ୍ଜାମ ଥାନା ଦୁର୍ଗାଦେବୀ ସାହି ସ୍ଥିତ ଷ୍ଟେଟବ୍ୟାଙ୍କ ଏଟିଏମଠାରେ ଲାଇଟ ଏଣ୍ଡ ସାଉଣ୍ଡ ମାଲିକ ବାଳକୃଷ୍ଣ ପଣ୍ଡାଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଜଣାପଡିଛି l ଏଥିରେ ସେ ଆହତ ହୋଇଛନ୍ତି। ଖବର ପାଇ ଗଞ୍ଜାମ ଥାନା ଅଧିକାରୀ...
ପୁଣି ଚର୍ଚ୍ଚାରେ ଡାବୁଗାଁ ବିଧାୟକ: ଗର୍ଭବତୀଙ୍କୁ ୫ କିଲୋମିଟର କାନ୍ଧରେ ବୋହି ଡାକ୍ତରଖାନାରେ ପହଞ୍ଚାଇଲେ
ପାପଡ଼ାହାଣ୍ଡି,୧୦।୨(ଡି.ଏନ୍.ଏ.): ସବୁବେଳେ ଜନହିତକର କାର୍ଯ୍ୟକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ। ଲୋକଙ୍କ ଠାରୁ ଅଭିଯୋଗ ପାଇବା ସଙ୍ଗେ ସଙ୍ଗେ ପହଞ୍ଚି ଯାଇ ସାହାଯ୍ୟ କରିବାକୁ ପଛାଉନାହାନ୍ତି। ସୋମବାର ଜଣେ ଗର୍ଭବତୀ ମହିଳା ପ୍ରସବ...
ମନ୍ଦିର ଘଣ୍ଟିରେ ଝୁଲିଛି ଯୁବକଙ୍କ ମୃତଦେହ: କାରଣ ଅସ୍ପଷ୍ଟ
ତାଳଚେର,୧୦।୨(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର ଶିବମନ୍ଦିର ବୃଷଭ ନିକଟରେ ବନ୍ଧା ହୋଇଥିବା ଘଣ୍ଟିରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କର ମୃତଦେହ ଦେଖିବାକୁ ମିଳିଛି। ସୋମବାର ସକାଳୁ ମନ୍ଦିରର ପୂଜକ ପୂଜା ପାଇଁ...
୧୦ ଲକ୍ଷ ଟଙ୍କାର ଫସଲ ନଷ୍ଟ କଲେ ହାତୀପଲ
ଶେରଗଡ଼,୧୦।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୁଷୁଣ୍ଡା ଗ୍ରାମ ନିକଟ ପାକିଡି ପାହାଡ଼ରେ ହାତୀପଲ ୫୦୦ ଭରଣ ଜମିରେ ଲାଗିଥିବା ପନିପରିବା ଫସଲ ନଷ୍ଟ କରିଦେଇଛନ୍ତି। ସୋମବାର ଭୋର ପ୍ରାୟ ୪ଟାରେ ୧୪ଟି ହାତୀ ଜଙ୍ଗଲ ଆଡକୁ ମୁହାଁଇ ଥିଲେ।...
ନିଷ୍ପତ୍ତି ନେଲାନି ବାସ୍ତବ ରୂପ
ପୁରୀ ଅଫିସ,୧୦।୨: ପୁରୀ ଆସୁଥିବା ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ଫେରିବାବେଳେ ଚତୁର୍ଦ୍ଧାବିଗ୍ରହଙ୍କ ଆବିର୍ଭାବ ସହିତ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ବିଷୟରେ ଅବଗତ ହେବେ। ଏଥିସହ ଗୋଟିଏ ଜାଗାରୁ ଜାଣିବେ ଶ୍ରୀମନ୍ଦିର ନିର୍ମାଣ, ଦାରୁବ୍ରହ୍ମଙ୍କ ସଂସ୍ଥାପନ, ମହାପ୍ରଭୁଙ୍କ ଯାନିଯାତ୍ରା, ବେଶ...
ଧାନ କିଣାରେ ଅସୁବିଧା ନେଇ ଅସନ୍ତୋଷ
ପାଲଲହଡ଼ା, ୧୦ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଡିମିରିଆ ପଞ୍ଚାୟତର ଧାନମଣ୍ଡିରେ ଧାନ ବିକ୍ରିରେ ଅସୁବିଧା ଉପୁଜିବାକୁ ନେଇ ରବିବାର ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ତେବେ ପୋଲିସ ପହଞ୍ଚି ଚାଷୀଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ମିଳିଥିବା...
ସାହିତ୍ୟ ବଞ୍ଚାଇବାକୁ ହେଲେ ଭାଷା ବଞ୍ଚିବା ଜରୁରୀ
ଫୁଲବାଣୀ ଅଫିସ,୧୦ା୨-ଆମ ସାହିତ୍ୟ, ସଂସ୍କୃତି ଓ ପରମ୍ପରା ବଞ୍ଚାଇବାକୁ ହେଲେ ଆମ ମାଟି ମା’ର ଭାଷାକୁ ବଞ୍ଚାଇବାକୁ ପଡ଼ିବ। ଫୁଲବାଣୀ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ କାଦମ୍ବିନୀ ସାହିତ୍ୟ ମହୋତ୍ସବରେ ଅତିଥି ଭାବେ ଯୋଗଦେଇ ପୂର୍ବତନ ଏମ୍ପି...
Archives


