ଶିଳ୍ପାନୁଷ୍ଠାନ ପାଇଁ କଟକଣା
ଢେଙ୍କାନାଳ ଅଫିସ, ୮ା୭ ଢେଙ୍କାନାଳ ଜିଲାର ଶିଳ୍ପାନୁଷ୍ଠାନଗୁଡ଼ିକୁ କରୋନା ସଂକ୍ରମଣରୁ ଦୂରେଇ ରଖିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ନୂତନ କଟକଣା ଜାରି କରାଯାଇଛି। ବାହାରୁ ଆସୁଥିବା ଅଧିକାରୀ, କର୍ମଚାରୀ ଏବଂ ଶ୍ରମିକଙ୍କୁ କମ୍ପାନୀକୁ ବାରଣ କରାଯାଇଛି। କାରଖାନା ପରିସରରେ ରହୁଥିବା କର୍ମଚାରୀଙ୍କୁ…
୧୨ ସାପ୍ତାହିକ ହାଟ ବନ୍ଦ କଲା ଆର୍ଏମ୍ସି
ଅନୁଗୋଳ ଅଫିସ, ୮।୭ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଅନୁଗୋଳ ଜିଲାରେ ଥିବା ଅନୁଗୋଳ, ତାଳଚେର, ଆଠମଲ୍ଲିକ ଓ ପାଲଲହଡ଼ା ଆଞ୍ଚଳିକ ବଜାର ନିୟନ୍ତ୍ରିତ କମିଟି(ଆର୍ଏମ୍ସି) ଅଧୀନ ମୋଟ୍ ୧୨ଟି ସାପ୍ତାହିକ ହାଟକୁ ଜୁଲାଇ ଶେଷଯାଏ ବନ୍ଦ ରଖାଯାଇଛି। ଚାଷୀ ଓ…
ଉପାନ୍ତ ଦେଇ କେନ୍ଦୁଝରକୁ ଫିଟିବ ବାଟ
ଢେଙ୍କାନାଳ ଅଫିସ, ୮।୭ ଢେଙ୍କାନାଳ ଜିଲାର କଙ୍କଡ଼ାହାଡ଼ ବ୍ଲକର ଉପାନ୍ତ ଅଞ୍ଚଳ ଦେଇ କେନ୍ଦୁଝରକୁ ପକ୍କାସଡ଼କ ନିର୍ମାଣ ହେବ। ଏଥିଲାଗି ପୂର୍ତ୍ତ ବିଭାଗ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ଏହି ପ୍ରସ୍ତାବ ଅନୁମୋଦିତ ହେବା ପରେ ଖୁବ୍ଶୀଘ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ…
କଟକ: ଆଉ ଦୁଇଦିନ ବଢ଼ିଲା ଶଟ୍ଡାଉନ ଅବଧି
କଟକ ଅଫିସ,୭ା୭- କଟକ ସହରରେ ଜାରି ହୋଇଥିବା ଶଟ୍ଡାଉନ ଅବଧିକୁ ବୃଦ୍ଧି କରିଛି ସିଏମ୍ସି। ପୂର୍ବରୁ ବୁଧବାର ମଧ୍ୟରାତ୍ରି ଯାଏ ଶଟ୍ଡାଉନ ଘୋଷଣା କରାଯାଇଥିବା ବେଳେ ତାହାକୁ ଏବେ ଶୁକ୍ରବାର ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଯୋଗୁ…
ପ୍ରେମରେ ପ୍ରତିବନ୍ଧକ ସାଜିବାରୁ ପ୍ରେମିକାର ବାପାକୁ ହତ୍ୟା
ଟିଟିଲାଗଡ଼, ୭ା୭ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅନ୍ତର୍ଗତ ଚୋରମରା ଗଁାରେ ଗତ ୨ତାରିଖ ଘଟିଥିବା ବର୍ଜୁ ରଣା (୫୪) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ହତ୍ୟା ଘଟଣାର ମୁଖ୍ୟ ସୂତ୍ରଧର ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗଁା ଗ୍ରାମର ଆଦିଲ ମହମ୍ମଦ(୨୨)ବୋଲି…
ବାହାର ଲୋକଙ୍କୁ ସ୍ବର୍ଗଦ୍ୱାର ମନା: କରାଯିବନାହିଁ ସତ୍କାର
ପୁରୀ ଅଫିସ,୭।୭: ବୁଧବାରଠାରୁ ପୁରୀ ସ୍ବର୍ଗଦ୍ୱାରରେ ଶବସତ୍କାର ଉପରେ କଟକଣା ଲାଗିଛି। କରୋନା ସଂକ୍ରମଣ ଦୃଷ୍ଟିରୁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଏହି କଟକଣା ଲାଗୁ କରାଯାଇଛି। ତଦନୁଯାୟୀ, ଜିଲା ବାହାରୁ କୌଣସି ବ୍ୟକ୍ତିଙ୍କ ମୃତଦେହ ସ୍ବର୍ଗଦ୍ୱାରରେ ସତ୍କାର କରାଯିବ ନାହିଁ।…
ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା: ଆସନ୍ତା ୯ରୁ ସମସ୍ତ ସହରାଞ୍ଚଳ, ୫ ବ୍ଲକ ସଟ୍ଡାଉନ୍; ଜାଣନ୍ତୁ..
ଛତ୍ରପୁର, ୭।୭(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ଜ଼ିଲାର ବିଏମ୍ସି ସମେତ ୧୮ ସହରାଞ୍ଚଳ ଏବଂ ସାନଖେମୁଣ୍ଡି, ଶେରଗଡ଼, ପାତ୍ରପୁର, ଧରାକୋଟ, ଜଗନ୍ନାଥପ୍ରସାଦ ବ୍ଲକର ହେଡକ୍ୱାର୍ଟର ଶଟ୍ଡାଉନ୍ ରହିବ। ଆସନ୍ତା ୯ ତାରିଖରୁ…
ଗଞ୍ଜାମରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା: ପୋଲସରା ସହରାଞ୍ଚଳକୁ ୫ ଦିନ ସମ୍ପୂର୍ଣ୍ଣ ସଟ୍ଡାଉନ୍ ଘୋଷଣା
ପୋଲସରା, ୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ସହରରେ ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ପଜିଟିଭ୍ଙ୍କ ସଂଖ୍ୟା । ଖାସ କରି ପୋଲସରା ଏନ୍ଏସିରେ ୪୦ରୁ ଊଦ୍ଧର୍ବ ପଜିଟିଭ୍ଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ମଙ୍ଗଳବାର ପୁଣି ନୂଆ ୧୨ ଜଣ…
ବରଗଡ଼ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘରୋଇ କ୍ଲିନିକ ୭୨ ଘଣ୍ଟା ଶଟ୍ଡାଉନ୍
ବରଗଡ଼ ଅଫିସ,୭।୭: ବରଗଡ଼ ସହରରେ ଥିବା ହାଟପଦାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ତୋରାସ୍ଥିତ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ର ‘ମେହେର କ୍ଲିନିକ’କୁ ମଙ୍ଗଳବାରଠାରୁ ୭୨ ଘଣ୍ଟା ପାଇଁ ପର୍ଯ୍ୟନ୍ତ ଶଟ୍ଡାଉନ ଘୋଷଣା କରାଯାଇଛି। ସହରରୁ ଚିହ୍ନଟ ୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ…
୨ ଜଣ କରୋନା ପଜିଟିଭ ଚିହ୍ନଟ: ବାଲିପଦରକୁ ୭ ଦିନ ଶଟଡାଉନ ଘୋଷଣା
ବୁଗୁଡ଼ା,୭।୭:(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଅନ୍ତର୍ଗତ ବାଲିପଦରକୁ ମଙ୍ଗଳବାରଠାରୁ ଆସନ୍ତା ସୋମବାର ପର୍ଯ୍ୟନ୍ତ ୭ ଦିନ ଶଟ୍ଡାଉନ୍ ଘୋଷଣା ହୋଇଛି। ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ଜେନା ଶଟଡାଉନ ଘୋଷଣାକରିଛନ୍ତି। ବାଲିପଦର କୁମୁଟି ସାହି ଏବଂ ମୁଖ୍ୟ…
ଘରକୁ ଘର ବୁଲି ସ୍କ୍ରିନିଂ ବେଳେ୪ ଦିନ ହେବ ଶଟଡାଉନ: ଗଞ୍ଜାମ ଜିଲାପାଳ
ଛତ୍ରପୁର,୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ମୁକାବିଲା ପାଇଁ ବୁଧବାର ଠାରୁ ସହରାଞ୍ଚଳରେ ଘରକୁ ଘର ବୁଲି ସ୍କ୍ରିନିଂ ଆରମ୍ଭ ହେବ। ସ୍କ୍ରିନିଂ ସମୟରେ ଆବଶ୍ୟକତାକୁ ଦେଖି ସେହି ଅଞ୍ଚଳକୁ ୩ ରୁ ୪ ଦିନ ଶଟଡାଉନ ରଖାଯିବ । ଏସମ୍ପର୍କରେ ଜିଲାପାଳ…
ଗଞ୍ଜାମକୁ ଆସିଲା ଆଣ୍ଟିଜେନ କିଟ୍, ଟେଷ୍ଟିଙ୍ଗ ଆରମ୍ଭ: ଜିଲାପାଳ
ଛତ୍ରପୁର,୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାକୁ ଆଣ୍ଟିଜେନ୍ କିଟ୍ ଆସିଛି। ଆଜିଠାରୁ ଜିଲାରେ ଆଣ୍ଟିଜେନ୍ ଟେଷ୍ଟିଂ ଗାଇଡଲାଇନ ଅନୁସାରେ ଆରମ୍ଭ ହେବ । ମଙ୍ଗଳବାର ଏନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି । କୋଭିଡ ଲକ୍ଷଣ ଥିଲେ ଲୁଚାଅନି,…

