ଆମ ଜିଲା ଖବର

ଘରକୁ ଘର ବୁଲି ସ୍କ୍ରିନିଂ ବେଳେ୪ ଦିନ ହେବ ଶଟଡାଉନ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମୁକାବିଲା ପାଇଁ ବୁଧବାର ଠାରୁ ସହରାଞ୍ଚଳରେ ଘରକୁ ଘର ବୁଲି ସ୍କ୍ରିନିଂ ଆରମ୍ଭ ହେବ। ସ୍କ୍ରିନିଂ ସମୟରେ ଆବଶ୍ୟକତାକୁ ଦେଖି ସେହି ଅଞ୍ଚଳକୁ ୩ ରୁ ୪ ଦିନ ଶଟଡାଉନ ରଖାଯିବ । ଏସମ୍ପର୍କରେ ଜିଲାପାଳ…

ଗଞ୍ଜାମକୁ ଆସିଲା ଆଣ୍ଟିଜେନ କିଟ୍‌, ଟେଷ୍ଟିଙ୍ଗ ଆରମ୍ଭ: ଜିଲାପାଳ

ଛତ୍ରପୁର,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ଆଣ୍ଟିଜେନ୍‌ କିଟ୍‌ ଆସିଛି। ଆଜିଠାରୁ ଜିଲାରେ ଆଣ୍ଟିଜେନ୍‌ ଟେଷ୍ଟିଂ ଗାଇଡଲାଇନ ଅନୁସାରେ ଆରମ୍ଭ ହେବ । ମଙ୍ଗଳବାର ଏନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି । କୋଭିଡ ଲକ୍ଷଣ ଥିଲେ ଲୁଚାଅନି,…

କୋଭିଡ୍‌ ହସ୍ପିଟାଲରୁ ଫେରାର କରୋନା ଆକ୍ରାନ୍ତ ଧରାପଡ଼ିଲେ : ୨ ଦିନ ହେଲା ଫେରାର ଥିଲେ

ନବରଙ୍ଗପୁର,୭।୭ (ବି.ପ୍ର.): ନବରଙ୍ଗପୁରସ୍ଥିତ କୋଭିଡ ହସ୍ପିଟାଲରୁ ଗତ ୫ ତାରିଖରେ କାନ୍ଥ ଡେଇଁ ଫେରାର ହୋଇଥିବା କରୋନା ଆକ୍ରାନ୍ତଙ୍କୁ ୨ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ଜିଲା ପୋଲିସ ଧରିବାରେ ସକ୍ଷମ ହୋଇଛି। ତାକୁ ଧରିବା ପରେ ପୁଣିଥରେ ଉକ୍ତ କୋଭିଡ…

କାର୍‌ରେ ପ୍ରେସ୍‌ ଲେଖି ବୁଲୁଥିଲେ ଜଙ୍ଗଲରେ: ଟେକିନେଲେ ଗ୍ରାମବାସୀ

କେନ୍ଦୁଝର,୭।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ କରଦାଙ୍ଗୀ ଜଙ୍ଗଲରେ ମଙ୍ଗଳବାର ୬ ଜଣ ବ୍ୟକ୍ତି କାରରେ ପ୍ରେସ ଲେଖି ସନ୍ଦେହ ଜନକ ଭାବେ ବୁଲୁଥିଲେ। ହାତୀ ଶିକାରୀ ସନ୍ଦେହରେ ଗ୍ରାମବାସୀ ସେମାନଙ୍କୁ ଧରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି। ସେମାନଙ୍କ…

ଅଣ୍ଡା ଭାଜିବା ବେଳେ ଗ୍ୟାସରୁ ଲାଗିଲା ନିଆଁ

ଚିତ୍ରଡ଼ା,୭।୭(ଡ଼ି.ଏନ୍‌.ଏ): ମୟୂଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ମୋରଡା ପଞ୍ଚାୟତ ପାଞ୍ଚଗୋଛିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁରେନ୍ଦ୍ର ସେଠୀଙ୍କ ଘରେ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ତିନି ବଖରା ଘର ସମ୍ପୂର୍ଣ୍ଣ ନଷ୍ଟ ହେଇଯାଇଛି। ସୂଚନାଯୋଗ୍ୟ, ସୁରେନ୍ଦ୍ରଙ୍କ ସ୍ତ୍ରୀ ସାବିତ୍ରୀ…

ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣା: ଡାକ୍ତର ଗିରଫ

ସୁନ୍ଦରଗଡ଼,୭।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ବୀରମିତ୍ରପୁର ସାସ୍ଥ୍ୟ କେନ୍ଦ୍ରର ଡାକ୍ତର ଦେବାଶିଷ ଘୋଷଙ୍କୁ ଗିରଫ କରିଛି। ବେଆଇନ ଭାବେ ଗର୍ଭପାତ କରାଇଥିବା ଅଭିଯୋଗରେ ତାଙ୍କୁ ପଚରାଉଚରା ପରେ କ୍ରାଇମବ୍ରାଞ୍ଚ ଗିରଫ କରି…

ପୁରୁଷୋତ୍ତମପୁରରେ ଜଣେ ଶିକ୍ଷୟିତ୍ରୀ, ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସ୍‌ିରେ ରହୁଥିବା ଦୁଇ ଜଣ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥି ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ରହିଥିବା ବେଳେ ଆଉ ଜଣେ ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀ ରହିଛନ୍ତି। ଏହି ଦୁଇ ଜଣଙ୍କ ସ୍ବାବ ରିପୋର୍ଟ ସୋମବାର…

କୋଭିଡ୍‌ ନିୟମ ନ ମାନିଲେ ମାସେ ଦୋକାନ ବନ୍ଦ

ଛତ୍ରପୁର, ୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ସାମାଜିଜ ଦୂରତା, ମାସ୍କ ପିନ୍ଧିବା ଏବଂ କୋଭିଡ ନିୟମ ମାନିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ। ଯେଉଁମାନେ କରୋନା ନିୟମ ନ ମାନି ଦୋକାନ ଖୋଲିବେ…

ଲକ୍‌ଡାଉନ ସମୟରେ ପ୍ରବାସୀଙ୍କୁ ରୋଜଗାର ଦେଉଛି ଗଞ୍ଜାମ ଏନ୍‌ଏସି ପ୍ରଶାସନ

ଗଞ୍ଜାମ,୭।୭(ଡି.ଏନ୍‌.ଏ.): କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ପାଇଁ ପ୍ରବାସୀ ନିଜ ନିଜ ରାଜ୍ୟକୁ ଫେରିଛନ୍ତି। ଫଳରେ କାମଧନ୍ଦା ନ ପାଇ ବେକାର ହୋଇ ଘରେ ବସୁଛନ୍ତି। ଏଭଳି ପରିସ୍ଥିତିରେ ବେକାରୀଙ୍କୁ ରୋଜଗାର ଦେଇଛି ଗଞ୍ଜାମ ଏନ୍‌ଏସି ପ୍ରଶାସନ । ବାହାରୁ…

ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କଲା ପ୍ରଶାସନ

ଗଞ୍ଜାମ,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମଙ୍ଗଳବାର ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ଏଥିସହିତ ୱାଡ୍‌ ନଂ. ୩ ଓ ୪ ଦୁର୍ଗା ଦେବୀ ସାହି, ମଧ୍ୟଖଣ୍ଡ ସାହି ଓ…

ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା ଅଫିସ,୭।୭: ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ଘର ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି ।…

ଟ୍ରିବ୍ୟୁନାଲ ତୁରନ୍ତ କାର୍ଯ୍ୟକ୍ଷମ କର

କଟକ ଅଫିସ,୭।୭: ଗଠନର ପ୍ରାୟ ଦେଢ଼ ବର୍ଷ ପରେ ମଧ୍ୟ ଅକାମୀ ହୋଇ ପଡ଼ିଛି ଓଡ଼ିଶା ରିୟଲ ଇଷ୍ଟେଟ୍‌ ଆପିଲେଟ୍‌ ଟ୍ରିବ୍ୟୁନାଲ୍‌ (ଓଆର୍‌ଇଏଟି)। ଏଯାବତ୍‌ ଗୃହ ଏବଂ ଜମିର କ୍ରେତା ଓ ବିକ୍ରେତାଙ୍କ ଗୋଟିଏ ବି ଅଭିଯୋଗର ଶୁଣାଣି କି ଫଇସଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?