ଆମ ଜିଲା ଖବର

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ । କନଷ୍ଟେବଳଙ୍କ ଏଭଳି କାର୍ଯ୍ୟ ପାଇଁ ତାଙ୍କୁ ପ୍ରଶଂସା କରୁଛନ୍ତି ସ୍ଥାନୀୟ ଲୋକେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ ମେଡିକାଲଠାରୁ କିଛି ଦୂରରେ ଥିବା ରାସ୍ତା କଡ ତାର ବାଡ଼ରେ ପିଟିହୋଇ ଯାଇଥିଲା।…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଭଞ୍ଜ ସାହିତ୍ୟର ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଯେତିକି…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ପାଣି ମୋଟର ଏବଂ କିଛି ଆସବାବପତ୍ର କେହି ନେଇଯାଇଥିବା ଜଣାପଡିଛି ।…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ ବ୍ୟାପି ସ୍ୱାମୀ ଚେତନାନନ୍ଦ ସରସ୍ୱତୀ ପରମହଂସ ଦେବଙ୍କ ୯୪ତମ ଜନ୍ମୋତ୍ସବ ମହାସମାରୋହରେ ପାଳିତ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ଗ୍ରାମରେ ଥିବା ପ୍ରାୟ ୮ ଏକର ସରକାରୀ ଜମିରୁ କିଛି ବ୍ୟକ୍ତି ଅବୈଧ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ ମିଳିପାରି ନାହିଁ। ବାଇକ୍‌ରେ ଦୁହେଁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଗତକାଲି(ଶନିବାର) ବିଳମ୍ବିତ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ ୪ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସୂଚନାରୁ ପ୍ରକାଶ, ଭେଲୋରା…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨ ଜଣକୁ ଅଟକ ରଖି ପଚରାଉଚୁରା ଜାରି ରହିଛି । ଘଟଣାରେ ଅଧିକ ଲୋକ…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭଞ୍ଜନଗର ବିଧାୟକ ତଥା ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୩ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?