ପ୍ରସ୍ତାବିତ ୫୫ ନଂ. ଜାତୀୟ ରାଜପଥ ସମ୍ପର୍କିତ ସମୀକ୍ଷା ବୈଠକ: ଏପ୍ରିଲରୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ
ଜଗତ୍ସିଂହପୁର ଅଫିସ୍, ୮।୨: ୨୦୧୭ରେ ୫୫ ନଂ. ଜାତୀୟ ରାଜପଥ (ଏନ୍ଏଚ୍) ସମ୍ପ୍ରସାରଣ ପାଇଁ ଘୋଷଣା ହୋଇଥିଲା। ଏଥିରେ ଜଗତ୍ସିଂହପୁର ଜିଲାର ୭୮.୩୫ କିଲୋମିଟର ଅନ୍ତର୍ଭୁକ୍ତ କରାଯାଇଛି। ତେବେ ମାର୍ଚ୍ଚ ସୁଦ୍ଧା ଲାଇନ୍ ବିଭାଗଗୁଡିକ ପ୍ରସ୍ତାବିତ ରାଜପଥ ଜମିରୁ ଗଛ,...
ଏ.କେ. ବୋଷ ହେଲେ ପାରାଦୀପ ବନ୍ଦର ଉପାଧ୍ୟକ୍ଷ
ପାରାଦୀପ, ୮।୨ (ସ୍ବ.ପ୍ର.): ଗତ ୪ବର୍ଷ ହେଲା ପାରାଦୀପ ବନ୍ଦର ଉପାଧ୍ୟକ୍ଷ ପଦବୀ ଖାଲି ପଡ଼ିଥିବା ବେଳେ ଶୁକ୍ରବାର ଆଶିଷ କୁମାର ବୋଷ ଉପାଧ୍ୟକ୍ଷ ଭାବେ ଯୋଗଦେଇଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇ ପୋର୍ଟର ଟ୍ରାଫିକ ମ୍ୟାନେଜର ଥିଲେ। ୧୯୮୬ରୁ...
ପାରାଦୀପରେ ମାରାତ୍ମକ: ପ୍ରଦୂଷଣ ପ୍ରସଙ୍ଗ ସବୁ ଶିଳ୍ପସଂସ୍ଥାକୁ ଜରିମାନା ନୋଟିସ
ପାରାଦୀପ, ୮।୨ (ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା ପାରାଦୀପରେ ଦେଶର ଦ୍ୱିତୀୟ ବୃହତ୍ ବନ୍ଦର ସମେତ ଏସିଆର ବୃହତ୍ ସାର କାରଖାନା ଓ ବୃହତ୍ ବିଶୋଧନାଗାର ରହିଛି। କିନ୍ତୁ ଏବେ ପାରାଦୀପ ପ୍ରଦୂଷଣ କ୍ଷେତ୍ରରେ ରାଜ୍ୟର ୧ ନଂ. ସ୍ଥାନ...
ତହସିଲ ଅଫିସ ଆଗରେ ୧୯ ବାସନ୍ଦ ପରିବାରଙ୍କ ଧାରଣା
କୃଷ୍ଣପ୍ରସାଦ,୮ା୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁରୁପାଳ ଗାଁରେ ନିର୍ବାଚନକୁ ନେଇ ବିବାଦ ଲାଗିରହିଛି। ଏଥିଯୋଗୁ ୧୦ ମାସ ଧରି ଗ୍ରାମର ୧୯ ପରିବାରକୁ ବାସନ୍ଦ କରାଯାଇଛି। ଏହାର ସମାଧାନ ପାଇଁ ଏହି ପରିବାରର ସଦସ୍ୟମାନେ କୃଷ୍ଣପ୍ରସାଦ ତହସିଲ ଆଗରେ...
ଅଲେଖ ମହିମା ଧ୍ୱନିରେ ପ୍ରକମ୍ପିତ ଯୋରନ୍ଦା
ଢେଙ୍କାନାଳ ଅଫିସ, ୮।୨ – ମନରେ ନ ଥିଲା ବର୍ଷା ଭୟ। ଖାତିର ନ ଥିଲା କୋହଲା ପାଗକୁ। ଶୂନ୍ୟପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣର ଭାବ ନେଇ ଏକାଠି ହୋଇଥିଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ଅଲେଖ ମହିମା ଧ୍ୱନିରେ ଫାଟି ପଡୁଥିଲା...
୩୧ କେନ୍ଦ୍ର ସମ୍ବେଦନଶୀଳ
ଅନୁଗୋଳ ଅଫିସ, ୮।୨ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଜିଲାରେ ଚଳିତ ବର୍ଷ ମୋଟ ୧୭ ହଜାର ୪୯୨ ଜଣ...
‘ଖୁସି’ ଯୋଜନା ଦିଗହରା
ଅନୁଗୋଳ ଅଫିସ୍, ୮।୨ – ଅନୁଗୋଳ ଜିଲାରେ ଦିଗହରା ହୋଇଯାଇଛି ସରକାରଙ୍କ ‘ଖୁସି’ ଯୋଜନା। ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କିଣାଯାଇଥିବା ସାନିଟାରି ନାପକିନ ଜିଲା ମୁଖ୍ୟ ଚିକିତ୍ସାଳୟରେ ପଡ଼ି ପଡ଼ି ନଷ୍ଟ ହୋଇଯାଇଛି। କାହିଁକି ଏହାର ଯତ୍ନ ନିଆଗଲା...
ମାନ୍ୟତା ପାଇଁ ମୂଲ୍ୟାଙ୍କନ
ଢେଙ୍କାନାଳ ଅଫିସ, ୮।୨ – ବଦଳିବ କପିଳାସ ଜୁ’ର ମାଷ୍ଟର ପ୍ଲାନ। ଏଥିପାଇଁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯିବ ଲେ-ଆଉଟ୍। ଥିମ୍ ଅନୁଯାୟୀ ରହିବେ ଜଙ୍ଗଲୀ ଜନ୍ତୁ। ଅପରିଷ୍କାର ପରିବେଶରୁ ଚିଡ଼ିଆଖାନାକୁ ମୁକ୍ତ କରାଯିବ। ସଫାସୁତରା ଉପରେ ଦିଆଯିବ ସ୍ବତନ୍ତ୍ର...
ସିସିଟିଭି ନଜରରେ ରହିବ ଫୁଲବାଣୀ ସହର
ଫୁଲବାଣୀ ଅଫିସ, ୮ା୨ -ଏଥର ସାବାଡ ହେବେ ଦ୍ରୁତଗତିରେ ଗାଡି ଚଳାଉଥିବା ଚାଳକ। ବ୍ୟାଙ୍କ ସମ୍ମୁଖ ସମେତ ସହରର ବିଭିନ୍ନ ସ୍ଥାନରେ ଚୋରି ଏବଂ ଛିନ୍ତାଇ କରି ଖସି ଯାଉଥିବା ଅପରାଧୀ ଆଉ ଖସିବା ସମ୍ଭବ ହେବ ନାହିଁ ।...
ସହଯୋଗ ବିନା ଉନ୍ନୟନମୂଳକ କାର୍ଯ୍ୟ ଅସମ୍ଭବ
ଫୁଲବାଣୀ ଅଫିସ, ୮ା୨-ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟିର ପ୍ରଥମ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ଅଙ୍ଗଦ କହଁର ଏଥିରେ ଅଧ୍ୟକ୍ଷତା କରି ବିଭିନ୍ନ ବିଭାଗୀୟ ପଦାଧିକାରୀଙ୍କ ବିନା ସହଯୋଗରେ ସରକାରଙ୍କ...
ଓପନ୍ ମ୍ୟୁଜିୟମରେ ୨୦ ସ୍କ୍ରାପ୍ କଳାକୃତି
ବ୍ରହ୍ମପୁର ଅଫିସ,୮ା୨-ଦକ୍ଷତା ବିକାଶରେ ବ୍ରହ୍ମପୁର ଆଇଟିଆଇ ସାରା ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହା ରାଜ୍ୟର ଅନ୍ୟ ଆଇଟିଆଇ ଓ ବୈଷୟିକ ଅନୁଷ୍ଠାନ ପାଇଁ ଦକ୍ଷତା ବିକାଶର ସ୍ବାଭିମାନ, ଆଦର୍ଶର ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛି ବୋଲି...
ଚିହ୍ନଟ ୪ଗାଁର ବିସ୍ଥାପିତଙ୍କ ସହ ଆଲୋଚନା
ଦିଗପହଣ୍ଡି,୮ା୨(ଡି.ଏନ୍.ଏ.)-ଗଜପତି ଜିଲା ଆର୍.ଉଦୟଗିରି ବ୍ଲକ ଛେଳିଗଡ଼ ଗ୍ରାମ ନିକଟରେ ଏକ ବୃହତ ଜଳସେଚନ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ୧୯୯୯ ମସିହାରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ୨୦୦୪ରେ ଏହି ପ୍ରକଳ୍ପ ସ୍ବୀକୃତି ପାଇବା...
Archives


