ଆମ ଜିଲା ଖବର

ପୁରୁଷୋତ୍ତମପୁର ଏନ୍‌ଏସିର ୩ ୱାଡ୍‌କୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା, ରାସ୍ତା ସିଲ୍

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ୫ ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି। ଏହାପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ୩ଟି ଓ୍ବାଡ୍‌କୁ କଣ୍ଟେଟମେଣ୍ଟ ଜୋନ୍‌…

୨ ଡାକ୍ତର, ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ୨ ଡାକ୍ତର ଏବଂ ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ଆକ୍ରାନ୍ତ କର୍ମଚାରୀଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଏହି ୩ ଜଣଙ୍କ ସ୍ବାବ୍‌ ରିପୋର୍ଟରେ ପଜିଟିଭ୍‌ ଆସିବା…

କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୭(ଡି.ଏନ୍‌.ଏ.): ସପ୍ତାହକ ମଧ୍ୟରେ କେତେକ କେସ୍‌ ଅନୁଧ୍ୟାନ କରିବା ପରେ ବହୁ ଲୋକ ନିଜର କରୋନା ଲକ୍ଷଣ ଲୁଚାଉଥିବା ଜଣାପଡ଼ିଛି। ଏ ନେଇ ସୋମବାର ଏକ ଭିଡିଓ ବାର୍ତ୍ତାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ…

ଶେରଗଡ଼ ସ୍ଥିତି ବିଗୁଡ଼ିଛି , ୩୦ ଗାଁରେ ୫୨ ପଜିଟିଭ୍‌

ଶେରଗଡ଼,୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ବ୍ଲକର ୩୦ ଗ୍ରାମରେ ବର୍ତ୍ତମାନ ସୁଦ୍ଧା ୫୨ଜଣ ଆକ୍ରାନ୍ତ ହେଲେଣି। ସେଥିରୁ କରୋନା ୧୫ କରୋନା ଯୋଦ୍ଧା, ୩୦ ପ୍ରବାସୀ, ଅନ୍ୟସ୍ଥାନୀୟ ୫ଟି କେସ୍‌ ଥିବାବେଳେ ଦୁଇଜଣଙ୍କ ମୃତ୍ୟୁ…

କରୋନାରେ ଆକ୍ରାନ୍ତ ହେଲେ ବିଧାୟକ

ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ଏହା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୋଭିଡ-୧୯…

ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ: ୩ ଜଣଙ୍କ ନାମରେ ମାମଲା

ବରଗଡ଼ ଅଫିସ,୬ା୭: ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ କରିବା ମହଙ୍ଗା ପଡ଼ିଛି। ବରଗଡ଼ ଜିଲା ଅମ୍ବାଭୋନା ଥାନା ଭୁକ୍ତା ଅଞ୍ଚଳରେ ଏଭଳି ଏକ ଘଟଣା ଘଟିଛି। ସୋମବାର ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ…

ରାୟଗଡ଼ାରେ ୧୩ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୩ ମହିଳା, ୧୦ ପୁରୁଷ

ରାୟଗଡ଼ା ଅଫିସ,୬।୭: ରାୟଗଡ଼ା ଜିଲାରୁ ସୋମବାର ପୁଣି ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଜଣ ମହିଳା ଥିବାବେଳେ ୧୦ ପୁରୁଷ ରହିଛନ୍ତି। ୫ଜଣ ଗୁଣୁପୁର ବ୍ଲକ ଶିରିଝୋଲା ପଞ୍ଚାୟତ ବିଜୟପୁର ଗ୍ରାମର ହୋଇଥିବା ବେଳେ ରାୟଗଡ଼ା…

ଗଞ୍ଜାମର ମୃତ ୪ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ସମବେଦନା ଜଣାଇଲେ ଜିଲାପାଳ

ଛତ୍ରପୁର,୬ା୭(ଡି.ଏନ୍‌.ଏ.): କୋଭିଡ-୧୯ ଯୁଦ୍ଧରେ ମାନବ ଜାତି ପାଇଁ କାର୍ଯ୍ୟ ନିର୍ବାହ କରୁଥିବା ବେଳେ ଗଞ୍ଜାମ ଜିଲାର ୪ କୋଭିଡ୍‌ ଯୋଦ୍ଧାଙ୍କ ଜୀବନ ଯାଇଛି। ଏମାନେ ହେଲେ ଧରାକୋଟ ବ୍ଲକର ଜେଇ ପି ସୁରେଶ କୁମାର, ଆସିକା ବ୍ଲକ କେ ରାଇସିଙ୍ଗି ଉଚ୍ଚ…

ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ଟା ପର୍ଯ୍ୟନ୍ତ ନଖରା ପଞ୍ଚାୟତ ଶଟ୍‌ଡାଉନ

ଚୌଦର,୬।୭(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ନଖରା ପଞ୍ଚାୟତରୁ ରବିବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ସରପଞ୍ଚ ପବିତ୍ର ଉପାଧ୍ୟାୟ ଉକ୍ତ ପଞ୍ଚାୟତକୁ ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଶର୍ଟଡାଉନ…

ରାତି ଅଧିଆ ମାର୍କେଟ କମ୍ପ୍ଲେକ୍ସ ସିଲ୍‌: ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ

ଗଞ୍ଜାମ,୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ କରୋନା ପଜିଟିଭ୍‌ ଚି଼ହ୍ନଟ ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବଡ଼ ବଜାର ମାର୍କେଟ କମ୍ପ୍ଲେକ୍ସକୁ ରବିବାର ରାତିରେ ସିଲ୍‌ କରାଯାଇଛି l ଯାହାକୁ ନେଇ ବ୍ୟବସାୟୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାିଛି। ବିନା ନୋଟିସ…

ଗୋଟିଏ ଗାଁରୁ ୩୩ କରୋନା ପଜିଟିଭ୍‌ ଚିହ୍ନଟ: ବରଗଡ଼ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬ରେ ପହଞ୍ଚିଲା

ବରଗଡ଼ ଅଫିସ,୬ା୭: ବରଗଡ଼ ଜିଲାରେ ସୋମବାର ପୁଣି ୩୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାପରେ ୫୨୦୫…

ମାନସିକ ବିକାରଗସ୍ତ ଯୁବକଙ୍କ ଉନ୍ମତକାଣ୍ଡ: ଗୁହାଳରେ ଲଗାଇଲେ ନିଆଁ, ୧୦ ଛେଳି ଜୀବନ୍ତ ଦଗ୍ଧ

ବୈପାରିଗୁଡା, ୬।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ମାନସିକ ବିକାରଗସ୍ତ ଯୁବକ ଶୁକୁରାମ ଖିଲ ରବିବାର ରାତିରେ ନିଜ ଗୁହାଳରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗୁହାଳରେ ଥିବା ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?