ଆମ ଜିଲା ଖବର

ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ,୮।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର...

ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ

ଜମନକିରା,୮।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦିଆଯାଇଥିବା ନେଇ ବାମରା...

ନାଟକ ‘ଜାଣି ଅଜଣା’ ମାଧ୍ୟମରେ ସଚେତନତା ବାର୍ତ୍ତା

ରୂପ୍‌ସା, ୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲାସ୍ତରୀୟ ଆଶାକର୍ମୀ ଓ ଗାଁ କଲ୍ୟାଣ ସମିତି ସମାବେଶରେ ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆନୁକୂଲ୍ୟରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ ସଚେତନତା ଭିତ୍ତିକ ନାଟକ ‘ଜାଣି ଅଜଣା’ ମଞ୍ଚସ୍ଥ କରାଯାଇଛି। ଏହି ନାଟକ...

ହାତୀ ଘଉଡ଼ାଇବା ବେଳେ ବାଣ ନିଆଁ କାଳ ହେଲା: ଜଳିଗଲା ଘର, ୪ ଗାଈ ଜୀବନ୍ତ ଦଗ୍ଧ

ଜଳେଶ୍ୱର, ୮।୨(ସ୍ବ.ପ୍ର.): ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ବାଣରେ ନିଆଁ ଲଗାଇ ହାତୀ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଉଥିବା ବେଳେ ନିଆଁ ଏକ ଘର ଉପରେ ପଡିଯାଇଥିଲା। ଘରଟି ସମ୍ପୂର୍ଣ୍ଣ ଜଳିଯିବାରୁ ତା’...

କରୋନା ଭୟ: ବିଦେଶରୁ ଫେରିଥିବା ୧୩ବ୍ୟକ୍ତିଙ୍କ ଡାକ୍ତରୀ ପରୀକ୍ଷା

ଭୋଗରାଇ, ୮।୨(ଡି.ଏନ.ଏ.): କରୋନା ଭାଇରାସ କାୟାବିସ୍ତାର କରି ଚାଲିଥିବା ବେଳେ ବିଦେଶରୁ ଫେରିଥିବା ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳର ୧୩ଜଣ ବ୍ୟକ୍ତିଙ୍କୁ ବିଭିନ୍ନ ବିମାନବନ୍ଦରରେ ଡାକ୍ତରୀ ପରୀକ୍ଷା କରାଯାଇଛି। ତେବେ ରାଜ୍ୟ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ବ୍ୟାପକ ସତର୍କ ଓ ପ୍ରତିଷେଧକ...

ଅଦିନିଆ ବର୍ଷା : ବ୍ୟାପକ ଫସଲ କ୍ଷୟକ୍ଷତି

ସିଂହପୁର,୮।୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ସିଂହପୁର ଅଞ୍ଚଳରେ ଅଦିନିଆ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତିନିଦିନ ହେଲା ଝିପିଝିପି ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ହାଡ଼ଭଙ୍ଗା ଶୀତ ଲୋକଙ୍କୁ କାଳ ସାଜିଛି। ଫଳରେ ଲୋକେ...

ଆବାସ ନିର୍ମାଣ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୮।୨(ଡି.ଏନ.ଏ.): ଭଦ୍ରକ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ, ଭଣ୍ଡାରିପୋଖରୀ ବିଡିଓ ବନମାଳି ତରାଇ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ମିଶ୍ର ଶନିବାର ଭଣ୍ଡାରିପୋଖରୀ ବ୍ଲକ ଅଧୀନ ସାନଶାସନ ପଞ୍ଚାୟତର ବାହାଦୁଲନଗର, ବିମ୍ବଳବର ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ...

ପ୍ରାଣୀ ଚିକିତ୍ସାଳୟ ପୁନଃ କାର୍ଯ୍ୟକ୍ଷମ ଲାଗି ଜିଲାପାଳ, ବିଧାୟକଙ୍କୁ ଦାବି

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ମୂଷାନାଳଠାରେ ଭଗ୍ନ ଅବସ୍ଥାରେ ପଡି ରହିଥିବା ପ୍ରାଣୀ ଚିକିତ୍ସାଳୟକୁ ପୁନର୍ବାର ଚାଲୁ ପାଇଁ ମୂଷାନାଳ ଗ୍ରାମବାସୀ ଜିଲାପାଳଙ୍କୁ ଦାବି କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଆଜକୁ ପ୍ରାୟ ୧୫ ବର୍ଷ...

ଇପିଏଫ୍‌ ପେନସନର ଆସୋସିଏଶନ୍‌ର କଳାହାଣ୍ଡି ଜିଲା ପ୍ରଶାସନକୁ ଦାବିପତ୍ର

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): ଅଲ୍‌ ଓଡ଼ିଶା ଇପିଏଫ୍‌ ପେନ୍‌ସନର ଆସୋସିଏଶନ୍‌ କଳାହାଣ୍ଡି ଶାଖା ପକ୍ଷରୁ ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶନିବାର ଜିଲା ପ୍ରଶାସନକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମାସିକ ସର୍ବନିମ୍ନ ପେନ୍‌ସନ ୯ ହଜାର ଟଙ୍କା, ମହଙ୍ଗା ଭତ୍ତା, ସୁପ୍ରିମ୍‌କୋର୍ଟଙ୍କ...

ଦୁର୍ଗମ ଅଞ୍ଚଳରେ ମୋବାଇଲ ଟାୱାର ପ୍ରତିଷ୍ଠା ପାଇଁ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଲେ ଜିଲାପାଳ

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌, ଏୟାରଟେଲ ଏବଂ ଜିଓ ନେଟ୍‌ଓ୍ବର୍କ ଲାଗି ଟାୱାର ପ୍ରତିଷ୍ଠା ପାଇଁ ଜିଲାପାଳ ଡ. ଗାଭିଲ ପରାଗ ହର୍ଷଦ ସଂପୃକ୍ତ ମୋବାଇଲ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଥିବା ଜଣାପଡ଼ିଛି। ଜିଲାପାଳ ବିଏସ୍‌ଏନ୍‌ଏଲ୍‌ ଭବାନୀପାଟଣାସ୍ଥିତ...

ସୂଚନା ଅଧିକାର କର୍ମୀ ରଞ୍ଜନଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ପିସିସି

ମାର୍ଶାଘାଇ,୮।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିକପୁର ଗ୍ରାମର ସୂଚନା ଅଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ୍ୟୁକୁ ନେଇ ଶନିବାର ମାଣିକପୁର ଗ୍ରାମରେ ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ଏକ ପ୍ରତିନିଧି ଦଳ ପହଞ୍ଚିଥିଲେ। ଗତ ୧ ତାରିଖ...

ବୈତରଣୀ ଚଉପଦି ଘାଟିରୁ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇ ମୃତଦେହ ଉଦ୍ଧାର

ପାଟଣା/ଚମ୍ପୁଆ,୮।୨(ସ୍ବ.ପ୍ର/ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପଦି ଘାଟିରେ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଶନିବାର ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ଉଦ୍ଧାର ମୃତଦେହ ଦୁଇଟି ଜଣେ ଯୁବକ ଓ ଜଣେ ମହିଳାଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri