ଆମ ଜିଲା ଖବର

୪ ହସ୍ପିଟାଲ ପାଇଁ ଗାଇଡ୍‌ଲାଇନ୍‌

କଟକ ଅଫିସ୍‌,୬ା୭: କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର…

ଭଙ୍ଗା କୁଡ଼ିଆରେ ଅସହାୟ ପରିବାର

ଚିତ୍ରଡ଼ା, ୬ା୭(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡ଼ିହା ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଚାଟିଆ ଗ୍ରାମର ଚାମଟୁ ବିନ୍ଧାଣିଙ୍କ ପରିବାର ସରକାରୀ ସହାୟତାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ରାଶନ କାର୍ଡ ଥାଇ ମଧ୍ୟ ସୁବିଧା ପାଉନାହାନ୍ତି। ଆବାସ ଯୋଜନାରେ ଘର…

ରଥଯାତ୍ରାରେ ସାମିଲ ହୋଇଥିଲେ ଅଣସେବକ

ପୁରୀ ଅଫିସ,୬ା୭: ଆଇନର କାଠଗଡ଼ା ଭିତରେ ଦୀର୍ଘଦିନ ଲଢେଇ ଚାଲିଲା। ପ୍ରଥମେ ନାଁ ଓ ପରେ ହଁ କହିଲେ ସୁପ୍ରିମକୋର୍ଟ। ଶେଷରେ ପୁରୀ ରଥଯାତ୍ରାକୁ ଦେଲେ ସର୍ତ୍ତମୂଳକ ଅନୁମତି। ବିନା ଭକ୍ତରେ ହେବ ରଥଯାତ୍ରା। କରୋନା ସଂକ୍ରମଣ ଯେପରି ନ ବ୍ୟାପିବ…

ବାଲେଶ୍ୱର ଜିଲାରେ ସ୍ବାସ୍ଥ୍ୟସେବା ଏମିତି: ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ଜିଲା ସ୍ବାସ୍ଥ୍ୟ ବିଭାଗ ପାଇଁ ସରକାର ଯେତିକି ଡାକ୍ତର ପଦବୀ ମଞ୍ଜୁର କରିଛନ୍ତି ସେଥିରୁ ଅଧାରୁ ଅଧିକ ପଦବୀ ଖାଲିପଡିଛି। ଏମିତି କି ଗୋଟିଏ ଗୋଟିଏ ବିଭାଗରେ ଡାକ୍ତର ନାହାନ୍ତି। ଏପରି ଦୟନୀୟ ଅବସ୍ଥାରେ ପ୍ରତିଦିନ ହଜାର…

ମରାମତି ହେଲାନି ରତ୍ନଭଣ୍ଡାର

ପୁରୀ ଅଫିସ,୬ା୭: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ମହାପ୍ରଭୁଙ୍କ ବହୁ ଦୁର୍ମୁଲ୍ୟ ରତ୍ନ ଅଳଙ୍କାର। ବାହାର ରତ୍ନଭଣ୍ଡାର ବର୍ଷକୁ ଏକାଧିକ ଥର ଖୋଲାଯାଇଥାଏ। କିନ୍ତୁ ଶେଷଥର ପାଇଁ ୧୯୮୫ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ୩୫ବର୍ଷ ହେଲା ରତ୍ନଭଣ୍ଡାର ଗୃହର ସ୍ଥିତି ଯାଞ୍ଚ ହୋଇନାହିଁି।…

ଶିକ୍ଷକଙ୍କୁ କୋଭିଡ୍‌ ଦାୟିତ୍ୱ ନ ଦେବାକୁ ଓଷ୍ଟାର ଦାବି

ଭଞ୍ଜନଗର,୬।୭(ଡି.ଏନ.ଏ.)- କୋଭିଡ୍‌-୧୯ ପରିଚାଳନା ଦାୟିତ୍ୱରେ ଥିବା ଗଞ୍ଜାମ ଜିଲାର ୨ ଶିକ୍ଷକଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଶିକ୍ଷକମାନଙ୍କୁ ସିଧାସଳଖ କୋଭିଡ୍‌ ଦାୟିତ୍ୱ ଅଗଷ୍ଟ ୩୧ ପର୍ଯ୍ୟନ୍ତ ନଦେବାକୁ ଓଷ୍ଟା ରାଜ୍ୟ ସଂଘ ଉପ ସଭାପତି ସନ୍ତୋଷ ଜେନା ରବିବାର ସଂଘର…

ଅନୁଗୋଳ ଜିଲାରେ ବଢ଼ୁଛି ସଂକ୍ରମଣ: ୯ ଶିଳ୍ପ ସଂସ୍ଥାକୁ ଚିଠି ଲେଖିଲେ ଜିଲାପାଳ

ଅନୁଗୋଳ ଅଫିସ/ ବଅଁରପାଳ, ୫ା୭- ଅନୁଗୋଳ ଜିଲାରେ ଥିବା ବିଭିନ୍ନ ଶିଳ୍ପସଂସ୍ଥାରୁ ଏବେ ନୂଆ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଦିନକୁ ଦିନ ସଂଖ୍ୟା ବଢ଼ି ଚାଲିଥିବାରୁ ଏହାକୁ ରୋକିବା ଉପରେ ଜିଲା ପ୍ରଶାସନ ଜୋର ଦେଇଛି। ପ୍ରଶାସନ ପକ୍ଷରୁ…

ସଙ୍ଗରୋଧ କେନ୍ଦ୍ରରୁ ଫେରୁଥିବା ମା’ ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

ପାତ୍ରପୁର,୫ା୭(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ଜରଡ଼ା ଥାନା ଅଞ୍ଚଳର ଏକ ସଙ୍ଗରୋଧ କେନ୍ଦ୍ରରୁ ଚାଲିଚାଲି ଫେରୁଥିବା ମା’ ପୁଅଙ୍କୁ ରବିବାର ଅଜଣା ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆହତମାନେ ହେଲେ ପାତ୍ରପୁର ଗ୍ରାମର ତ୍ରିବେଣୀ ମହାନ୍ତି ଓ ତାଙ୍କ ପୁଅ ସୁଶାନ୍ତ। ଏନେଇ…

କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପରତା

ଗଞ୍ଜାମ,୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ୱାର୍ଡ ନଂ.୫ରେ ରହୁଥିବା ୨ଦମ୍ପତି କରୋନା ଆକ୍ରାନ୍ତ ପରେ ଉକ୍ତ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରିବା ପାଇଁ ରବିବାର ତହସିଲଦାର…

ଯୁବତୀଙ୍କ ପାଇଁ କ୍ୱାରାଣ୍ଟାଇନରେ ପୂରା ପରିବାର

ସମ୍ବଲପୁର,୫।୭(ବ୍ୟୁରୋ)-ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ଏଲ୍‌ଆଇସି କଲୋନୀର ଜଣେ ଯୁବତୀଙ୍କ ପାଇଁ ତାଙ୍କ ପୂରା ପରିବାରକୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିଛି। ସମ୍ପୃକ୍ତ ଯୁବତୀ ଜଣକ କରୋନା କଟକଣା ପାଳନ କରି ନ ଥିବା ଅଭିଯୋଗ ହୋଇଛି। ଏ ନେଇ…

ଆଖି ବୁଜି ଦେଇଛି ପ୍ରଶାସନ: ଭଡା ଘରେ ଚାଲିଛି କୋଚିଂ ସେଣ୍ଟର

ମାଲକାନଗିରି,୫ା୭(ଡି.ଏନ୍‌.ଏ.)-କରୋନା ମହାମାରୀ ରୋଗ ଯେପରି ନ ବ୍ୟାପିବ, ଛାତ୍ରୀଛାତ୍ରମାନେ ସୁରକ୍ଷିତ ରହିବେ ସେଥିପାଇଁ ରାଜ୍ୟ ସରକାର ଗତ ମାର୍ଚ୍ଚରୁ ବାର୍ଷିକ ପରୀକ୍ଷା ନ କରି ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରି ଛାତ୍ରାବାସଗୁଡିକ ଖାଲି କରାଇ ପିଲାଙ୍କୁ ନିଜ ଘରକୁ ପଠାଇ…

ଜୁଲାଇ ୩୧ ପର୍ଯ୍ୟନ୍ତ ଖୋଲିବନି ଖୋର୍ଦ୍ଧା ଜିଲାର ଏହି ୯ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୫ା୭(ବ୍ୟୁରୋ)/ ଖୋର୍ଦ୍ଧା ଅଫିସ – ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲାରେ ଥିବା ୯ଟି ଐତିହ୍ୟ କୀର୍ତ୍ତିରାଜିକୁ ସର୍ବସାଧାରଣଙ୍କ ପାଇଁ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ଦିନକୁ ଦିନ ଉଗ୍ର ରୂପ ନେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?