ଆମ ଜିଲା ଖବର

ପୀଠକୁ ବଢ଼ିଲା ବସ୍‌ ଭଡ଼ା, ଭୋଜି କଲେ ଫି ଆଦାୟ

ଛତ୍ରପୁର,୮ା୨(ଡି.ଏନ.ଏ)-ଗଞ୍ଜାମ ଜିଲାର ଆରାଧ୍ୟା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ । ଚଳିତବର୍ଷ...

ଆଟେଣ୍ଡାଣ୍ଟଙ୍କ ଦ୍ୱାରା ଚାଲିଛି ପ୍ରାଣୀ ଚିକିତ୍ସା

ଗୋପାଳପୁର,୮ା୨-କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ବଜେଟରେ ମଧ୍ୟ କୃଷକଙ୍କ ବିକାଶ ପାଇଁ ଲୋକାଭିମୁଖୀ ଯୋଜନା ମାଧ୍ୟମରେ ବ୍ୟୟ ଅଟକଳ କରୁଛନ୍ତି। ଚାଷୀମାନଙ୍କ ନିମନ୍ତେ ରିହାତିରେ ଋଣ ପ୍ରଦାନ...

ପରମେଶ୍ୱରଙ୍କୁ ମିଳୁନି ବାର୍ଦ୍ଧକ୍ୟ ଭତ୍ତା

ରାଇସୁଅଁ।, ୮।୨ (ଡି.ଏନ.ଏ.)-ସରକାର ଗରିବ, ଅସହାୟ, ନିରାଶ୍ରୟଙ୍କ ଥଇଥାନ ପାଇଁ ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର ପଞ୍ଚାୟତ କାର୍ଯ୍ୟାଳୟର ଖାମଖିଆଲି ମନୋଭାବ ଏବଂ ଜିଲାପ୍ରଶାସନର ଆନ୍ତରିକତାର ଅଭାବ ଯୋଗୁ ସରକାରଙ୍କ ବହୁ ଜନକଲ୍ୟାଣ ଯୋଜନାର ସୁଫଳ ଯୋଗ୍ୟହିତାଧିକାରୀଙ୍କ ନିକଟରେ...

ପ୍ରୋ-ମିନେରାଲ କାରଖାନା ଚାଲୁ କରିବାକୁ ଦାବି: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପଞ୍ଚାୟତବାସୀ

ଝୁମ୍ପୁରା, ୮ା୨(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ବସନ୍ତପୁର ପଞ୍ଚାୟତରେ ଅବସ୍ଥିତ ପ୍ରୋ-ମିନେରାଲ କାରଖାନା ଚଳାଇବାକୁ ବସନ୍ତପୁର, ନୟାଗଡ ଏବଂ ମଲଦା ପଞ୍ଚାୟତବାସୀ ଦାବି କରିଛନ୍ତି। ପଞ୍ଚାୟତବାସୀଙ୍କ ଜୀବନଜୀବିକା କଥାକୁ ଚିନ୍ତା କରି ପଦକ୍ଷେପ ନେବାକୁ ପଞ୍ଚାୟତବାସୀଙ୍କ ପକ୍ଷରୁ ଗିରିଧାରୀ ବେହେରା, ଦାସ ମହାକୁଡ,...

ରବି ଚାଷରେ ଆଗୁଆ ଯୋଡ଼ା

ଚମ୍ପୁଆ/ଯୋଡ଼ା, ୮।୨(ଡି.ଏନ.ଏ)-ଖଣି ଖାଦାନ ଭରା ଚମ୍ପୁଆ ଉପଖଣ୍ଡ ଏବେ ଚାଷ ଆଡ଼କୁ ମୁହଁ।ଉଛି। ଖଣି ଖାଦାନ ବନ୍ଦ ଫଳରେ ଲୋକେ ବେରୋଜଗାର ହଟାଇବା ସହିତ କୃଷି କାର୍ଯ୍ୟକୁ ଆଦରି ନେଉଛନ୍ତି। ଯାହାର ଉଦାହରଣ ପାଲଟିଛି ଚମ୍ପୁଆ କୃଷି ଜିଲାରେ ୨୦୧୯-୨୦...

ବନ୍ତରେ ରୁରାଲ ହାଉସିଂ ପରାମର୍ଶଦାତା: ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିଲେ

ବନ୍ତ,୮।୨(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ଆର୍‌.ଏଚ୍‌(ରୁରାଲ ହାଉସିଂ) ପରାମର୍ଶଦାତା ନିରଞ୍ଜନ ବେହେରା ଶୁକ୍ରବାର ବନ୍ତ ବ୍ଲକ ପରିଦର୍ଶନ କରିଛନ୍ତି। ବିଭିନ୍ନ ପଞ୍ଚାୟତରେ ସେ ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ହିତାଧିକାରୀଙ୍କୁ ଭେଟି ବିଭିନ୍ନ ସମସ୍ୟା ପଚାରି...

ଖରିଫ ଧାନର ଅଭାବୀ ବିକ୍ରି

ଜଳେଶ୍ୱର, ୮।୨(ସ୍ବ.ପ୍ର.)-ଚଳିତବର୍ଷ ପ୍ରତିକୂଳ ପାଗରେ ଧାନ ଅମଳ ବିଳମ୍ବ ହୋଇଥିଲେ ମଧ୍ୟ ଏହା ମଧ୍ୟରେ ୨ମାସ ବିତିଗଲାଣି। ଅଧା ଚାଷୀ ଟୋକନ ପାଇ ମଧ୍ୟ ଧାନ ବିକ୍ରି ପାଇଁ ସୁଯୋଗ ପାଇପାରିନାହାନ୍ତି। ପ୍ରଶାସନିକ ଉଦାସୀନତା ଯୋଗୁ ଧାନର ବ୍ୟାପକ ଅଭାବୀ...

ଉନ୍ନୟନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ: ଜିଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ

ବାଲେଶ୍ୱର ଅଫିସ, ୮।୨-ବାଲେଶ୍ୱର ସଦର ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋବିନ୍ଦପୁର ପ୍ରାଥମିକ ବିଦ୍ୟାଳୟରେ ଥିବା ପୁରୁଣା ଶୌଚାଳୟରେ ରଙ୍ଗ ଲଗାଇ ପଞ୍ଚାୟତରୁ ୧୫ହଜାର ଟଙ୍କା ହଡ଼ପ କରାଯାଇଥିବା, ଗୋପୀନାଥପୁର...

ହରିନାମ ସଂକୀର୍ତ୍ତନର ଲୋକାଦୃତ ଲାଗି ମହିଳା ସଂକୀର୍ତ୍ତନ୍ୟ ମଣ୍ଡଳୀର ପ୍ରୟାସ

ହେମଗିର, ୮।୨(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ଗୋପାଳପୁର ପଞ୍ଚାୟତ ଝୁପୁରୁଙ୍ଗାର ଶ୍ରୀଶ୍ରୀ ତ୍ରିଶକ୍ତି ମହିଳା ସଂକୀର୍ତ୍ତନ୍ୟ ମଣ୍ଡଳୀ ସଂକୀର୍ତ୍ତନ ପରିବେଷଣ କରି ଶ୍ରୋତାମଣ୍ଡଳୀର ମନମୋହିଥିଲେ। ଗତ ୨୫ରୁ ୨ ତାରିଖ ପର୍ଯ୍ୟନ୍ତ ଶନିପୂଜା ନବରାତ୍ରିରେ ଝୁପୁରୁଙ୍ଗା ଗ୍ରାମରେ କୀର୍ତ୍ତନ ପରିବେଷଣ...

ପାହାଡ଼ ଉପରକୁ ନେଇ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

  ସୁନ୍ଦରଗଡ଼, ୮।୨ (ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ପୀଡିତା ଏସମ୍ପର୍କରେ କୁତ୍ରା ଥାନାରେ ଅଭିଯୋଗ କରିବା ପରେ ସମ୍ପୂର୍ଣ୍ଣ ଘଟଣା ସାମ୍‌ନାକୁ ଆସିଛି ା ମିଳିଥିବା ସୂଚନା...

ମହିଳା କଲେଜର ବାର୍ଷିକ ଉତ୍ସବ

ଦେବଗଡ଼,୮।୨(ଡି.ଏନ.ଏ)-ଦେବଗଡସ୍ଥିତ କନିଷ୍ଠ ମହିଳା ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି ା ଅନୁଷ୍ଠାନର ଅଧ୍ୟକ୍ଷ ପ୍ରହଲ୍ଲାଦ ଦେବଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ସମ୍ମାନିତ ଅତିଥି ଭାବେ...

ପୋଲରେ ପିଟିହେଲା କାର୍‌: ୨ ମୃତ

  ଦେବଗଡ଼, ୮।୨(ଡି.ଏନ.ଏ)- ଗୁରୁବାର ରାତିରେ ଦେବଗଡ ଥାନା ଅଧୀନ ଆମ୍ବପାଳ ଗ୍ରାମ ନିକଟସ୍ଥ ରାଞ୍ଚି-ବିଜୟୱାଡା ରାଜପଥରେ ଏକ କାର ଦୁର୍ଘଟଣାଗସ୍ତ ହେବାରୁ ୨ଯୁବକଙ୍କ ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ା ଖବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri