ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାରେ ଅବହେଳା ଅଭିଯୋଗ: ପ୍ରସୂତିଙ୍କ ହାତରେ ରହିଗଲା ଛୁଞ୍ଚି
ବାଲିଗୁଡ଼ା,୭।୫(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଥିବା ପ୍ରସୂତି ବିଭାଗ ସ୍ବାସ୍ଥ୍ୟକର୍ମୀ ଚିକିତ୍ସାରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ଅବହେଳା ଯୋଗୁ ଜଣେ ପ୍ରସୂତିଙ୍କ ହାତରେ ଛୁଞ୍ଚି ରହିଯାଇଥିବା ନେଇ ମହିଳାଙ୍କ ସ୍ବାମୀ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ, ଗତ ୫ତାରିଖ…
ସୁନ୍ଦରଗଡ ଜିଲାରେ ଅଭାବୀ ଧାନ ବିକ୍ରି: ଚାଷୀ ଓ ପ୍ରଶାସନ ମଧ୍ୟରେ ଆଲୋଚନା
ସୁନ୍ଦରଗଡ,୭।୫(ଡି.ଏନ୍.ଏ)-ସୁନ୍ଦରଗଡ ଜିଲାରେ ପ୍ରଥମେ ଟୋକନର ଅବ୍ୟବସ୍ଥା ଓ ପରେ କରୋନା ଲକଡାଉନ ଯୋଗୁ ଚାଷୀମାନେ ଅଭାବୀ ଧାନ ବିକ୍ରିର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗୁରୁବାର ଭାଜପା ଯୁବନେତା ଅଜୟ ପଟେଲଙ୍କ ନେତୃତ୍ୱରେ…
୧୫ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୨୮୬ ଜଣଙ୍କ ସ୍ବାବ୍ ସଂଗ୍ରହ
ରାଜନଗର,୭ା୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବିଭିନ୍ନ ପଞ୍ଚାୟତର ୧୫ଟି କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ୫ ଦିନରେ ୧୮୬ ଜଣଙ୍କର ସ୍ବାବ୍ ଟେଷ୍ଟ୍ ପାଇଁ ସଂଗ୍ରହ କରାଯାଇଛି। ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଏହି…
ଶସ୍ୟ ବୀମା ରାଶି ପାଇଁ ସାମାଜିକ ଦୂରତାକୁ ଫୁ’: ବିଜେପୁରରେ ବ୍ୟାଙ୍କ ସମ୍ମୁଖରେ ଚାଷୀଙ୍କ ଗହଳି
ବିଜେପୁର,୭।୫(ଡି.ଏନ୍.ଏ.): କରୋନା ପ୍ରତିହତ ପାଇଁ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଅବ୍ୟାହତ ରହିଛି। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ଅନ୍ୟାନ୍ୟ କଟକଣା ଲଗାଯାଇଛି। ହେଲେ କେତେକ ସ୍ଥାନରେ ଲୋକମାନେ ଏହାକୁ ପାଳନ କରୁ ନ ଥିବା ଦେଖାଯାଉଛି। ଶସ୍ୟ…
ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: କରୋନା ପରୀକ୍ଷା ପରେ ହିଁ ପ୍ରବାସୀଙ୍କୁ ଓଡ଼ିଶା ଫେରିବାକୁ ଅନୁମତି ମିଳୁ
କଟକ ଅଫିସ,୭।୫- ଓଡ଼ିଶାକୁ ଫେରିବା ପାଇଁ ପଞ୍ଜିକରଣ କରିଥିବା ପ୍ରବାସୀମାନଙ୍କୁ କରୋନା ପରୀକ୍ଷା(ଆର୍ଟି-ପିସିଆର୍) ପରେ ହିଁ ଫେରିବା ପାଇଁ ଅନୁମତି ଦିଆଯାଉ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଗୁରୁବାର ରାଜ୍ୟ ସରକାରଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ନାରାୟଣ…
CORONAVIRUS UPDATE: ମୟୂରଭଞ୍ଜରେ ଆଉ ଜଣେ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ ମୟୂରଭଞ୍ଜର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ପୂର୍ବାହ୍ନରେ ଜିଲାରେ ୩…
ଚାଲିଚାଲି ଘରକୁ ଫେରୁଛନ୍ତି ରାଜ୍ୟ ଭିତର ଶ୍ରମିକ
ଠାକୁରମୁଣ୍ଡା,୭ା୫(ଡି.ଏନ୍.ଏ.) : ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରୁ ଯାଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ରହି ଶ୍ରମିକ ଭାବରେ କାମ କରୁଥିବା ଶ୍ରମିକ ଏବେ ଘରମୁହାଁ ହେଉଛନ୍ତି। ଲକ୍ଡାଉନ୍ର ୪୩ ଦିନ ପରେ ଯିଏ ଯେଉଁଠାରେ ଥିଲେ ଚାଲିଚାଲି ଘରକୁ ଫେରି…
ଡେରାବିଶରେ ପ୍ରବାସୀ ଓଡ଼ିଆଙ୍କ ପାଇଁ ୬୮ କ୍ୱାରାଣ୍ଟାଇନ୍ ସେଣ୍ଟର ପ୍ରସ୍ତୁତ
ଡେରାବିଶ,୭ା୫(ସ୍ବ.ପ୍ର.): ଲକ୍ଡାଉନ୍ରେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଶ୍ରମିକଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ଉଦ୍ୟମ କରାଯାଇଛି। ଏ ନେଇ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନରେ ଥିବା ୨୬ଟି ପଞ୍ଚାୟତରେ ସମୁଦାୟ…
ଟ୍ରେନ୍ ଧକ୍କାରେ ଜଣକ ଜୀବନ ଗଲା
ଛତ୍ରପୁର,୭ା୫(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଛତ୍ରପୁର ଥାନା ବ୍ରାହ୍ମଣିଆପଲ୍ଲୀ ରେଳ ଫାଟକ ନିକଟରେ ଟ୍ରେନ ଧକ୍କାରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଛି। ମୃତକ ଜଣକ ହେଲେ ଛତ୍ରପୁର ବ୍ଲକ ଅନ୍ତର୍ଗତ ଭିକlରିପଲ୍ଲୀ ପଞ୍ଚାୟତର ବ୍ରାହ୍ମଣୀଆପଲ୍ଲୀ ଗ୍ରାମର ପଞ୍ଚୁ ସେଠୀ। ସକାଳୁ…
ମୟୂରଭଞ୍ଜକୁ ଛୁଇଁଲା କରୋନା: ଜିଲାରେ ୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭।୫(ବ୍ୟୁରୋ): ମୟୂରଭଞ୍ଜକୁ ଛୁଇଁଲା କରୋନା। ପ୍ରଥମ ଥର ପାଇଁ ଗୁରୁବାର ଜିଲାରେ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଏବେ ରାଜ୍ୟର ୧୮ ଜିଲା କୋଭିଡ-୧୯ କବଳକୁ ଆସିଛି। ପ୍ରକାଶ ଯେ, ରାଜ୍ୟରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା…
ଦୋକାନ ସିଲ୍ କଲା ପ୍ରଶାସନ
ରାୟଗଡ଼ା ଅଫିସ,୭ା୫: ରାୟଗଡ଼ା ଜିଲା ଏବେ ଗ୍ରୀନ୍ ଜୋନରେ ରହିଛି। ଏହାକୁ ନେଇ କିଛି ମାତ୍ରାରେ ସହରରେ ଲଗାଯାଇଥିବା କଟକଣାକୁ କୋହଳ କରାଯାଇଛି। ଫଳରେ ବଜାରରେ ଲୋକଙ୍କର ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ ପରିସ୍ଥିତି ଆୟତ୍ତ କରିବାକୁ ପୋଲିସ…
ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍ ଜୋନ୍; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍ ଭାବେ ଘୋଷଣା
ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍ ଜୋନ୍ ଭାବେ ଘୋଷଣା କରିଛନ୍ତି। ସେହିଭଳି ମୟୂରଭଞ୍ଜ ଓ ଜଗତସିଂହପୁରକୁ ମଧ୍ୟ ଅରେଞ୍ଜ ଜୋନ୍…
Archives


