ଆମ ଜିଲା ଖବର

ଦାରିଙ୍ଗବାଡ଼ିରେ ବନ୍ଦ ହେଲା ସାପ୍ତାହିକ ହାଟ

ଦାରିଙ୍ଗବାଡ଼ି,୫ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଘୋଷଣାକୁ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ଶନିବାର ସମ୍ପୂଣ୍ଣର୍ର୍ ବନ୍ଦ ରହିଥିବା ବେଳେ ରବିବାର ମଧ୍ୟ ସକାଳ ୬ଟାରୁ ସ୍ଥାନୀୟ ପୋଲିସ ପକ୍ଷରୁ…

ଗଞ୍ଜାମ ବ୍ଲକକୁ ଛୁଇଁଲା କରୋନା: ଏନ୍‌ଏସିରେ ସ୍ତ୍ରୀ ସ୍ବାମୀ, ଖଟୁଆକୁଦାରେ ଜଣେ ଗର୍ଭବତୀ ପଜିଟିଭ୍‌ ଚିହ୍ନଟ

ଗଞ୍ଜାମ,୫ା୭(ଡି.ଏନ୍‌.ଏ.): ଦୀର୍ଘ ପାଞ୍ଚମାସ ସଂଘର୍ଷ ପରେ ଶେଷରେ ଗଞ୍ଜାମ ବ୍ଲକକୁ କରୋନା ଛୁଇଁଥିବା ତହସିଲଦାର ଅବନୀ କୁମାର ସାହୁ ସୂଚନା ଦେଇଛନ୍ତି। ଗଞ୍ଜାମ ଏନ୍‌ଏସି ଓ୍ବାର୍ଡ ନଂ ୫ର ସ୍ତ୍ରୀ, ସ୍ବାମୀ ଓ ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଓଡିଆର୍‌ପି…

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରେ ଉତ୍ତେଜନା: ପଦାଧିକାରୀଙ୍କୁ ଛୁଇଁ ସଂକ୍ରମିତ କରିବାକୁ ଗୋଡ଼ାଇଲେ ଆକ୍ରାନ୍ତ

କଟକ ଅଫିସ୍‌,୫।୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ ସମସ୍ତେ…

ଆଜିଠୁ ପୁରୀ ପ୍ରବେଶ ଉପରେ କଟକଣା: ୩୧ ପର୍ଯ୍ୟନ୍ତ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ,୫।୭: ପୁରୀ ଜିଲାରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଜୁଲାଇ ମାସ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ କରୋନା ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ସମସ୍ତଙ୍କୁ ସଚେତନ ଓ ସତର୍କ ରହିବାକୁ ହେବ। ଏହାକୁ ଦୃଷ୍ଟିରେ ରଖି ପୁରୀ…

ମହାପ୍ରଭୁଙ୍କୁ ନେଇ କାର୍ଟୁନ: ଶ୍ରଦ୍ଧାଳୁ, ସେବାୟତଙ୍କ ନାପସନ୍ଦ

ପୁରୀ ଅଫିସ,୫।୭: ମହାପ୍ରଭୁଙ୍କୁ ନେଇ ହୋଇଥିବା ଏକ କାର୍ଟୁନ ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନୀଳାଦ୍ରିବିଜେ କାହାଣୀକୁ ନେଇ ଏହି କାର୍ଟୁନ କରାଯାଇଛି। ଭାଇ, ଭଉଣୀକୁ ସାଥିରେ ନେଇ ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମକ ଯାତ୍ରା କରିଥିଲେ। ତେଣୁ ଅଭିମାନ କରିଥିଲେ…

ସରିଲା ରଥଯାତ୍ରା: ରହିବ ସ୍ମରଣୀୟ

ପୁରୀ ଅଫିସ,୫।୭: ଶେଷ ହୋଇଛି ୨୦୨୦ର ସ୍ବତନ୍ତ୍ର ଓ ସ୍ମରଣୀୟ ରଥଯାତ୍ରା। ବିଗତ ବର୍ଷରେ ଅନେକ ପ୍ରତିକୂଳ ପରିସ୍ଥିତି ଆସିଛି। ୧୮ଥର ଶ୍ରୀମନ୍ଦିର ଆକ୍ରମଣ ଯୋଗୁ ୨୨ଥର ସ୍ଥାନାନ୍ତର ହୋଇଛନ୍ତି ମହାପ୍ରଭୁ। ଏଥିପାଇଁ ବହୁବର୍ଷ ରଥଯାତ୍ରା ବନ୍ଦ ହୋଇଥିବା ବେଳେ ପୁଣି…

କରୋନା ସଂକ୍ରମଣ ବଳୟରେ କଟକର ହସ୍ପିଟାଲ, ବସ୍ତି: ଆଚାର୍ଯ୍ୟ ହରିହରରୁ ମାଳିସାହିକୁ ଡେଇଁଲା

କଟକ ଅଫିସ୍‌,୫।୭: କଟକ ଜିଲାରେ ପ୍ରଥମେ ବିଭିନ୍ନ ହସ୍ପିଟାଲ ଓ ଏବେ ବସ୍ତିରେ କରୋନା ଭୂତାଣୁର ସଂକ୍ରମଣ ଅଣାୟତ୍ତ ସ୍ଥିତି ସୃଷ୍ଟି କରିଛି। ଏସ୍‌ସିବି ଆଇସୋଲେଶନ ଓ ଅନ୍ୟ ବିଭାଗ, ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନ ଓ ଚାଉଳିଆଗଞ୍ଜସ୍ଥିତ…

ବିନା ଅନୁମତିରେ ୩୮ ଏସି ଲାଗିବା ଘଟଣା: ଏଡିଏମ୍‌ଙ୍କ ନେତୃତ୍ୱରେ ତଦନ୍ତ

ଅନୁଗୋଳ ଅଫିସ୍‌, ୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜେନେରାଲ ଇଲେକ୍ଟ୍ରିକାଲ ଡିଭିଜନ (ଜିଇଡି)ର ବିନା ଅନୁମତିରେ ୩୮ଟି ଏସି ଲଗାଯାଇଥିବା ଘଟଣାର ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ ପ୍ରଧାନଙ୍କ ନେତୃତ୍ୱରେ ୩…

ସରୁନି ଭାନୁଙ୍କ ସଂଘର୍ଷ

ବଇଣ୍ଡା, ୫।୭(ପରିକ୍ଷିତ ସାହୁ) : ୧୦ ବର୍ଷ ତଳେ ସ୍ବାମୀଙ୍କ ମୃତ୍ୟୁ ପରେ ବଞ୍ଚିବା ଦୁର୍ବିଷହ ହୋଇପଡିଛି। ୨ ସନ୍ତାନଙ୍କ ଦାୟିତ୍ୱ ତୁଲାଇବାକୁ ଚେଷ୍ଟା କରି ଯେନତେନ ପେଟ ପାଇଁ ଦାନା ଗଣ୍ଡେ ଯୋଗାଡ ହେଉଛି। କିନ୍ତୁ ମୁଣ୍ଡ ଗୁଞ୍ଜିବାକୁ ଘର…

ଜିଲା ଚିକିତ୍ସାଳୟରେ ପଶିଲା କରୋନା

ଅନୁଗୋଳ ଅଫିସ୍‌, ୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦୁର୍ଘଟଣାଗ୍ରସ୍ତ ହୋଇ ଆସିଥିବା ଜଣେ ଯୁବକଙ୍କ କରୋନା ଟେଷ୍ଟ ରିପୋର୍ଟ ଶନିବାର ପଜିଟିଭ ବାହାରିଛି। ଯୁବକ ଜଣକ ଢେଙ୍କାନାଳ ଜିଲା ନିମବାହାଳି ଅଞ୍ଚଳର ବୋଲି ଜଣାପଡିଛି। ଏହି ଖବର ଜଣାପଡିବା ପରେ…

୧୦ ପଜିଟିଭ୍‌ ଭିତରୁ ନାଲ୍‌କୋରୁ ୬

ଅନୁଗୋଳ ଅଫିସ୍‌/ବଅଁରପାଳ, ୫।୭: ଅନୁଗୋଳରେ ଶନିବାର ଆଉ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ବାରାଣ୍ଟାଇନ୍‌ ସେଣ୍ଟରରୁ ହୋଇଥିବାବେଳେ ଅବଶିଷ୍ଟ ୮ ଜଣ ସ୍ଥାନୀୟ ମାମଲା ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା…

ପଥରାରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ଖଲ୍ଲିକୋଟ,୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପଥରା ପଞ୍ଚାୟତ ମଝିସାହି ଛକରେ ଶୁକ୍ରବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ଜୀବନ ଯାଇଛି। ମୃତକ ହେଲେ ପିଣ୍ଟୁ ଦାସ (ପିଙ୍କୁ)। ଅନ୍ୟ ୬ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?