ପୁତୁରା ହତ୍ୟାକାରୀଙ୍କୁ ଆଜୀବନ ଜେଲ
କେନ୍ଦୁଝର,୭।୨(ସ୍ବ.ପ୍ର.)-ଜଣେ ଯୁବକ ନିଜର ୭ ବର୍ଷର ପୁତୁରାକୁ ହତ୍ୟା କରିବା ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଛନ୍ତି ା କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଦୋଷୀ କୈଳାସ ମୁଣ୍ଡାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କୁ ୧୦ ହଜାର...
ଜାଳେଣିର ବିକଳ୍ପ ଶୁଖିଲା ପତ୍ର
କେନ୍ଦୁଝର, ୭ା୨ (ସ୍ବ.ପ୍ର.)- ମଣିଷ ସଭ୍ୟତା ସହିତ ଜଙ୍ଗଲ ବହୁ ଆଗରୁ ଜଡିତ। ଏଣୁ ବନବାସୀମାନେ ବଣଜଙ୍ଗଲକୁ ଦେବଦେବୀ ଭାବେ ପୂଜା କରିଆସୁଛନ୍ତି। ବର୍ତ୍ତମାନ ସମୟରେ ବିଭିନ୍ନ କାରଣରୁ ଜଙ୍ଗଲ ଓ ପରିବେଶର ଅବକ୍ଷୟ ହେବାକୁ ଲାଗିଥିବାରୁ ଜଳବାୟୁରେ ପରିବର୍ତ୍ତନ...
ଟ୍ରକ ବନ୍ଦୀରେ କେନ୍ଦୁଝର ସହର
କେନ୍ଦୁଝର, ୭ା୨ (ସ୍ବ.ପ୍ର.)-ବହୁ ସଂଖ୍ୟାରେ ଏବଂ ଅନିୟନ୍ତ୍ରିତ ଲୁହାପଥର ବୋଝେଇ ଟ୍ରକ ଚଳାଚଳ ଯୋଗୁ କେନ୍ଦୁଝର ସହରରେ ଟ୍ରାଫିକ ସମସ୍ୟା ଗୁରୁତର ହୋଇପଡିଛି। କଟକଣା ଅଭାବରୁ କେନ୍ଦୁଝର ସହର ଦେଇ ହଜାର ହଜାର ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ ଦିନ...
ଜବରଦଖଲ ଉଚ୍ଛେଦ ଦାବିରେ ଅନଶନ
ବନ୍ତ,୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ତହସିଲ ଷେଣ୍ଢତୀରା ପଞ୍ଚାୟତ ଅଧୀନ ବରପଦା ରାଜସ୍ବ ଗ୍ରାମର ସରକାରୀ ବସ୍ତି ଯୋଗ୍ୟ ଜମି ଜବରଦଖଲ ଉଚ୍ଛେଦ ଦାବିରେ ବୁଧବାର ଗ୍ରାମର ମହିଳା ଓ ପୁରୁଷମାନେ ତହସିଲ ଅଫିସ୍ ସମ୍ମୁଖରେ ଅନଶନରେ ବସିଥିଲେ। ସେମାନେ ଅଭିଯୋଗ...
ଟ୍ରେନ୍ ଆଗକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଏସ୍ପି
ପଦ୍ମପୁର,୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଅଞ୍ଚଳର ଜଣେ କଲେଜ ଛାତ୍ରୀ ଗତ ୨୧ ତାରିଖରେ ଭଦ୍ରକ ଷ୍ଟେଶନରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏ ନେଇ ରେଲଓ୍ବେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ଛାତ୍ରୀଙ୍କ...
ପୋଲ ତଳକୁ ଖସିଲା ଧାନ ବୋଝେଇ ଟ୍ରକ
ଠାକୁରମୁଣ୍ଡା/ଯଶିପୁର,୭ା୨(ଡ଼ି.ଏନ୍.ଏ.): ମୟୂରଭଞ୍ଜ ଜିଲା ଯଶୀପୁର-ରରୁଆଁ ରାସ୍ତାର ମଉଦି ଗ୍ରାମ ନିକଟରେ ଗୁରବାର ସାରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ପୋଲ ଉପରୁ ପ୍ରାୟ ୩୦ ଫୁଟ ତଳକୁ ଖସି ପଡ଼ିଛି। ଦୁର୍ଘଟଣାଗ୍ରସ୍ତ ଟ୍ରକ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର...
ରେଳ ବଜେଟରେ ମୟୂରଭଞ୍ଜକୁ ଅବହେଳା ନେଇ ବିକ୍ଷୋଭ
ବାରିପଦା ଅଫିସ, ୭ା୨- ରେଳବଜେଟରେ ଓଡ଼ିଶାର ବିଭିନ୍ନ ରେଳପ୍ରକଳ୍ପ ଲାଗି ୪୩୭୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଓଡ଼ିଶାର ଅନ୍ୟାନ୍ୟ ରେଳ ପ୍ରକଳ୍ପ ଲାଗି ଟଙ୍କା ମଞ୍ଜୁର ହୋଇଥିବା ବେଳେ ମୟୂରଭଞ୍ଜ ଜିଲାରେ ରେଳପଥର ଉନ୍ନତିକରଣ ପାଇଁ ସେଭଳି...
ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ
ରାଇରଙ୍ଗପୁର,୭ା୨(ଡି.ଏନ୍.ଏ.): ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା(ଜେଏମ୍ଏମ୍) ପକ୍ଷରୁ ଗୁରୁବାର ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଇରଙ୍ଗପୁର କଚେରୀ ପଡ଼ିଆ ପରିସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ପଡ଼ୋଶୀ ଝାଡ଼ଖଣ୍ଡର ପରିବହନ ଓ ଆଦିବାସୀ ବିଭାଗ ମନ୍ତ୍ରୀ ଚମ୍ପାଇ ସୋରେନ...
ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି
ଖୁଣ୍ଟା,୭ା୨(ଡ଼ି.ଏନ୍.ଏ.): ଖୁଣ୍ଟା ବ୍ଲକ ଅଧୀନ ଧାନଘେରା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଗୁରୁବାର କେତେକ ସମସ୍ୟାକୁ ନେଇ ଛାତ୍ର ଅଶାନ୍ତି ଦେଖା ଦେଇଥିଲା। ଉଦଳା ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡିଥିବା ଜଣାପଡ଼ିଛି । ଉକ୍ତ...
କନ୍ୟାଶ୍ରମ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ:ରାସ୍ତା ଅବରୋଧ
ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ ଥଣ୍ଡାଜ୍ୱରରେ ଆକ୍ରାନ୍ତ ହୋଇଥିବା ଆଶ୍ରମ ସ୍କୁଲରେ ୭ମ ଶ୍ରେଣୀରେ ଅଧ୍ୟୟନରତ ଉକ୍ତ ଛାତ୍ରୀଙ୍କ...
ମେଣ୍ଟିପାରୁନି ପାହାଡ଼ତଳି ବାସିନ୍ଦାଙ୍କ ଶୋଷ
ଖଇରା, ୭।୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶାରୀଶୁଆ ପାହାଡ ପାଦଦେଶରେ ଥିବା ପଞ୍ଚାୟତଗୁଡିକରେ ପାନୀୟଜଳ ସମସ୍ୟା ବହୁ ପୁରୁଣା। ପଥୁରିଆ ଅଞ୍ଚଳ ଯୋଗୁ ଖରାଦିନ ହେଲେ ଅଧିକାଂଶ ନଳକୂପ ଅଚଳ ହୋଇପଡେ। ଅନେକ ସମୟରେ ବ୍ଲକ...
ଭିଜିଲାନ୍ସ ଜାଲରେ କପ୍ତିପଦା ଫରେଷ୍ଟର
କପ୍ତିପଦା,୬ା୨(ଡି.ଏନ୍.ଏ)- ଏକ ପୁରୁଣା ମାମଲାରେ ଦୋଷୀଙ୍କୁ ଗିରଫ ନ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମୟୂରଭଞ୍ଜ ଜିଲା କପ୍ତିପଦା ଫରେଷ୍ଟର ଶୋଭାକର ସିଂ ଗୁରୁବାର ଅପରାହ୍ନରେ ବାଲେଶ୍ୱର ଡିଭିଜନ ଭିଜିଲାନ୍ସ ଟିମ ହାତରେ ଧରା...
Archives


