ଆମ ଜିଲା ଖବର

ଦୁନିଆ ଦେଖିବା ଆଗରୁ ଆଖିବୁଜିଲା ଶିଶୁ

ଢେଙ୍କାନାଳ ଅଫିସ, ୨୨ା୮ ବିବାହର ଦୀର୍ଘ ୧୦ ବର୍ଷ ପରେ ଜନ୍ମ ହୋଇଥିଲା ଛୁଆଟିଏ। ହେଲେ ଡାକ୍ତରଙ୍କ ଦାୟିତ୍ୱହୀନତାରୁ ସମ୍ପୃକ୍ତ ନବଜାତକ ଦୁନିଆ ଦେଖିବା ଆଗରୁ ଆଖି ବୁଜି ଦେଇଥିବା ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ଥାନା ଚବିଶକୁଦ ଗ୍ରାମର…

ଭରା ନଦୀ ପାରି ହେଲେ ଗର୍ଭବତୀ

ଉଦଳା,୨୧ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ବାଲ୍‌ମା ଗ୍ରାମର ଜଣେ ଗର୍ଭବତୀ ବିପଦସଙ୍କୁଳ ଭାବେ ଭରାନଦୀ ପାରି ହୋଇ ଆମ୍ବୁଲାନ୍ସ ପାଖକୁ ଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ବାଲମା ଗ୍ରାମର ସୁକାନ୍ତୀ ହେମ୍ବ୍ରମଙ୍କ ପ୍ରସବ ଯନ୍ତ୍ରଣା…

ଜଳକା ନଦୀ ବନ୍ଧରେ ୨୦ ଫୁଟ ଘାଇ

ବସ୍ତା,୨୧ା୮(ଡି.ଏନ.ଏ) : ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ପତ୍ରଝଡ଼ା ପଞ୍ଚାୟତର ସରଡ଼ିହା ନିକଟରେ ଶୁକ୍ରବାର ଜଳକା ନଦୀବନ୍ଧରେ ୨୦ ଫୁଟର ଘାଇ ହୋଇଛି। ଫଳରେ ବନ୍ୟାଜଳ ମାଡ଼ି ବ୍ୟାପକ ଫସଲ କ୍ଷତି ହେବା ସହିତ ଜମିରେ ବାଲିଚର ପଡ଼ିଯାଇଛି। ମହାତ୍ମାଗାନ୍ଧି…

ସାପ ଓକାଳିଲା ସାପ

ଉଦଳା,୨୧ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସି ଅଧୀନ ୧୦ନଂ. ୱାର୍ଡର କୃପାସିନ୍ଧୁ ବେହେରାଙ୍କ ଘର ବାଡ଼ିରେ ଏକ ବିଷାକ୍ତ ରଣା ସାପ ଖାଦ୍ୟ ଅନ୍ବେଷଣରେ ଆସି ଅନ୍ୟ ଏକ ସାପକୁ ଗିଳି ଦେଇଥିଲା। ସ୍ନେକ୍‌ ଲାଇଫ୍‌ ଲାଇନ୍‌ ସଦସ୍ୟ ଅଭିଜିତ୍‌ ବେହେରା…

କଟକରୁ ୧୪୯ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୧।୮-କଟକ ସହରରୁ ଶୁକ୍ରବାର ୧୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୯ ମଧ୍ୟରୁ ୭୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୧ଟି ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍‌ସିବି ମେଡିକାଲ ଆଇସୋଲେଶନ ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ କରୋନା

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କର କରୋନା ଟେଷ୍ଟ ହୋଇଥିଲା। ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ବିଧାୟକ ସଞ୍ଜୀବ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ…

ଭିଜିଲାନ୍ସ ଜାଲରେ ଗ୍ରାମରୋଜଗାର ସେବକ : ୩୨ ହଜାର ଲାଞ୍ଚ ନେଉଥିବା ବେଳେ ପଡିଲେ ଧରା

ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟର ଗ୍ରାମରୋଜଗାର ସେବକ ଦିଲ୍ଲୀପ କୁମାର ସାହୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପ୍ରକାଶ ଯେ, ଏକ କୂଅ ଖୋଳିବା ପାଇଁ ଉକ୍ତ ପଞ୍ଚାୟତ ଲାଦାମାଲା ଗ୍ରାମର ରଞ୍ଜନ ଦିଗାଳ…

ସାର ପାଇଁ କୃଷି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କଲେ ଚାଷୀ

ବୁଗୁଡ଼ା,୨୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ଅଞ୍ଚଳରେ ଚାଷୀମାନେ ସାର ନ ପାଇ ହଇରାଣ ହରକତ ହେଉଥିବା ବେଳେ ସେମାନେ ସାର ପାଇବା ପାଇଁ ସ୍ଥାନୀୟ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଧାରଣା ସହ ପ୍ରତିବାଦ କରିଥିବା ଜଣାପଡ଼ିଛି। ଖବର ପାଇ ତହସିଲଦାର…

ବନ୍ଧା ହେଲେ ଦୁଇ ବାଇକ୍‌ ଚୋର

ପାଟଣା,୨୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ଗୁରୁବାର ଦୁଇ ବାଇକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଖୁଣ୍ଟାପଶି ଗ୍ରାମର ଶାନ୍ତି ଜ୍ୟୋତି ସିଂ(୨୮) ଓ ଭୀମ…

ସିମନବାଡ଼ି ବଜାରରେ ଲୋକେ ମାନୁ ନାହାନ୍ତି ସାମାଜିକ ଦୂରତ୍ୱ: ଅମାନିଆଙ୍କୁ ଅଟକାଇଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ବହୁ ସମୟରେ ଦୋକାନ ବଜାରଗୁଡ଼ିକରେ ଭିଡ଼ ଜମିବା ସହ ସାମାଜିକ…

ଗଣେଶ ପୂଜା ଦିନ ଛତ୍ରପୁର ସବ୍‌ଡିଭିଜନରେ ୫୦ ହଜାର ଟପିବ କରୋନା ଟେଷ୍ଟ

ଛତ୍ରପୁର,୨୧।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲାର ସର୍ବସଧାରଣ ସ୍ଥାନରେ ପାଳନ ହେବନି ଗଣେଷ ପୂଜ। ତେବେ ଛତ୍ରପୁର ସବ୍‌ଡିଭିଜନରେ ଲୋକେ ଘରେ ପୂଜା କରନ୍ତୁ ବୋଲି ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ଅତିରିକ୍ତ ଜିଲାପାଳ (ଛତ୍ରପୁର) ପାରୁଲ ପଟୱାରି ଶୁକ୍ରବାର ଅନୁଷ୍ଠିତ ଖବରଦାତା…

ଲକ୍ଷ୍ମୀବଜାର, ବରାଳିନୀ ସାହିରୁ ଉଠିଲା କଣ୍ଟେନ୍‌ମେଣ୍ଟ୍‌

ଜି.ଉଦୟଗିରି,୨୧ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଲକ୍ଷ୍ମୀବଜାର ଯାହାକି ମୁଖ୍ୟ ବଜାର ଭାବେ ପରିଚିତ ସେଠାରୁ ଗୁରୁବାର କଣ୍ଟେନମେଣ୍ଟ ଜୋନ୍‌କୁ ଉଠାଇ ଦିଆଯାଇଛି। ଏଥିସହିତ ବରାଳିନୀ ସାହିରୁ ମଧ୍ୟ ଆଜି କଣ୍ଟେନ୍‌ମେଣ୍ଟ୍‌ ହଟିଛି। ଲକ୍ଷ୍ମୀବଜାରକୁ ଜୁଲାଇ ୨୯ ଓ ବରାଳିନୀ ସାହିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?