ବେତନଟୀ ଥାନା ଏସ୍ଆଇ ନିଲମ୍ବିତ
ବେତନଟୀ,୬ା୨ (ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ସବ୍ ଇନ୍ସପେକ୍ଟର(ଏସଆଇ) ସଚ୍ଚିଦାନନ୍ଦ କିଷାନଙ୍କୁ ଏସ୍ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ମଙ୍ଗଳବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ସମ୍ପର୍କିତ ଏସପିଙ୍କ ଅର୍ଡର (ନଂ.୨୪୪/୫ା୨ା୨୦୨୦) କପି ବେତନଟୀ ଥାନା ଆଇଆଇସି ଅଶୋକ...
ବ୍ୟାଟେରି ଚୋରି ରାକେଟ ସକ୍ରିୟ
ବନ୍ତ,୬।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଏବେ ବ୍ୟାଟେରି ଚୋରି ରାକେଟ ସକ୍ରିୟ ହୋଇଛନ୍ତି। ବିଭିନ୍ନ ସ୍ଥାନରୁ ବ୍ୟାଟେରି ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରାଯାଇଛି। ସଖିପାଟଣା ଛକ ନିକଟରେ ଗୋଟିଏ ମିନି ଟ୍ରକ୍, ବନ୍ତ ବଜାର ଓ...
ମାଛ ବୋଝେଇ ଟ୍ରକକୁ ପିଟିଲା ପିକ୍ଅପ୍:ମାଛ ବୋହିନେଲେ ଲୋକେ
ସୋର, ୬ା୨(ଡି.ଏନ.ଏ)-ଗୁରୁବାର ଭୋର ସମୟରେ ସୋର ଥାନା ୧୬ ନଂ. ଜାତୀୟ ରାଜପଥ ତଳନଗର ବ୍ରିଜ୍ ନିକଟରେ ରାଜପଥ ପାର୍ଶ୍ୱରେ ଏକ ମାଛ ବୋଝେଇ ଟ୍ରକ୍ ଛିଡ଼ା ହୋଇଥିବା ବେଳେ ଏକ ଲଙ୍କା ବୋଝେଇ ପିକ୍ଅପ୍ ପଛରୁ ପିଟି ହୋଇଯାଇଥିଲା।...
ଅତିରିକ୍ତ ତହସିଲଦାର, ଆର୍ଆଇଙ୍କୁ ଆକ୍ରମଣ ଘଟଣା:ଗିରଫ ସଂଖ୍ୟା ୪ ଛୁଇଁଲା
ଭଣ୍ଡାରିପୋଖରୀ, ୬।୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅତିରିକ୍ତ ତହସିଲଦାର ଶରତ ସ୍ବାଇଁ ଏବଂ ଆର୍ଆଇ ରାମନାରାୟଣ ସାମଲଙ୍କୁ ଗତ ସୋମବାର ମଞ୍ଜୁରିରୋଡ୍ ଆର୍ଆଇ ଅଫିସ୍ରେ ପଶି ବାଲିମାଫିଆ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଆଉ ଜଣେ...
କେରଳରୁ ଫେରନ୍ତା ୪ ଜଣଙ୍କ ହେଲା ସ୍ବାସ୍ଥ୍ୟ ପରୀକ୍ଷା
ଫୁଲବାଣୀ ଅଫିସ, ୬ା୨- କରୋନା ଭୟ ଏବେ ସବୁଠି ଘାରିଛି । ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ ନେଇ କନ୍ଧମାଳ ଜିଲା ଫୁଲବାଣୀରେ କରୋନା ଭୂତାଣୁକୁ ନେଇ ଭୟ ସୃଷ୍ଟି ହୋଇଥିଲା । ତାଙ୍କ ନମୂନା ପରୀକ୍ଷା ପରେ...
୮ ଘଣ୍ଟା ମୃତଦେହ ପକାଇ ରଖିଲେ ପରିବାର: ଶୁଭେନ୍ଦୁ ହତ୍ୟାକାରୀଙ୍କ ଗିରଫ ପ୍ରତିଶ୍ରୁତି ମିଳିଲା
ରାଇକିଆ,୬ା୨(ଡ଼ି.ଏନ.ଏ)-ଗତ ଜାନୁୟାରୀ ୧୫ରୁ ନିଖୋଜ ଥିବା ରାଇକିଆ କନ୍ୟାଶ୍ରମ ସାହିର ଶୁଭେନ୍ଦୁ ମଲିକଙ୍କ ମୃତଦେହ ଗୁରୁବାର ଡଲାମାହା ପାହାଡ଼ରୁ ଠାବ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଓ ଅଭିଯୁକ୍ତଙ୍କୁ ଗିରଫ ଦାବି ନେଇ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ...
ଶ୍ରମିକ ପଞ୍ଜୀକରଣ ହେଉନି: ଶ୍ରମ କାର୍ଯ୍ୟାଳୟ ଆଗରେ ଧାରଣା
ଛତ୍ରପୁର,୬ା୨(ଡି.ଏନ.ଏ)-ଓଡିଶା ନିର୍ମାଣ ଶ୍ରମିକ ୟୁନିୟନ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଛତ୍ରପୁରସ୍ଥିତ ଜିଲା ଶ୍ରମ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ଧାରଣା ଦିଆଯାଇଥିଲା। ପରେ ଜିଲା ଶ୍ରମ ଅଧିକାରୀ ଶିବ ସାହୁଙ୍କ ସହ ୟୁନିୟନର ଏକ ପ୍ରତିନିଧି ଦଳର ଆଲୋଚନା...
ରାଜସ୍ବ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜଣେ ଅଭିଯୁକ୍ତ କୋର୍ଟ ଚାଲାଣ
ଭଣ୍ଡାରିପୋଖରୀ,୬।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲର ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଏବଂ ଆର୍ଆଇ ରାମନାରାୟଣ ସାମଲଙ୍କୁ ବାଲିମାଫିଆମାନେ ମଞ୍ଜୁରୀରୋଡ୍ସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ପଶି ଗତ ସୋମବାର ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣାରେ ୨୧ ଜଣଙ୍କ ନାମରେ...
ବଲାଙ୍ଗୀରରେ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା ବୈଠକକୁ ଧସେଇ ପଶିଲେ ଚାଷୀ
ବଲାଙ୍ଗୀର ଅଫିସ, ୬।୨- ବଲାଙ୍ଗୀର ଗସ୍ତରେ ଆସି ସ୍ଥାନୀୟ ଡିଆର୍ଡିଏ ସମ୍ମିଳନୀ କକ୍ଷରେ ରାଜ୍ୟ ଖାଦ୍ୟ ଓ ଯୋଗାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସାଇଁ ସମୀକ୍ଷା କରୁଥିବାବେଳେ ବୈଠକ ଭିତରକୁ କିଛି ଚାଷୀ ଧସେଇ ପଶିଥିଲେ। ଚାଷୀଙ୍କ ସହ...
ଜୁଆ ନିଶାରେ ମସ୍ଗୁଲ ଧରାକୋଟ ଥାନା ପୋଲିସ: ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ
ଧରାକୋଟ, ୬।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ବାରାକ୍ ମଧ୍ୟରେ ଥାନାର ପୋଲିସ କର୍ମଚାରୀମାନେ ତାସ୍ ଖେଳିବା ଘଟଣା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୪ରୁ ୫ଜଣ କର୍ମଚାରୀ ଖାକି ଓ ସାଦା ପୋଷାକରେ ନଗଦ ଟଙ୍କା ଏବଂ ମୋବାଇଲ...
ଗାଧୋଇବା ସମୟରେ ଭସାଇନେଲା ଲହଡ଼ି: ୪ ବଙ୍ଗୀୟ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫ୍ଗାର୍ଡ
ପୁରୀ ଅଫିସ, ୬।୨: ପୁରୀ ସମୁଦ୍ରରେ ବୁଡିଯାଉଥିବା ବେଳେ ୪ଜଣ ବଙ୍ଗୀୟ ପର୍ଯ୍ୟଟକଙ୍କୁ ଗୁରୁବାର ଲାଇଫ୍ଗାର୍ଡ ଉଦ୍ଧାର କରିଛନ୍ତି। ଉଦ୍ଧାର ପର୍ଯ୍ୟଟକମାନେ ହେଲେ ପଶ୍ଚିମବଙ୍ଗ ହାୱଡାର ଦମ୍ପତି ଗୋବିନ୍ଦ ଧର(୪୨)ଓ ତନୁଶ୍ରୀ(୨୬) ଏବଂ ବାବୁଲା ମାଲକର୍(୩୪) ଓ ତାଙ୍କ ସ୍ତ୍ରୀ...
ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ଗ୍ରାହକଙ୍କଠାରୁ ଲୁଟ୍: ୨ ଅଭିଯୁକ୍ତ ଅଟକ
ବସ୍ତା,୬।୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ବସ୍ତା ଶାଖାରେ ଜଣେ ଗ୍ରାହକଙ୍କ ନିକଟରୁ ୫୦ ହଜାର ଲୁଟ୍ ଅଭିଯୋଗରେ ଦୁଇ ଦୁର୍ବୃତ୍ତଙ୍କୁ ଧରି ସ୍ଥାନୀୟ ଲୋକେ ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ଅପରାହ୍ନରେ...
Archives


