ଆମ ଜିଲା ଖବର

୩୧ ଯାଏ କେବଳ ଜରୁରୀ ମାମଲାର ଶୁଣାଣି

କଟକ ଅଫିସ,୪ା୭: କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଅନ୍‌ଲକ୍‌ ଜାରି କରିଛନ୍ତି। ଏହା ଜୁଲାଇ ୩୧ ପର୍ଯ୍ୟନ୍ତ ରହିବା ସହ ଏହି ସମୟରେ ଅନେକ ପ୍ରକାର କଟକଣା ଜାରି କରାଯାଇଛି। ସେ ପର୍ଯ୍ୟନ୍ତ କେବଳ ଜରୁରୀ ମାମଲାର ଶୁଣାଣି କରିବାକୁ ହାଇକୋର୍ଟ…

ଶାଲ୍‌ ପରେ ଡଙ୍ଗରିଆ ମାସ୍କର ଚାହିଦା

ରାୟଗଡ଼ା ଅଫିସ,୪ା୭: ଲକ୍‌ଡାଉନ୍‌ ଘୋଷଣା ପରଠାରୁ ସମସ୍ତ ବର୍ଗର ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ରାୟଗଡ଼ା ଜିଲା ନିୟମଗିରି ପାହାଡ଼ ଅଞ୍ଚଳରେ ବସବାସ କରୁଥିବା ଡଙ୍ଗରିଆ କନ୍ଧମାନେ। ଶାଲ ବୁଣାରେ ସିଦ୍ଧହସ୍ତ ଏହି ଡଙ୍ଗରିଆ ମହିଳାମାନେ…

ଜିଲାରେ ବଢୁଛି ଆରୋଗ୍ୟ ହାର

ଢେଙ୍କାନାଳ ଅଫିସ, ୪।୭ – ଢେଙ୍କାନାଳ ଜିଲାରେ କରୋନା ଆକ୍ରାନ୍ତ କ୍ରମାଗତ ସୁସ୍ଥ ହେବା ପ୍ରଶାସନ ପାଇଁ ଆଶ୍ୱସ୍ତି ଆଣିଛି। ଏପ୍ରିଲ୍‌ ୯ରେ ଢେଙ୍କାନାଳ ସହରରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୮୨ରେ ପହଞ୍ଚତ୍ଛି। ତେବେ…

ରୁପାବଳିଆରେ ହାତୀ ଆତଙ୍କ

ଢେଙ୍କାନାଳ ଅଫିସ, ୪।୭ – କିଛି ଦିନର ବ୍ୟବଧାନ ପରେ ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଷଡ଼ଙ୍ଗୀ ରେଞ୍ଜ୍‌ ଯୋରନ୍ଦା ସେକ୍ସନ ଅଧୀନ ରୁପାବଳିଆ ଜଙ୍ଗଲ ତଳି ଅଞ୍ଚଳରେ ୫ଦିନ ହେଲା ଏକ ହାତୀପଲ ଆତଙ୍କ ସୃଷ୍ଟି…

ଶନିବାର, ରବିବାର ଅନୁଗୋଳ ଜିଲା ଶଟ୍‌ଡାଉନ୍‌

ଅନୁଗୋଳ ଅଫିସ୍‌, ୩।୭: ଅନୁଗୋଳ ଜିଲାରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ପରେ କଠୋର ହୋଇଛି ପ୍ରଶାସନ। କରୋନା ସଂକ୍ରମଣ ବୃଦ୍ଧି ରୋକିବାକୁ ଏଣିକି ପ୍ରତି ସପ୍ତାହର ଶନିବାର ଓ ରବିବାର ଜିଲାକୁ ଶଟ୍‌ଡାଉନ୍‌ ରଖାଯିବ। ୩୧ ତାରିଖ…

ଡାଲି ପାଇଁ କଳି: ବିଷ ପିଇ ଜୀବନ ହାରିଲେ ବାପା, ପୁଅ

କେସିଙ୍ଗା/ଭବାନୀପାଟଣା,୩।୭ (ଡି.ଏନ.ଏ.)-କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକ୍‌ ଅଧୀନ ଦୁଟା ଗ୍ରାମରେ ଡାଲି ପାଇଁ ବାପ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଦୀନବନ୍ଧୁ ଦାସ (୫୭) ଓ ତାଙ୍କ ପୁଅ ଜଗା ଦାସ (୨୪)। ଗୁରୁବାର ବିଳମ୍ବିତ ରାତିରେ…

କରୋନାରେ ପୁଅ ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା

କବିସୂର୍ଯ୍ୟନଗର,୩ା୭(ଡି.ଏନ୍‌.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍‌ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ (୫୫)।…

ସୁନା ଚେନ୍‌ ପାଇଁ ଜୀବନ ହାରିଲେ ନାବାଳିକା

ବାରିପଦା ଅଫିସ,୩ା୭-ମା’ଙ୍କ ସହିତ ପୋଖରୀରେ ଗାଧୋଉଥିବା ବେଳେ ଜଣେ ନାବାଳିକାଙ୍କ ବେକ୍‌ରୁ ସୁନାଚେନ୍‌ ଖସିପଡ଼ିଥିଲା। ଘର ଲୋକେ କାଳେ ମାଡ଼ ଗାଳି କରିବେ ସେହି ଭୟରେ ନାବାଳିକା ଜଣଙ୍କ ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଦୁଃଖଦ ଘଟଣା…

‘୧୦ ଲକ୍ଷ ଦିଅ, ନଚେତ୍‌ ଗଁ। ଖାଲି କର’

ବାରିପଦା ଅଫିସ, ୩ା୭- ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅଧୀନ ବାରିଆ ଗ୍ରାମରେ ଲଗାଯାଇଥିତ୍ବା ଏକ ପୋଷ୍ଟରକୁ ଶୁକ୍ରବାର ରରୁଆଁ ପୋଲିସ ଜବତ କରିଛି। ମାଓବାଦୀ ଏହି ପୋଷ୍ଟର ଲେଖିଥିବା ସନ୍ଦେହ କରି ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ୨ ଦିନ ହେଲା…

ଟ୍ରାକ୍ଟରରୁ ୧୧କୁଇଣ୍ଟାଲ ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୩ା୭(ଡି.ଏନ.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଗୁଣ୍ଠାୱାଡା ପଞ୍ଚାୟତ ଘାଟକୋଣ୍ଡା ଓ ବୁରୁଡ଼ିପୁଟ ଗ୍ରାମରୁ ଆନ୍ଧ୍ରକୁ ଏକ ଟ୍ରାକ୍ଟର ଯୋଗେ ଗଞ୍ଜେଇ ଚୋରାଚାଲାଣ ହେଉଥିବାବେଳେ ଧରାପଡିଛି। ଏହାର ପରିମାଣ ୧ ୧କୁଇଣ୍ଟାଲ ୭୦ କେଜି। ଚିତ୍ରକୋଣ୍ଡା ଥାନା ଅଧିକାରୀ ଯୁଗଳ ଶବରଙ୍କ…

ଗଞ୍ଜାମରେ କାୟା ବିସ୍ତାର କଲାଣି କରୋନା: ୪୨ ଅଞ୍ଚଳ ସଂକ୍ରମିତ ଚିହ୍ନଟ ପରେ ୧୨ ରାସ୍ତା ସିଲ୍‌

ବ୍ରହ୍ମପୁର ଅଫିସ ,୩।୭: କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଚାଲିଛନ୍ତି। ଲକ୍‌ଡାଉନ ଓ ଶଟ୍‌ଡାଉନ ପରି ପଦକ୍ଷେପ ନେଇଛନ୍ତି। ଗତ ମାର୍ଚ୍ଚ ମାସରୁ ଏହି ଧାରା ଜାରିରହିଥିବା ବେଳେ ଲୋକମାନଙ୍କ ଜୀବନ ଜୀବିକା ଉପରେ ମଧ୍ୟ…

କରୋନା କାଳରେ ସୁଧୁରୁନାହାନ୍ତି ଅମାନିଆ: ୪୪ହଜାର ଜରିମାନା ଆଦାୟ କଲା ଗଞ୍ଜାମ ପୋଲିସ

ବ୍ରହ୍ମପୁର ଅଫିସ , ୩।୭- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ତଦଜନିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ଏବେ ବଢ଼ିବାରେ ଲାଗିଛି । ଫଳରେ ଏବେ ଜିଲାରେ କରୋନାରବିସ୍ପୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?