ମହାପ୍ରଭୁଙ୍କ ଜମି ପାଇଁ ଗଢ଼ା ହେବ ନୂଆ କମିଟି
ପୁରୀ ଅଫିସ, ୬ା୨: କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ମଧ୍ୟ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି। ଅନେକ ଜମିର ହିସାବ ଏପର୍ଯ୍ୟନ୍ତ ଶ୍ରୀମନ୍ଦିର ପ୍ରଶାସନ ପାଖରେ ନାହିଁ। ତେଣୁ ଏହିସବୁ ଜମି ଚିହ୍ନଟ କରି ଏହାର ସମ୍ପୂର୍ଣ୍ଣ ହିସାବ...
ଇସ୍କନ ମୁଖ୍ୟଙ୍କୁ ଚିଠି ଲେଖିବେ ଗଜପତି
ପୁରୀ ଅଫିସ, ୬ା୨: ବିଧି ପରମ୍ପରାକୁ ବେଖାତିର କରି ବିଭିନ୍ନ ସ୍ଥାନରେ ଅଦିନରେ ହେଉଛି ରଥଯାତ୍ରା। ଗତ ଗୁରୁବାର ମୁମ୍ବାଇରେ ଇସ୍କନ ପକ୍ଷରୁ ଅସମୟରେ ରଥଯାତ୍ରା କରାଯାଇଥିବାରୁ ଏହାକୁ ନେଇ ପ୍ରତିକ୍ରିୟା ତୀବ୍ର ହେବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି...
ନରହନ୍ତା ଦନ୍ତା ଏବେ ‘ରାକେଶ’
ଢେଙ୍କାନାଳ ଅଫିସ, ୬।୨ – କପିଳାସ ଚିଡ଼ିଆଖାନାକୁ ଅଣାଯାଇଥିବା ନରହନ୍ତା ଦନ୍ତାର ବୁଧବାର ନାମକରଣ କରାଯାଇଛି। ଚିଡ଼ିଆଖାନା କର୍ତ୍ତୃପକ୍ଷ ଏହାର ନୂତନ ନଁ। ‘ରାକେଶ’ ରଖିଛନ୍ତି। ରେଜିଷ୍ଟ୍ରରରେ ଉକ୍ତ ନାମକୁ ପଞ୍ଜୀକୃତ କରାଯାଇଥିବା କପିଳାସ ରେଞ୍ଜର ଦର୍ଶନିଆ ଭୋଇ ସୂଚନା...
ଦର୍ଶକ ଦେଖିବେ ମଥୁରାର ମୟୂରୀ ନୃତ୍ୟ
ଅନୁଗୋଳ ଅଫିସ୍, ୬।୨ – ଆସନ୍ତା ୭ ତାରିଖରେ ଅନୁଗୋଳ ଷ୍ଟାଡିୟମରେ ଆରମ୍ଭ ହେବ ଅଷ୍ଟମ ଅନୁଗୋଳ ଜିଲା ମହୋତ୍ସବ। ତିନି ଦିନ ଧରି ହେବାକୁ ଥିବା ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ପ୍ରସ୍ତୁତି...
ମେସ୍ରେ ତାଲା, ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର
ଅନୁଗୋଳ ଅଫିସ୍, ୬।୨ – ବିନା ନୋଟିସରେ ମେସ୍ରେ ତାଲା ପକାଇ ହଷ୍ଟେଲ ମ୍ୟାନେଜର କେଉଁଆଡ଼େ ଚାଲିଯାଇଥିବାରୁ ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ୨ ନମ୍ବର ହଷ୍ଟେଲ ଅନ୍ତେବାସୀଙ୍କ ମଧ୍ୟରେ ବୁଧବାର ଅସନ୍ତୋଷ ଦେଖାଦେଇଥିଲା। ଦୁଇଦିନ ଧରି ଖାଦ୍ୟ ମିଳି...
୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ପରଜଙ୍ଗ, ୬।୨(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆଖୁଆପାଳ ପଞ୍ଚାୟତ ଅଧୀନ ୩ନଂ. କଲୋନୀ ଦଳିତ ବସ୍ତି ନିକଟରେ ଥିବା ଏକ କରଡ଼ା ଗଛରୁ ମଙ୍ଗଳବାର ରାତିରେ ଜଣେ ୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।...
ଅନୁଗୋଳ ବନମଣ୍ଡଳରେ ୧୩୧ କୁମ୍ଭୀର
ଅନୁଗୋଳ ସହର, ୬।୨ – ସାତକୋଶିଆ ବନଖଣ୍ଡ, ମହାନଦୀ ବନଖଣ୍ଡ, ଆଠମଲ୍ଲିକ ବନଖଣ୍ଡ, ଆଠଗଡ଼, କଟକ, ଢେଙ୍କାନାଳ, ଅନୁଗୋଳ ବନଖଣ୍ଡ ଓ ଯାଜପୁର ବନଖଣ୍ଡକୁ ନେଇ ଗଠିତ ଅନୁଗୋଳ ବନମଣ୍ଡଳରେ ମୋଟ୍ ୧୩୧ଟି କୁମ୍ଭୀର ଅଛନ୍ତି। ଗତ ଜାନୁୟାରୀ ୯ରୁ...
ଡାକ୍ତରଖାନାରେ ପର୍ଯ୍ୟାପ୍ତ ଔଷଧ ରଖିବାକୁ ନିର୍ଦ୍ଦେଶ
ଅନୁଗୋଳ ଅଫିସ୍, ୬।୨ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ମଙ୍ଗଳବାରଠାରୁ ଅନୁଗୋଳ ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟକ୍ରମ ସମେତ ସରକାରଙ୍କର ଅଗ୍ରାଧିକାର ଯୋଜନା ସମ୍ପର୍କରେ ସମୀକ୍ଷା କରିଛନ୍ତି।...
ନିଯୁକ୍ତି ବ୍ୟବସ୍ଥାରେ ସ୍ବଚ୍ଛତା ପ୍ରୟାସ: ଓପିଏସ୍ସି ଆରମ୍ଭ କଲା ୱେବ୍ପୋର୍ଟାଲ
କଟକ ଅଫିସ୍, ୬ା୨: ସରକାରୀ ପଦ ପଦବୀ ଲାଗି ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଦିଗରେ ପଦକ୍ଷେପ ନେଇଛି ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)। ବୁଧବାର ଓପିଏସ୍ସି ପକ୍ଷରୁ ଅତ୍ୟାଧୁନିକ ୱେବ୍ପୋର୍ଟାଲ ବା କମ୍ପ୍ରେହେନ୍ସିଭ୍ ସିଲେକ୍ସନ୍ ମ୍ୟାନେଜମେଣ୍ଟ ସିଷ୍ଟମ୍ (ସିଏସ୍ଏମ୍ଏସ୍)...
ଦଲାଲମୁକ୍ତ ହୋଇନି ସରକାରୀ କାର୍ଯ୍ୟାଳୟ
ଅନୁଗୋଳ ଅଫିସ୍, ୬।୨ – ମେଡିକାଲ ହେଉ କି ଆର୍ଟିଓ କିମ୍ବା ଅନ୍ୟାନ୍ୟ ଅଫିସ, ଅନୁଗୋଳ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଚାଲିଛି ଦଲାଲ ରାଜ। ଏଥିଯୋଗୁ ସାଧାରଣ ଲୋକମାନେ ଠକାମିର ଶିକାର ହେଉଥିବାବେଳେ ପ୍ରଶାସନ ନୀରବଦ୍ରଷ୍ଟା ସାଜୁଥିବା ବାରମ୍ବାର...
୮୦ ବଛ୍ରିଆ ଅଜାର ହାତେ ନାତେନ୍ର ଭବିଷତ୍: ଜୀବନ୍ ମରନ୍ ସଂଗେ ଯୁଝୁଛନ୍ ମଞ୍ଜୁଲା
କଣ୍ଟାବାଞ୍ଜି, ୬।୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଘୁନେଶ ପଁଚେତ୍ ଖୁଜେନ ଗଁାର ମଞ୍ଜୁଲା ନାଗ(୧୮)। ଅନେକ ବଛର ହେଲା ମା’ବାପ୍ ଆରପାରକେ ଚାଲିଯାଇଛନ୍। ଏନ୍ତାଥି ଅଜା ବୁଢ଼ା ନ ତାକର ସାହାଭରସା। ହେଲେ ବଛର କେତେ ହେଲା...
ଏବେ ଯିବନି ‘ସୁନ୍ଦରୀ’
ଭୁବନେଶ୍ୱର,୬ା୨(ବ୍ୟୁରୋ)/ ବନ୍ତଳା(ଡି.ଏନ୍.ଏ) – ଓଡ଼ିଶାରୁ ଏବେ ଯିବ ନାହିଁ ବାଘୁଣୀ ‘ସୁନ୍ଦରୀ’। ସାତକୋଶିଆରେ ଥିବା ସୁନ୍ଦରୀ ବର୍ତ୍ତମାନ ମଧ୍ୟପ୍ରଦେଶର ‘କାହ୍ନା’ ଅଭୟାରଣ୍ୟକୁ ଯିବନି। କାହ୍ନା ଅଭୟାରଣ୍ୟ ଘୋରେଲାରେ ଏବେ ୨ ବାଘ ଅଛନ୍ତି। ସେଠାରେ ସୁନ୍ଦରୀକୁ ଛାଡ଼ିବାର ଥିଲା। କିନ୍ତୁ...
Archives


