କରୋନା ମୁକାବିଲା ଚିନ୍ତା: ଓଡ଼ିଶାରେ କେନ୍ଦ୍ରୀୟ ଟିମ୍; ଏସ୍ସିବିରେ କରୁଛନ୍ତି ପରିସ୍ଥିତି ଅନୁଧ୍ୟାନ
କଟକ ଅଫିସ,୬।୨: ସାରା ବିଶ୍ୱରେ ପ୍ରାଣଘାତକ କରୋନା ଭୂତାଣୁ ଆତଙ୍କ ଖେଳାଇଥିବା ବେଳେ ଭାରତର କେରଳରେ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛି। ଓଡ଼ିଶାରେ ମଧ୍ୟ କିଛି ରୋଗୀଙ୍କଠାରେ କରୋନା ଲକ୍ଷଣ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରୀୟ ଟିମ୍...
ପୋଡ଼ପଡ଼ାରେ ପୁଣି ହାତୀ ମୃତ୍ୟୁ: ମାସକର ଛୁଆକୁ ଦଳି ମାରିଦେଲେ ହାତୀପଲ
ଓଡ଼ାପଡ଼ା,୬।୨(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ସଦର ରେଞ୍ଜ୍ ପୋଡ଼ପଡ଼ା ଗ୍ରାମ ନିକଟସ୍ଥ ବେଣୁଗୁଡ଼ା ପୋଲ ନିକଟରେ ଗୁରୁବାର ଏକ ଛୁଆହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ମାସକର ଛୁଆହାତୀକୁ ହାତୀମାନେ ଦଳି ମାରି ଦେଇଥିବା ଅନୁମାନ କରାଯାଉଛି ବୋଲି ବନ ବିଭାଗ...
ରାଉରକେଲାରେ ଏସିଡ୍ ମାଡ଼: ଗୋଟିଏ ପରିବାରର ୪ ଆହତ; ଅଭିଯୁକ୍ତ ଗିରଫ
ରାଉରକେଲା ଅଫିସ,୬ା୨- ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର-ଏ ଅଞ୍ଚଳରେ ଏସିଡ୍ ମାଡ଼ରେ ଗୋଟିଏ ପରିବାରର ୪ଜଣ ଆହତ ହୋଇଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସନ୍ତୋଷ ସୋନି(୩୯)। ପୂର୍ବ ଶତ୍ରୁତାକୁ...
୫୦ ଲକ୍ଷ ଡକାୟତି ଘଟଣାର ପର୍ଦ୍ଦାଫାଶ: ମୁଖ୍ୟ ଅଭିଯୁକ୍ତ ସମେତ ୫ ଗିରଫ
ବ୍ରହ୍ମପୁର ଅଫିସ,୬।୨: ବଡ଼ବଜାର ଥାନା ପୋଲିସ ଏକ ବଡ଼ଧରଣ ଡକାୟତି ଘଟଣାର ପର୍ଦ୍ଦାଫାଶ କରିଛି । ୩ ଜଣ ପେସାଦାର ଅପରାଧୀ ଓ ୨ ଜଣ ଲୁଟ୍ ଟଙ୍କା ରଖିଥିବା ଅଭିଯୋଗରେ ବୁଧବାର ବିଳମ୍ବିତ ରାତିରେ ସେମାନଙ୍କୁ ପୋଲିସ ଗିରଫ...
ନିଖୋଜ ଶୁଭେନ୍ଦୁଙ୍କ ମୃତଦେହ ମିଳିଲା: ବ୍ୟବଚ୍ଛେଦ ପାଇଁ ଛାଡୁନାହାନ୍ତି ପରିବାରବର୍ଗ
ରାଇକିଆ,୬।୨(ଡି.ଏନ୍.ଏ.) : ଜାନୁୟାରୀ ୧୫ରୁ ନିଖୋଜ ଥିବା କନ୍ଧମାଳ ଜିଲା ରାଇକିଆ କନ୍ୟାଶ୍ରମ ସାହିର ଶୁଭେନ୍ଦୁ ମଲିକଙ୍କ ମୃତଦେହ ଗୁରୁବାର ଡଲାମାହା ପାହାଡ଼ରୁ ଉଦ୍ଧାର କରାଯାଇଛି। ସକାଳୁ ପାହାଡ଼ ନିକଟରେ ଏକ ମୃତଦେହ ପଡ଼ିଥିବା ଏବଂ ତାହା ପଚି ଗନ୍ଧ...
ଘର ତାଲା ଭାଙ୍ଗି ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ
ଢେଙ୍କିକୋଟ,୬।୨(ଡି.ଏନ୍.ଏ.) : କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଲଙ୍ଗଳକଣ୍ଟିସ୍ଥିତ ଖୁର୍ସିଦ୍ ମହମ୍ମଦଙ୍କ ଘରୁ ବୁଧବାର ରାତିରେ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସୁନାଗହଣା ଚୋରି ହୋଇଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ଖୁର୍ସିଦ୍ ଦୀର୍ଘ ୨୦ ବର୍ଷ ଧରି...
ଖାଉଟି ସାମଗ୍ରୀ ଯୋଗାଣରେ ଅନିୟମିତତା: ଡିଲର ପରିବର୍ତ୍ତନ ନେଇ ବିଡିଓଙ୍କୁ ଘେରିଲେ ରିଘାଗଡ଼ ଗ୍ରାମବାସୀ
ରାଜନଗର, ୬।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ରିଘାଗଡ଼ ଗ୍ରାମର ଡିଲର କ୍ଷୀରୋଦ ମହାରଣା ଖାଉଟି ସାମଗ୍ରୀ ଯୋଗାଇବା କ୍ଷେତ୍ରରେ ଅନିୟମିତତା, ଖାଉଟିମାନଙ୍କୁ ଦୁର୍ବବ୍ୟହାର କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ସେମାନେ ଗୁରୁବାର ରାଜନଗର ବିଡିଓଙ୍କ ଅଫିସ...
ଜଙ୍ଗଲ ଭିତରେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ: ପୋଲିସର ଛାନ୍ଭିନ
ଭବାନୀପାଟଣା,୬।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ଅନ୍ତର୍ଗତ କିଡିଙ୍ଗ ଗାଁକୁ ଲାଗିଥିବା ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଥିବାବେଳେ ପୋଲିସ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ ଚଳାଇଛି। ମୃତଦେହର ମୁଣ୍ଡ ଓ ଶରୀର ସମ୍ପୂର୍ଣ୍ଣ ପୋଡ଼ି...
ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା
ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ। ସାଇବର ଅପରାଧ, ନିଶା ଦ୍ରବ୍ୟ ଚୋରା ଚାଲାଣ ରୋକିବା, ରାଜ୍ୟ ବାହାରକୁ ଆସୁଥିବା...
୧୫ ମେଣ୍ଢା ମାରିଲା ଅଜଣା ଜନ୍ତୁ, ୮ ଗୁରୁତର
କର୍ଲାମୁଣ୍ଡା/ମ.ରାମପୁର/କେସିଙ୍ଗା(ଡି.ଏନ.ଏ) ୬।୨: କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୁଡିଙ୍ଗ ପଞ୍ଚାୟତ ଡଙ୍ଗାପଡା ଗାଁରେ ବୁଧବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ୧୫ ମେଣ୍ଢାଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ମେଣ୍ଢା ଗୁରୁତର ଥିବା ଜଣାପଡିଛି। ସୂଚନାନୁଯାୟୀ, ଡଙ୍ଗାପଡା ଗାଁର କୈଳାସ...
୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ
କୋରୁକୋଣ୍ଡା,୬।୨(ଡି.ଏନ୍.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର ରାସ୍ତା ଅବରୋଧ କରି ଚାଷୀ ଧାରଣାରେ ବସିଥିଲେ। ସେହିଭଳି ଗୁରୁବାର ସକାଳେ ଜିଲାର...
ଏସ୍ସିବିରେ ପ୍ରଥମ ସ୍ବାଇନ୍ ଫ୍ଲୁ ରୋଗୀ ଚିହ୍ନଟ
କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା...
Archives


