ଆମ ଜିଲା ଖବର

୧୪ ଶୈବପୀଠରେ ୧୪୪ ଧାରା

ଢେଙ୍କାନାଳ ଅଫିସ, ୨।୭-ଢେଙ୍କାନାଳର ସମସ୍ତ ଶୈବପୀଠରେ କାଉଡ଼ିଆଙ୍କ ଶ୍ରାବଣ ସୋମବାର ଜଳଲାଗିକୁ ନିଷେଧ କରାଯାଇଛି। ଜୁଲାଇ ୫, ୬, ୧୨, ୧୩, ୧୯, ୨୦,୨୬,୨୭, ଏବଂ ଅଗଷ୍ଟ ୨ ଓ ୩ ତାରିଖରେ କଟକଣା ସ୍ବରୂପ ଜିଲାର ପ୍ରମୁଖ ୧୪ ଶୈବପୀଠରେ…

ଛୁଟିରେ ଘରକୁ ଆସିଥିଲେ: କନେଷ୍ଟବଳଙ୍କୁ ତୀର ମାରି ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨ା୭(ସ୍ବ.ପ୍ର.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ପୁଣି ମାଓବାଦୀ ମାନେ ସକ୍ରିୟ ହୋଇଛନ୍ତି। ଜଣେ ସହକାରୀ କନଷ୍ଟେବଳଙ୍କୁ ହତ୍ୟା କରିଛନ୍ତି। ତାଙ୍କ ନାମ ସୋମାର ପୋୟାମ। ସେ ନିକଟରେ ଛୁଟିରେ ମାଥାବାଡା ଗ୍ରାମସ୍ଥିତ ନିଜ ଘରକୁ ଆସିଥିଲେ। ବୁଧବାର ରାତି…

ସ୍ବାମୀଙ୍କ ମୃତ୍ୟୁକୁ ସହି ନ ପାରି ଆତ୍ମହତ୍ୟା କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ,୨ା୭: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସୋଲେଶନ୍‌ରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ଏହାକୁ ସହି ନ ପାରି ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଏରସମା ଥାନା…

ବଦଳିଲା କଟକ ମାଲଗୋଦାମ ଖୋଲିବା ସମୟ

କଟକ ଅଫିସ,୨ା୭: କଟକ ମାଲ ଗୋଦାମ ଖୋଲିବା ଏବଂ ବନ୍ଦ ହେବା ସମୟରେ ପରିବର୍ତ୍ତନ ହୋଇଛି। ଏ ନେଇ କଟକ ବଣିକ ସଂଘ, ମାଲଗୋଦାମ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । ଗୁରୁବାର କାର୍ଯ୍ୟାଳୟ ପରିସରରେ ଚାଉଳ ବ୍ୟବସାୟୀ ସଂଘ ଏବଂ…

ଗଞ୍ଜାମରେ ଲକଡାଉନ୍‌ କଟକଣା ଉଲ୍ଲଂଘନ: ଦିନକରେ ୧ .୧୨ ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୨।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସାଙ୍ଗକୁ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଏବେ ଜିଲାରେ ବିସ୍ପୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ କଟକଣାକୁ ଜୋର୍‌ଦାର କରିଛନ୍ତି…

ଦିଗପହଣ୍ଡିରେ ଲକ୍‌ଡାଉନ କଟକଣାକୁ ବେଖାତିର୍‌: ୩ ଦୋକାନ ସିଲ୍‌ କଲା ପ୍ରଶାସନ

ଦିଗପହଣ୍ଡି,୨।୭(ଡି.ଏନ୍‌.ଏ.): କରୋନା ମହାମାରୀ ବିପର୍ଯ୍ୟୟ ସମୟରେ ପ୍ରଶାସନକୁ ସହଯୋଗର ହାତ ବଢ଼ାଇବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଣୀତ କୋଭିଡ ନିୟମକୁ ଉଲ୍ଲଂଘନ କରୁଛନ୍ତି ବ୍ୟବସାୟୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡିର ୩ଟି ଦୋକାନକୁ ସ୍ଥାନୀୟ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ…

ଜୁଲାଇ ୩୧ ପର୍ଯ୍ୟନ୍ତ ଗଞ୍ଜାମରେ ବାଇକ୍‌ ଚଳାଚଳ ନିଷେଧ

ଛତ୍ରପୁର, ୨।୬(ଡି.ଏନ୍‌.ଏ.) ଗଞ୍ଜାମ ଜିଲାରେ ଜୁଲାଇ ୩୧ ପର୍ଯ୍ୟନ୍ତ ବାଇକ ଚଳାଚଳକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। କେବଳ ମେଡିକାଲ, କୃଷି କାର୍ଯ୍ୟ ପାଇଁ ପରିଚୟପତ୍ର ଦେଖାଇ ବାଇକ ଚଳାଚଳ କରିହେବ। ଏ ନେଇ ଗୁରୁବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌କରି…

କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ରେ ପହଞ୍ଚିଲା

କେନ୍ଦୁଝର,୨ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ରେ ପହଞ୍ଚିଛି। ଆକ୍ରାନ୍ତ ଜଣଙ୍କ ହାଟଡିହି ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଛି। ସେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସାଧୀନ…

ଗଞ୍ଜାମ ଜିଲା ପ୍ରଶାସନର ଚେତାବନୀ: କୋଭିଡ-୧୯ ନିୟମ ନ ମାନିଲେ ସିଲ୍‌ ହେବ ଦୋକାନ

ଗଞ୍ଜାମ,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାରେ ଜିଲା ପ୍ରଶାସନ। ଏହିପାଇଁ ରେଶମ ସହର ବ୍ରହ୍ମପୁର ଓ ଜିଲା ସଦର ମହକୁମା ଛତ୍ରପୁରକୁ ଶଟ୍‌ଡାଉନ ଘୋଷଣା କରିଥିଲେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…

ଖୋର୍ଦ୍ଧା ପୌର କାର୍ଯ୍ୟାଳୟ ବନ୍ଦ: କର୍ମଚାରୀଙ୍କୁ ଅଫିସ ମନା

ଖୋର୍ଦ୍ଧା ଅଫିସ,୨।୭: ଖୋର୍ଦ୍ଧା ପୌର ପରିଷଦ କାର୍ଯ୍ୟଳୟର ଜଣେ କର୍ମଚାରୀ ଏବଂ ତାଙ୍କ ପୁଅ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ପ୍ରଶାସନ ପକ୍ଷରୁ ପୌର କାର୍ଯ୍ୟାଳୟକୁ ବନ୍ଦ କରାଯିବା ସହ ସାନିଟାଇଜ୍‌଼ କରାଯାଇଛି। ସମସ୍ତ କର୍ମଚାରୀଙ୍କୁ ଅଫିସ ଆସିବାକୁ ବାରଣ…

ଆଠଗଡ଼ ଡିଏସ୍‌ପିଙ୍କ ପରିବାରର ୪ଜଣଙ୍କୁ କରୋନା

ଆଠଗଡ଼,୨।୭(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧ୍ୟକ୍ଷ(ଡିଏସ୍‌ପି)ଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏବେ ଆଠଗଡ଼ ଉପକଣ୍ଠ ଅଞ୍ଚଳରୁ ଆଉ ୧୭ ପଜିଟିଭ୍‌ ଚିହ୍ନଟ ସୂଚନା ରହିଛି। ସେଥିରେ ଡିଏସ୍‌ପିଙ୍କ ପରିବାରର ୪ ସଦସ୍ୟ, ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷ…

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ୭ ଦିନ ଖମାରି ଗାଁ ଶଟ୍‌ଡାଉନ୍‌

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ଭୟରେ ଗୁରୁବାର ସ୍ଥାନୀୟ ସରପଞ୍ଚ ସନ୍ତୋଷ କୁମାର ପାତ୍ର ଜିଲାପାଳ କ୍ଷମତା ପ୍ରୟୋଗ କରିଛନ୍ତି। ସମ୍ପୂର୍ଣ୍ଣ ଗାଁକୁ ସେ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?