ଆମ ଜିଲା ଖବର

ବେଢା ଭିତରେ ହେଲା ବାହୁଡା ଯାତ୍ରା

ଧରାକୋଟ,୨ା୭(ଡି.ଏନ୍‌.ଏ.)- ଓଡ଼ିଶାର ଯେତେ ଗଡ଼ଜାତ ରାଜ୍ୟ ରହିଛି ସେଥିମଧ୍ୟରୁ ଧରାକୋଟ ଗଡ଼ର ବାହୁଡ଼ା ଯାତ୍ରା ନିଆରା। କିନ୍ତୁ ଚଳିତବର୍ଷ ମହାମାରୀ କରୋନା ପାଇଁ ଶହ ଶହ ବର୍ଷର ପରମ୍ପରା ଭାଙ୍ଗିଛି। ମନ୍ଦିର ବେଢ଼ା ଭିତରେ ସମ୍ପନ୍ନ ହୋଇଛି ଶ୍ରୀଜୀଉଙ୍କ ବାହୁଡା ଯାତ୍ରା।…

ଶିଳ୍ପାଞ୍ଚଳରେ ୬୪% କମ୍‌ ବର୍ଷା

ଯାଜପୁର ଅଫିସ୍‌, ୨।୭: ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଚଳିତ ବର୍ଷ ଜୁନରେ ସ୍ବାଭାବିକ ବର୍ଷାଠାରୁ ୬୪ ପ୍ରତିଶତ କମ ବର୍ଷା ହୋଇଛି। ଏହାସହ ସାରା ଜିଲାରେ ମଧ୍ୟ ୨୮ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି। ଓଡ଼ିଶା ରେନଫଲ ମନିଟରିଂ…

ଗୋକର୍ଣ୍ଣପୁର ପଞ୍ଚାୟତ ଓ୍ବାର୍ଡ ନଂ.୧୩ ସିଲ୍‌

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ପରେ ବୁଧବାର ସ୍ଥାନୀୟ ସରପଞ୍ଚ ମିନତୀ କୁମାରୀ ଦେବୀ ଓ୍ବାର୍ଡ ନଂ.୧୩କୁ ୭ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏନେଇ ବିଡ଼ିଓ ହଳଧର ଶବରଙ୍କୁ ସନ୍ଧ୍ୟାରେ ଜଣାଇଥିଲେ।…

ମିଳୁନି ସରକାରୀ ବିହନ, ଚାଷୀ ହଇରାଣ

କେନ୍ଦୁଝର,୨।୭ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଚାଷୀଙ୍କୁ ମିଳୁନି ସରକାରୀ ବିହନ। ଚାଷ ପାଇଁ ଚାଷୀ ଅଣ୍ଟା ଭିଡ଼ି କ୍ଷେତ ପ୍ରସ୍ତୁତ କରି ସାରିଥିବା ବେଳେ ବିହନ ମିଳୁ ନ ଥିବାରୁ ଚିନ୍ତାରେ ରହିଛନ୍ତି। ବିକ୍ରୟ କେନ୍ଦ୍ର ତଥା ଲ୍ୟାମ୍ପ୍‌ସରୁ ବିହନ ନ ପାଇ…

ତାଳଚେରକୁ ଲାଭ ମିଳିଛି: କେନ୍ଦ୍ରମନ୍ତ୍ରୀ

ଅନୁଗୋଳ ଅଫିସ୍‌, ୨।୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁ ଖଣି ଖାଦାନ ଅଞ୍ଚଳ ଅନୁଗୋଳ ଓ ତାଳଚେରକୁ ଲାଭ ମିଳୁଛି। କୋଇଲା କ୍ଷେତ୍ରରେ ସଂସ୍କାର ଅଣାଯାଇଛି। ସ୍ଥାନୀୟ ଅଞ୍ଚଳ ଓ ଅର୍ଥନୀତିର ବିକାଶ ପାଇଁ ମୋଦି ସରକାର…

ଅନୁଗୋଳ ବଜାରକୁ ଆସିଲା ନୂଆ ପଲସର ସ୍ପ୍ଲିଟ୍‌ ସିଟ୍‌

ଅନୁଗୋଳ ଅଫିସ, ୨ା୭- ନୂଆ କରି ଆସିଥିବା ବଜାଜ୍‌ ପଲସର ସ୍ପ୍ଲିଟ ସିଟ୍‌-୧୨୫ ସିସି (ବିଏସ୍‌-୬) ଅନୁଗୋଳ ବଜାରରେ ପ୍ରବେଶ କରିଛି। ସ୍ଥାନୀୟ ଯମୁନା ବଜାଜ୍‌ରେ ବିଭିନ୍ନ ଷ୍ଟାଇଲ୍‌ରେ ଏହି ଗାଡ଼ି ଉପଲବ୍ଧ ଥିବା ଯମୁନା ବଜାଜ୍‌ର ପାର୍ଟନର ଗିରିଜା ଶଙ୍କର…

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ସ୍ଥାୟୀ କୋଠାର ଭିତ୍ତିପ୍ରସ୍ତର

ବ୍ରହ୍ମପୁର ଅଫିସ,୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାପନର ୫ବର୍ଷ ପରେ ଏହାର ନିଜସ୍ବ କୋଠା ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପାଲୁରହିଲ୍‌ସ୍ଥିତ ସତଚିତ ଆନନ୍ଦ ବିହାରଠାରେ ବୁଧବାର ବିଶ୍ୱବିଦ୍ୟାଳୟର ଏକାଡେମିକ ବ୍ଲକ, ଅଡିଟୋରିୟମ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ…

ବ୍ୟାଙ୍କ କଲୋନୀକୁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଛତ୍ରପୁର,୧ା୭(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସିରେ ୬ ଦିନିଆ ଶଟ୍‌ଡାଉନ୍‌ ବଳବତ୍ତର ରହିଛି ା ବୁଧବାର ଶଟ୍‌ଡାଉନ୍‌ର ଦ୍ୱିତୀୟ ଦିବସରେ ମଧ୍ୟ ହାତଗଣତି ଔଷଧ ଦୋକାନ ଖୋଲାରହିଥିବା ବେଳେ ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା ା ଲୋକେ ଘରୁ ବାହାରି ନ ଥିବା…

ଆସିକା ପ୍ରବେଶପଥ ସିଲ୍‌

ଆସିକା,୧ା୭(ଡି.ଏନ୍‌.ଏ) ଆସିକା ସହରାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜନସମାଗମକୁ ରୋକିବା ଲକ୍ଷ୍ୟରେ ପ୍ରଶାସନ ପକ୍ଷରୁ ସହରର ମୁଖ୍ୟ ପ୍ରବେଶ ପଥକୁ ବୁଧବାର ସିଲ କରାଯାଇଛି ା ବସଷ୍ଟାଣ୍ଡରୁ ସହର ମଧ୍ୟକୁ ଆସୁଥିବା ବସଷ୍ଟାଣ୍ଡ ସଂଲଗ୍ନ ଖମ୍ବେଶ୍ୱରୀ ଗେଟ, କୁମ୍ଭାର…

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଯାଇ ବାପାଙ୍କୁ ମୁଖାଗ୍ନି ଦେଲେ ପୁଅ

ଦିଗପହଣ୍ଡି,୧୭ା୭(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମର ସୀମାଞ୍ଚଳ ସେଠୀ ରାଜ୍ୟ ବାହାରୁ ଫେରି ୧୦ଦିନ ହେଲା ଗ୍ରାମ ସଙ୍ଗରୋଧ କେନ୍ଦ୍ରରେ ରହୁଛନ୍ତି। ବୁଧବାର ବାପା ବିଶ୍ୱନାଥ ସେଠୀଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ମୃତ୍ୟୁ ହୋଇଥିଲା। ସମିତିସଭ୍ୟ ପ୍ରତିନିଧି ପି. ବାଲାଜୀ…

ବାହାର ଦେଶକୁ କରୁଥିଲେ ବଜ୍ରକାପ୍ତା ଚୋରାଚାଲାଣ: ବନ୍ଧା ହେଲେ ପ୍ରଧାନଶିକ୍ଷକ

ଖୁଣ୍ଟୁଣୀ,୧ା୭(ଡି.ଏନ୍‌.ଏ)-ଆଠଗଡ଼ ବନଖଣ୍ଡରେ ବଜ୍ରକାପ୍ତା ଚୋରାଚାଲାଣ ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଖୁଣ୍ଟୁଣୀ ବନାଞ୍ଚଳ ପକ୍ଷରୁ ଗିରଫ କରାଯାଇ ବୁଧବାର କୋର୍ଟଚାଲାଣ କରାଯାଇଛି। ସେ ହେଲେ ବଡ଼ମ୍ବା ଥାନା ଗୋପପୁରର ଶ୍ୟାମସୁନ୍ଦର ବେହେରା। ସେ ଚୌଦ୍ୱାର ଥାନା ଅନ୍ତର୍ଗତ କୟଳପଡ଼ା ୟୁପି ସ୍କୁଲରେ ପ୍ରଧାନଶିକ୍ଷକ…

ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ

ପୁରୀ ଅଫିସ,୧।୭-ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିଛନ୍ତି ତିନିଠାକୁର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ଶେଷ ହୋଇଛି ବାହୁଡା ଯାତ୍ରା। ସେବାୟତମାନେ ତିନି ରଥରେ ତିନି ଠାକୁରଙ୍କୁ ଟାଣି ଟାଣି ଆଣିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?