ବସ୍-ଟ୍ରକ୍ ମୁହାଁମୁହିଁ: ଚାଲିଗଲା ୬ ଜଣଙ୍କ ଜୀବନ
ବଣାଇ,୨୫ା୯(ପ୍ରଦୀପ ତ୍ରିପାଠୀ): ଗୁରୁବାର ସକାଳୁ ରାଉରକେଲାରୁ କୋଇଡ଼ା ଅଭିମୁଖେ ଯାଉଥିବା ଲିଙ୍ଗରାଜ ନାମକ ଯାତ୍ରୀବାହୀ ବସ୍ ରଙ୍ଗ ରୁଟ୍ରେ ଯାଇ ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ୧୦…
ବ୍ୟବସାୟୀଙ୍କ ଘରୁ ଜବତ ହେଲା ଟ୍ରିପ୍ ଟ୍ରିପ୍ ବିସ୍ଫୋରକ ବାଣ
ଜୟପାଟଣା,୨୫ା୯(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ପୋଲିସ ଓ ଜୟପାଟଣା ପୋଲିସର ମିଳିତ ଅପରେଶନରେ ମିଳିଛି ବଡ଼ ସଫଳତା। ଜୟପାଟଣା ଜନୈକ ବ୍ୟବସାୟୀ ବଜରଙ୍ଗ ଅଗ୍ରଓ୍ବାଲଙ୍କ ଘରୁ ପୁଳାପୁଳା ବାଣ ଜବତ କରାଯାଇଛି। କଳାହାଣ୍ଡି ଏସ୍ପି ନାଗରାଜ ଦେବର କୋଣ୍ଡାଙ୍କ ସ୍ବତନ୍ତ୍ର ଟିମ୍…
ମାଛ ତରକାରୀ ଖାଇଥିଲେ ଯାଆଁଳା ଭାଇ, ଜଣଙ୍କ ଜୀବନ ଗଲା, ଆଉ ଜଣେ…
ବାସୁଦେବପୁର,୨୫ା୯(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବରଣ୍ଡୁଆ ପଞ୍ଚାୟତର ନଟାପଢ଼ା ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ବୁଧବାର ମାଛ ତରକାରୀ ଖାଇଥିବା ଦୁଇ ଯାଆଁଳା ଭାଇଙ୍କ ମଧ୍ୟରୁ ଗୁରୁବାର ସକାଳେ ସୁଜିତ ବନ୍ଧ(୩) ନାମକ ଶିଶୁପୁତ୍ରର…
ପାଗଳ କୁକୁର ଆତଙ୍କ: ବୁଲି ବୁଲି ୮ ଜଣଙ୍କୁ କାମୁଡ଼ିଲା, ଆଉ ତା’ପରେ..
ବଣାଇ,୨୫।୯(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ଼ ଜିଲା ବଣାଇ ଶୁଣ୍ଢୀକୋଣ ଅଞ୍ଚଳରେ ଏକ ପାଗଳ କୁକୁର ବୁଲି ବୁଲି ଅଞ୍ଚଳରେ ପ୍ରାୟ ୮ ଜଣଙ୍କୁ କାମୁଡିଥିବାବେଳେ ସମସ୍ତେ ଖଣ୍ଡିଆଖାବରା ହୋଇ ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପରେ ସମସ୍ତଙ୍କୁ କୁକୁର କାମୁଡା ଇଞ୍ଜେକସନ ଦିଆଯାଇଥିବା…
ନଦୀକୂଳରେ ୨ ବିଶାଳକାୟ କୁମ୍ଭୀର, ଲୋକେ ଛାନିଆ
ବଲାଙ୍ଗୀର,୨୫ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଟିଟିଲାଗଡ଼ର ଉନ୍ଦେର ନଦୀକୂଳରେ ୨ଟି କୁମ୍ଭୀର ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସୁଗନାଭଟା ଓ ସିଲୁଆ ଗାଁ ମଝି ନିକଟ ନଦୀକୂଳରେ ଏହି ୨ଟି କୁମ୍ଭୀର ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ। ଏହା ପରେ…
ହଠାତ୍ ହରଭଙ୍ଗୀ ଡ୍ୟାମ ଭିତରକୁ ପଶିଗଲା କଣ୍ଟେନର: ଆଉ ତା’ପରେ..
ମୋହନା,୨୫।୯୨୫(ମନ୍ମଥ ମିଶ୍ର): ରାୟଗଡାରୁ ବ୍ରହ୍ମପୁର ଯାଉଥିଲା କଣ୍ଟେନର। ବିଳମ୍ବିତ ରାତିରେ ଡ୍ୟାମରେ ବୁଡିଗଲା। ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର। ଏଭଳି ଘଟଣା ଘଟିଛି ଗଜପତି ଜିଲା ଅଡବା ଥାନା ହରଭଙ୍ଗୀ ଡ୍ୟାମ ଅଡାପଙ୍କା ଗ୍ରାମ ନିକଟରେ l ଗତ ବିଳମ୍ବିତ ରାତିରେ ଡ୍ରାଇଭର…
ଯୌତୁକ ପାଇଁ ବଧୂ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ
ଦେବଗଡ଼,୨୫।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମଲାରବାହାଳ ଗ୍ରାମରେ ଯୌତୁକ ପାଇଁ ବଧୂ ହତ୍ୟା ମାମଲାର ବିଚାର କରି ଜିଲା ତଥା ଦୌରାଜଜ ଦେବାଶିଷ ରାଉତ ଅଭିଯୁକ୍ତ ସ୍ବାମୀ ଯୋଗେଶ୍ୱର ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିବା ବେଳେ ଶାଶୁ ଏବଂ…
ଲଘୁଚାପ ବର୍ଷା, ବରଗଡ଼ରେ ଅବସ୍ଥା ବେହାଲ
ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିଲା। ଏହି ଲଘୁଚାପଜନିତ ବର୍ଷାରେ ଜିଲାର ଗାଁଠୁ ସହର ସବୁଆଡେ ଜଳମଗ୍ନ ହୋଇ ପଡିଥିଲା। ଏଥିରେ ଜିଲାର ଗ୍ରାମାଞ୍ଚଳ ସହିତ ସହରାଞ୍ଚଳ ମୁଖ୍ୟତଃ ଅଧିକ ପ୍ରଭାବିତ ହୋଇଥିଲା। ବରଗଡ଼…
ତିଖାଲି ଡେମରୁ ବନ୍ୟା ଜଳ ନିଷ୍କାସନ
ଖଡ଼ିଆଳ,୨୫।୯.(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲ୍ଲା ଖଡ଼ିଆଳ ଲୋୟର ଇନ୍ଦ୍ର ଜଳ ସେଚନର ପ୍ରକଳ୍ପର ତିଖାଲି ଡ୍ୟାମର ଦ୍ୱିତୀୟ ବନ୍ୟା ଜଳ ସୁନ୍ଦର ନଦୀରେ ନିଷ୍କାସନ ହୋଇଛି। ଲାଗିରହିଥିବା ଲଘୁଚାପ ଜନିତ ବର୍ଷାକୁ ଆକଳନ କରି ତିଖାଲି ଡ୍ୟାମରେ ପାଣି…
ଦୀର୍ଘ ବର୍ଷର ସ୍ବପ୍ନ ହେବ ପୂରଣ: ଭଇଁରୀଗୁଡା-ବାଗଡୁଙ୍ଗରୀ ହାତୀ ନଦୀ ଉପରେ ହେବ ପୋଲ
ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡା-ବାଗଡୁଙ୍ଗରୀ ଗ୍ରାମବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେବାକୁ ଯାଉଛି। କାରଣ ଏହି ୨ ଗାଁ ମଧ୍ୟରେ ଥିବା ହାତୀ ନଦୀରେ ଏକ ସୁଉଚ୍ଚ ପୋଲ ନିର୍ମାଣ କରିବା ନେଇ ରାଜ୍ୟ…
ନାରାୟଣପାଟଣାରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା :୨ ମୃତ, ୩ ଗୁରୁତର
କୋରାପୁଟ,୨୫।୯(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣାରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଗୁରୁତର ହୋଇଛନ୍ତି। ୩ ଗୁରୁତରଙ୍କୁ ପ୍ରଥେମେ ନାରାୟସନପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ତାଙ୍କ ଅବସ୍ଥା…
ବୀରମହାରାଜପୁରରେ ମାଇନ୍ସ ବିଭାଗର ଚଢ଼ାଉ, ୧୫ ଶହ ଟନର ଧଳା ପଥର ଜବତ
ଅମରପାଲି,୨୫।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ଧଳା ପଥର ଖଣି ରେ ଗତ ତିନି ଦିନ ହେଲା ମାଇନ୍ସ ବିଭାଗର ବଡ଼ ଧରଣର ଚଢ଼ାଉ ହେଉଛି। ବୁଧୁବାର ସଂଧ୍ୟା ପର୍ଯ୍ୟନ୍ତ ପ୍ରାୟ ୧୫ ଶହ…
Archives


