କାମ ନ କରି ଆସିଛି ଟଙ୍କା, ବିଡିଓଙ୍କୁ ଅଭିଯୋଗ
କନିଷି,୫ା୨(ଡି.ଏନ.ଏ.) -ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କୋଳଥିଗାଁ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ମାଧ୍ୟମରେ ଅର୍ଥ ହରିଲୁଟ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଜଣେ ଜବ୍କାର୍ଡଧାରୀ ବିଡିଓଙ୍କୁ ଅଭିଯୋଗ କରିଛନ୍ତି।...
ଶ୍ୱଶୁରଙ୍କ ପ୍ରେରଣାରୁ ହେଉଛି ଅଙ୍ଗଦାନ
ଦିଗପହଣ୍ଡି,୫ା୨(ଡି.ଏନ.ଏ.)-ସଡ଼କ ଦୁର୍ଘଟଣାରେ ଆହତ ଦିଗପହଣ୍ଡି ରାଣୀ ସାହିର ପ୍ରିୟଙ୍କା ରାଣୀ ରାଜୁ (୨୬) ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁବରଣ କରିଛନ୍ତି। ଶ୍ୱଶୁର ଓ ସ୍ବାମୀଙ୍କ ସହମତିରେ ପ୍ରିୟଙ୍କାଙ୍କ ଦୁଇଟି କିଡ୍ନୀ ଓ ଚକ୍ଷୁ ଦାନ କରାଯାଇଛି। ମୃତଦେହ ବ୍ୟବଚ୍ଛେଦ...
ଠାକୁର, ଉନ୍ନୟନ କାର୍ଯ୍ୟ ନାଁରେ ଜଙ୍ଗଲ ଲୁଟ୍: ପଦା ହେବାରେ ଲାଗିଛି ନୟାଗଡ଼ ବନଖଣ୍ଡ
ନୟାଗଡ଼ ଅଫିସ, ୫ା୨(ଲୋକନାଥ ମିଶ୍ର): ଜଙ୍ଗଲ ଲୁଟିବାର ନୂଆ ତରିକା ଆପଣାଇଛନ୍ତି ଅସାଧୁ ବ୍ୟବସାୟୀ। ଠାକୁର ଓ ଉନ୍ନୟନ କାର୍ଯ୍ୟ ବାହାନାରେ ସେମାନେ ଜଙ୍ଗଲରୁ ଗଛ କାଟି ବ୍ୟବସାୟ ଚଳାଇଛନ୍ତି। ଫଳରେ ନୟାଗଡ଼ ବନଖଣ୍ଡର ବିଭିନ୍ନ ଜଙ୍ଗଲ ପଦା ହେବାରେ...
୮୧ କେନ୍ଦ୍ରରେ ପରୀକ୍ଷା ଦେବେ ୧୫ ହଜାର ଛାତ୍ରୀଛାତ୍ର
ଜଗତ୍ସିଂହପୁର ଅଫିସ୍,୫ା୨: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷହେବ। ଏନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଚଳିତବର୍ଷ ଜଗତ୍ସିଂହପୁର ଜିଲାର...
ତହସିଲ କାର୍ଯ୍ୟାଳୟରେ ପୂର୍ବତନ ଏମ୍ପିଙ୍କ ଧାରଣା: କାଠ ବୋଝେଇ ଟ୍ରାକ୍ଟର ଜବତକୁ ବିରୋଧ
କୁଜଙ୍ଗ,୫ା୨(ଡି.ଏନ.ଏ.): ଏକ କାଠ ବୋଝେଇ ଟ୍ରାକ୍ଟରକୁ କୁଜଙ୍ଗ ପୋଲିସ ଜାନୁୟାରୀ ୨୬ରେ ଜବତ କରିଥିଲା। ତେବେ ଏହାକୁ ବେଆଇନ ଦର୍ଶାଇ ପୂର୍ବତନ ଏମ୍ପି ତଥା ଭାଜପା ନେତା ବିଭୂପ୍ରସାଦ ତରାଇ ଓ ତାଙ୍କ ସମର୍ଥକ ମଙ୍ଗଳବାର କୁଜଙ୍ଗ ତହସିଲ କାର୍ଯ୍ୟାଳୟରେ...
ପୁନରୁଦ୍ଧାର ହେବ କମାରଯୋଡା ପୋଖରୀ
ଯୋଡ଼ା, ୫।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକା ଅନ୍ତର୍ଗତ ୧୧ ନଂ ଓ୍ବାର୍ଡ କମାରଯୋଡା ବାଂଶପାଣିଠାରେ ଠାରେ ଥିବା କମାରଯୋଡା ପୋଖରୀର ପୁନରୁଦ୍ଧାର କରିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରବିବାର କମାରଯୋଡାଠାରେ ଯୋଡା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି...
ହାର ମାନିନାହାନ୍ତି କ୍ୟାନସର ପୀଡ଼ିତା ଦମ୍ପତି
କେନ୍ଦୁଝର, ୫ା୨ (ସ୍ବ.ପ୍ର.)-କେନ୍ଦୁଝର ସହରର ପବିତ୍ରଡିହା ସାହିରେ ରହୁଛନ୍ତି ଗୋପାଲ ଶର୍ମା(୬୪) ଙ୍କ ପରିବାର ା ବେଶ ଖୁସିରେ ତିନି ଝିଅ, ଜଣେ ପୁଅ ଓ ସ୍ତ୍ରୀ ସହିତ ଚଳିଆସୁଥିଲେ। ଗୋପାଳ ସ୍ଥାନୀୟ ଗାନ୍ଧୀ ଛକ ନିକଟରେ ଏକ ଛୋଟ...
ଅତିରିକ୍ତ ତହସିଲଦାର, ଆର୍ଆଇଙ୍କୁ ଆକ୍ରମଣ ଘଟଣା: ୨୧ ଜଣଙ୍କ ନାମରେ ମାମଲା ରୁଜୁ
ଭଣ୍ଡାରିପୋଖରୀ, ୫ା୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବେଆଇନ ବାଲି ଚୋରାଚାଲାଣ ରୋକିବାକୁ ଉଦ୍ୟମ କରି ମଞ୍ଜୁରିରୋଡ଼ ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଓ ଆର୍ଆଇ ରାମନାରାୟଣ ସାମଲ ବାଲିମାଫିଆଙ୍କ...
ଶୁଖିଲା ପଡିଛି ନଦୀ ଗର୍ଭ
ଧାମନଗର, ୫ା୨(ଡି.ଏନ.ଏ.)-ଧାମନଗର ବ୍ଲକରେ ନଦୀସଂସ୍କାର ଯୋଜନାରେ ସରକାର କୋଟିକୋଟି ଟଙ୍କା ବ୍ୟୟକରି ପୋତି ହୋଇ ପଡିଥିବା ବିଭିନ୍ନ ନଦୀର ସଂସ୍କାର କାର୍ଯ୍ୟ ହୋଇ ଚାଷୀମାନଙ୍କ ମନରେ ହସ ଫୁଟାଇଥିଲା। ପ୍ରଥମରୁ ଏହାକୁ ଚାଷୀକୂଳ ସ୍ବାଗତ କରିଥିବାବେଳେ ବର୍ତ୍ତମାନ ବର୍ଷା ଏବଂ...
ଦନ୍ତା ଆକ୍ରମଣରେ ଦୁଇ ଆହତ
ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି ଗ୍ରାମର ଲକ୍ଷ୍ମୀ ଟୁଡୁ ଓ କାପୁରା ହେମ୍ବ୍ରମ ା ବନବିଭାଗ ପକ୍ଷରୁ ଆହତମାନଙ୍କୁ...
ବିଦ୍ୟୁତ୍ ଖୁଣ୍ଟ , ଗଛ ନ ଉଠିବାରୁ ଧାରଣା
ବେତନଟୀ, ୫ା୨(ଡି.ଏନ୍.ଏ.)- ବେତନଟୀ ବଜାରରେ ନୂତନ ରାସ୍ତା ନିର୍ମାଣ ଚାଲିଥିବା ବେଳେ ବିଦ୍ୟୁତ୍ ଖୁଣ୍ଟ ଓ ଗଛ ନ ଉଠିବାରୁ ବେତନଟୀ ସିଭିଲ୍ ସୋସାଇଟି ସଂଗଠନ ପକ୍ଷରୁ ବଙ୍ଗଳାଛକ ନିକଟ ପୂର୍ତ୍ତ ବିଭାଗ ଫାଟକ ସମ୍ମୁଖରେ ମଙ୍ଗଳବାର ଧାରଣା ଦିଆଯାଇଥିଲା।...
୮୦ ବର୍ଷୀୟା ମହିଳାଙ୍କୁୁ ମିଳୁନି ଭତ୍ତା
ବଡ଼ସାହି,୫ା୨(ସ୍ବ.ପ୍ର)-୩୦ ବର୍ଷ ତଳେ ସ୍ବାମୀ ଆର ପାରିକୁ ଚାଲି ଗଲେଣି। ବୟସ ୮୦ ଛୁଇଁଲାଣି ା ଅଣ୍ଟାରେ ବଳ ନ ଥିବା ବେଳେ ଚାଲିବାକୁ ଅକ୍ଷମ ା ଏପରି ସ୍ଥଳେ ଆତ୍ମୀୟ ମୁହଁ ଫେରାଇ ନେଇ ଥିବାରୁ କେବଳ ନାତି...
Archives


