ଆମ ଜିଲା ଖବର

ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି। ମଙ୍ଗଳବାର ଏନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତି। ନାବାଳିକା ବଳାତ୍କାର ମାମଲାର…

ଶୋଷ ମେଣ୍ଟାଉଛି ଚୂଆପାଣି

ବାଲିଗୁଡ଼ା,୧ା୭(ଡି.ଏନ୍‌.ଏ.)- ଆଜିବି ଅନେକ ଅଞ୍ଚଳ ରହିଛି ଯେଉଁଠି ପାଣି ଟୋପେ ପାଇଁ ଡହଳବିକଳ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଗୁହାରି ପରେ ମଧ୍ୟ ସମସ୍ୟା ସୁଧୁରୁନି। କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାଟାଗୁଡ଼ା ଗ୍ରାମ ପଞ୍ଚାୟତ ସବାରକିଆ ଗାଁ ରେ ଦେଖିବାକୁ ମିଳିଛି…

ନୂଆ ନିର୍ଦ୍ଦେଶନାମା ଜାରି କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧ା୭ (ଡି.ଏନ୍‌.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଅନ୍‌ଲକ୍‌-୨ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ମଙ୍ଗଳବାରଠାରୁ ଏହା କାର୍ଯ୍ୟକାରୀ ହେବ। ଏହି କ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଧ୍ୟ କେତେକ ନିର୍ଦ୍ଦେଶନାମା ମଙ୍ଗଳବାର ଜାରି କରିଛନ୍ତି। ବୁଧବାରଠାରୁ ଜିଲାର ସମସ୍ତ…

କରୋନା ଭୟ, ମିଳିଲାନି କାନ୍ଧ

କବିସୂର୍ଯ୍ୟନଗର,୧ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଲୋକେ ମଧ୍ୟ ଭୟଭୀତ ହୋଇଗଲେଣି। କରୋନା ଭୟରେ ମୃତଦେହକୁ କାନ୍ଧ ଦେବାକୁ ଆସିଲେନି ଆତ୍ମୀୟସ୍ବଜନ। ଶେଷରେ ପ୍ରଶାସନର ହସ୍ତକ୍ଷେପ ପରେ ପରିବାର ଲୋକେ ଜେସିବିରେ ଗାତଖୋଳି ମୃତଦେହ ପୋତି…

ବାପା, ମା’ ଛେଉଣ୍ଡ ଯୁବତୀଙ୍କ ବାହାଘର କଲେ ଗ୍ରାମବାସୀ

ଦିଗପହଣ୍ଡି,୧ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଜଣେ ବାପା, ମା’ ଛେଉଣ୍ଡ ଯୁବତୀ ଜ୍ୟୋତି ସାହୁଙ୍କୁ ମଙ୍ଗଳବାର ଗ୍ରାମବାସୀ ବିବାହ କରାଇଛନ୍ତି। ବିବାହ ପାଇଁ ଗ୍ରାମବାସୀ ଆବଶ୍ୟକ ସହାୟତା ସହ ଘର କରଣା ସାମଗ୍ରୀ ମଧ୍ୟ ଦେଇଛନ୍ତି। ବିବାହ କାର୍ଯ୍ୟ ପାଇଁ…

କୋଭିଡ୍‌ ନିୟମ ନମାନି ଭୋଜି, ସଙ୍ଗରୋଧ କେନ୍ଦ୍ରରେ ବଣ୍ଟାହେଲା ଖାଦ୍ୟ

ଦିଗପହଣ୍ଡି,୧ା୭(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କୋଟିନଡା ପଞ୍ଚାୟତ ସିଦ୍ଧଖଣ୍ଡି ଗ୍ରାମରେ ମଙ୍ଗଳବାର ସରକାରଙ୍କ କୋଭିଡ-୧୯ ନିୟମ ଉଲ୍ଲଂଘନ କରି ବିବାହ ଭୋଜି ଚାଲିଥିବାବେଳେ ତହସିଲ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଚଢାଉ କରିଥିଲା। ହଣ୍ଡାହାଣ୍ଡି ଜବତ କରିବା ସହ ଜବତ ରନ୍ଧାଖାଦ୍ୟ ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟ…

କୋଭିଡ୍‌ ଗାଡିରେ ଅରଗୁଣା କନ୍ଦା ଚୋରାଚାଲାଣ

ଭଞ୍ଜନଗର,୧ା୭(ଡି.ଏନ.ଏ)- କୋଭିଡ୍‌ ପାଇଁ ଔଷଧ ନେବାଆଣିବାରେ ବ୍ୟବହୃତ ଏକ ଟ୍ରକରେ ବେନିୟମ ଭାବେ ଅରଗୁଣା କନ୍ଦା ଚୋରା ଚାଲାଣ ହେଉଥିଲା। ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କର୍ମଚାରୀ ସୋମବାର ରାତିରେ ଟ୍ରକଟିକୁ ଜବତ କରିଛନ୍ତି। ସେଥିରୁ ୧୮୦ ବସ୍ତା…

ଆରମ୍ଭ ହେଲା ଯୁକ୍ତ ୩ ମୂଲ୍ୟାଙ୍କନ

ଭଞ୍ଜନଗର୩୦।୬(ଡି.ଏନ.ଏ)- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ଠାରୁ ଯୁକ୍ତ୩ ଷଷ୍ଠ ସେମିଷ୍ଟାର ପରୀକ୍ଷା ଖାତାର ମୂଲ୍ୟାଙ୍କନ ଆରମ୍ଭ ହୋଇଛି। ଏଥିସହ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଆଉ ୫ ସ୍ଥାନରେ ମଧ୍ୟ ମୂଲ୍ୟାଙ୍କନ ପ୍ରକ୍ରିୟା…

ପ୍ରବାସୀ ଓଡ଼ିଆଙ୍କ ରାସ୍ତାରୋକୋ

ବୁଗୁଡ଼ା,୩୦ା୬(ଡି.ଏନ୍‌.ଏ.)- ବୁଗୁଡ଼ା ବ୍ଲକ ବିରଞ୍ଚତ୍ପୁର ପଞ୍ଚାୟତର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ଅବଧି ପୂରଣ କରି ଘରକୁ ଫେରିଥିବା ପ୍ରବାସୀ ଓଡ଼ିଆ ସହାୟତା ରାଶି ଦାବିରେ ମଙ୍ଗଳବାର ବିରଞ୍ଚତ୍ପୁର ମୁଖ୍ୟରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ପ୍ରାୟ ୪ ଘଣ୍ଟା କାଳ ରାସ୍ତାରୋକ…

ଆଜି ରାତିରୁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୩୦।୬: ବାହୁଡ଼ା ଯାତ୍ରା ପାଇଁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ କରାଯାଇଛି। ମଙ୍ଗଳବାର ରାତି ୯ଟାରୁ ୨ ତାରିଖ ରାତି ୧୧ଟା ୩୦ ପର୍ଯ୍ୟନ୍ତ ପୁରୀକୁ ବସ୍‌, ଟ୍ରେନ୍‌ ଆଦି ଚଳାଚଳ ବନ୍ଦ ରହିବ। ପୁରୀକୁ ସାଧାରଣ ଲୋକ…

ଦୈନିକ ୨ଥର ପୋଷାକ, ମାସ୍କ ବଦଳାନ୍ତୁ ସରକାରୀ ଅଧିକାରୀ-କର୍ମଚାରୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୩୦।୬(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିରୁ ଅଧିକାଂଶ ସରକାରୀ, କର୍ମଚାରୀ ରହିଥିବାକୁ ନେଇ ପ୍ରଶାସନର ଚିନ୍ତା ବଢିଛି। କୋଭିଡ ପରିଚାଳନା ଓ ଉକ୍ତ ସମ୍ପର୍କୀୟ ଏକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏକ ବୈଠକ…

ଶିିକୁଳା ଗ୍ରାମକୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଶିକୁଳା ଗ୍ରାମରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ପ୍ରଶାସନ ପକ୍ଷରୁ ଚିହ୍ନଟ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ନେଇ ଗଞ୍ଜାମ ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?