ଚିଲିକାରେ ୧୪୨ ମାଛଧରା ଡଙ୍ଗା ଯାଞ୍ଚ
ବାଲୁଗାଁ, ୫-୨(ଡି.ଏନ.ଏ.):ଚିଲିକାରେ ଡଙ୍ଗାବୁଡ଼ି ଘଟଣା ପରେ ପ୍ରଶାସନର ଚେତା ପଶିଛି। ଅସୁରକ୍ଷିତ ଭାବେ ଯାତ୍ରୀ ପରିବହନ କରୁଥିବା ମାଛଧରା ଓ ଯାତ୍ରୀବାହୀ ଡଙ୍ଗା ଯାଞ୍ଚ ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଏକ ଟାସ୍କଫୋର୍ସ ଟିମ୍ ଗଠନ କରାଯାଇଛି। ଏହି...
ଆହତ ମହିଳାଙ୍କୁ ଡାକ୍ତରଖାନା ନେଲେ ମନ୍ତ୍ରୀ
ସଇଁତଲା, ୫-୨ (ଡି.ଏନ.ଏ.):ମଙ୍ଗଳବାର ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଷାଣ୍ଡପାଲି ଛକରେ ବାଇକରୁ ପଡ଼ି ଜଣେ ମହିଳା ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଟିଟିଲାଗଡ଼ ବିଧାୟିକା ତଥା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ...
ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ
ନବରଙ୍ଗପୁର,୫-୨(ବି.ପ୍ର.):ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ସ୍ପେଶାଲ ଟ୍ରାକ କୋର୍ଟ ଜଜ୍ ମନୋରଞ୍ଜନ ଦାଶ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୫ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ୨୦୧୮ ଅଗଷ୍ଟ...
ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ
ସମ୍ବଲପୁର, ୫-୨ (ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ଆନ୍ଦୋଳନ ଜାରି ରହିଛି। ହେଲେ ଆଇନଜୀବୀମାନେ ଆନ୍ଦୋଳନ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ...
ଚୁଆପାଣି ପିଉଛନ୍ତି କାଣ୍ଡସିଲିବାସୀ
ଟିକିରି,୫ା୨(ଡି.ଏନ୍.ଏ.) – ରାୟଗଡ଼ା ଜିଲା କାଶୀପୁର ବ୍ଲକ ପୋଡାପାଡି ପଞ୍ଚାୟତରେ ରହିଛି କାଣ୍ଡସିଲି ଗ୍ରାମ ା ଏଠାରେ ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହେଉଛନ୍ତି ା ତେଣୁ ଚୁଆ ପାଣି ଉପରେ ନିର୍ଭର କରିବାକୁ ପଡ଼ୁଛି ା...
ସାମାଜିକ ବାସଁଦ୍ ଲାଗି ଅଟ୍କିଛେ ବାପର ଶୁଧିକାଯ୍
ବିନିକା, ୫।୨ (ଡି.ଏନ୍.ଏ)- ଆଏଜ୍କାର ବୈଜ୍ଞାନିକ୍ ଯୁଗ୍ରେ ମୁନୁଷ୍ ପୃଥିବୀରୁ ଯାଇ ଚନ୍ଦ୍ରରେ ପାଦ୍ ଥାପି ସାଏଲାନ। ହେଲେ ବି ଆମର ସମାଜରେ ଅନେକ୍ ଲୋକ୍ ଫୁକାଝରା, ଗୁନିଗାରେଡ଼ି, ସାମାଜିକ ବାସଁଦ୍ ଲେଖେଁ କୁସଂସ୍କାରରେ ବୁଡ଼ି ରହିଛନ୍। ଏନ୍ତା ଗୁଟେ...
ଧନସରାରେ ଭୀମା ବିହା ସଂଗେ ବାଲିଯାତ୍ରା ଉଦ୍ଯାପିତ
କୋକସରା,୫।୨(ଡି.ଏନ୍.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଁଚେତ୍ ଧନସରାରେ ଗଲା ୩ ମାସ ଧରି ପାଲିତ ହେଇଥିବାର ବାଲିଯାତ୍ରା ମାଘ ମାସ ଉକିଆ ଦଶମୀ ମଙ୍ଗଳବାର ଦିନ ଉଦ୍ଯାପିତ ହେଇଯାଇଛେ। ଇ ଯାତ୍ରାଟା ଧନସରାର ମା’ଲଙ୍କେଶ୍ୱରୀ ଗଁା ପୂଜା...
୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି
ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ସର୍ବକ୍ଷମା ଯୋଜନା(ଆମନେଷ୍ଟି ସ୍କିମ)ର ଅବଧିକୁ ଆଉ ୧୫ ଦିନ ବୃଦ୍ଧି କରିଛନ୍ତି। ଅର୍ଥାତ୍...
ମାର୍ଚ୍ଚ ୫ରୁ ମାଲ୍ୟଗିରି ମହୋତ୍ସବ
ପାଲଲହଡା,୫।୨(ଡି.ଏନ.ଏ.) – ପାଲଲହଡ଼ା ଉପଖଣ୍ଡରେ ପୁଣିଥରେ ଆରମ୍ଭ ହେବ ମାଲ୍ୟଗିରି ମହୋତ୍ସବ। ଆସନ୍ତା ମାର୍ଚ୍ଚ ୫ ରୁ ୯ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ। ଏ ନେଇ ମତଗଣନା କେନ୍ଦ୍ରଠାରେ ସୋମବାର ଏକ ପ୍ରସ୍ତୁତି ବୈଠକ ଉପଜିଲାପାଳ ଅଜିତ...
ପୂର୍ତ୍ତ ରାସ୍ତା କାମ ତଦାରଖ କଲେ ମନ୍ତ୍ରୀ
ଭୁବନ, ୫।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗରଠାରୁ ଯାଜପୁର ଜିଲା ଡୁବୁରୀକୁ ଗମନାଗମନ ସୁଗମ କରିବାକୁ ରେଙ୍ଗାଳି ବାମ କେନାଲ ପାର୍ଶ୍ୱରେ ନିର୍ମାଣ ଚାଲିଛି ପୂର୍ତ୍ତ ବିଭାଗ ରାସ୍ତା। ଖଣି, ଇସ୍ପାତ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର...
ବେଆଇନ ଇଟାଭାଟିରେ ବୁଲିଲା ଜେସିବି
ପରଜଙ୍ଗ, ୫।୨ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ପକ୍ଷରୁ କୁଆଲୋ ରାଜସ୍ବ ସର୍କଲରେ ଗଢ଼ିଉଠିଥିବା ବେଆଇନ ଇଟାଭାଟି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରିବେଶ ନିୟମ ଉଲ୍ଲଂଘନ କରି ବ୍ରାହ୍ମଣୀ ନଦୀ ଅବବାହିକାରେ ଥିବା ଉକ୍ତ...
ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ବିଜୁଳି
ଢେଙ୍କାନାଳ ଅଫିସ, ୫।୨- ଢେଙ୍କାନାଳ ସର୍କିଟ୍ ହାଉସ୍ ପରିସରରେ ମଙ୍ଗଳବାର ଓଡ଼ିଶା ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୧୦ ପକ୍ଷରୁ ଜିଲା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଶକ୍ତି ଏବଂ ଅବକାରୀ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କମିଟି ଅଧ୍ୟକ୍ଷ ବିଧାୟକ...
Archives


