୧୮ରେ ଆନ୍ଦୋଳନ କରିବ ଜିଲା କଂଗ୍ରେସ
କେନ୍ଦ୍ରାପଡା ଅଫିସ, ୫।୨:କେନ୍ଦ୍ରାପଡା ଜିଲା ସ୍ବାସ୍ଥ୍ୟସେବାର ବିକାଶ ପାଇଁ ମେଡିକାଲ କଲେଜ ପ୍ରତିଷ୍ଠା ଆବଶ୍ୟକ। ଏହି ଦାବିରେ ଆସନ୍ତା ୧୮ ତାରିଖରେ ଜିଲା କଂଗ୍ରେସ ପକ୍ଷରୁ ଆନ୍ଦୋଳନ ହେବ। ସହରର କଜଳାସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ...
ଡାକ୍ତରଖାନା ପରିଦର୍ଶନ, ଉନ୍ନୟନ କାର୍ଯ୍ୟ ସମୀକ୍ଷା
ପାଲଲହଡା,୫।୨(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଦିନିକିଆ ପାଲଲହଡା ଗସ୍ତରେ ଆସି ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ ସହ ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ କାର୍ଯ୍ୟ ବୁଲି...
ବ୍ୟବଚ୍ଛେଦ ଗୃହରୁ କାଜୁଆଲଟି
ଅନୁଗୋଳ ଅଫିସ୍, ୫।୨ – ଗୁରୁତର ଅବସ୍ଥାରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଅଣାଯାଇଥିବା ଜଣେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିଲେ ବି ପରିବାର ଲୋକେ ମହିଳାଜଣକ ବଞ୍ଚିଥିବା ଭାବି ୨ଥର...
୭ରୁ ଭିତରକନିକା ମହୋତ୍ସବ: ପ୍ରସ୍ତୁତି କାର୍ଯ୍ୟର ସ୍ଥିତି ପରଖିଲେ ଜିଲାପାଳ
ଋାଜନଗର, ୫।୨ (ଡି.ଏନ୍.ଏ.):ଆସନ୍ତା ୭ ତାରିଖରୁ ରାଜନଗର-ଭିତରକନିକା ମୁଖ୍ୟରାସ୍ତା ପାର୍ଶ୍ୱ ନଳିତାପାଟିଆଠାରେ ପ୍ରଥମ କରି ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ରାଜ୍ୟ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ତରଫରୁ ଏହି ୩ ଦିନିଆ ମହୋତ୍ସବ ଆୟୋଜନ କରାଯାଉଛି।...
ମଧ୍ୟାହ୍ନଭୋଜନ ଚାଉଳରେ ମୂଷାଲଣ୍ଡି
ଦାରିଙ୍ଗବାଡ଼ି,୫।୨(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ହାଇସ୍କୁଲରେ ଅଷ୍ଟମରୁ ଦଶମ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ମାତ୍ର ସର୍ବଶିକ୍ଷା ଅଭିଯାନ ପକ୍ଷରୁ କେବଳ ଅଷ୍ଟମର ୧୫୦ ଜଣ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିବାବେଳେ ହଷ୍ଟେଲରେ ୧୦୦ ଛାତ୍ରୀଙ୍କୁ ନିୟମ ପ୍ରକାରେ ଖାଇବା ମିଳୁଛି।...
କାଗଜପତ୍ରରେ ଚାଲିଛି ଧାନକିଣା:ଚାଉଳ ରିସାଇକ୍ଲିଂ କରିବାକୁ ସଜବାଜ
ଯାଜପୁର ଅଫିସ,୫ା୨- ଯାଜପୁର ଜିଲାରେ ମଙ୍ଗଳବାର ସୁଦ୍ଧା ୧୩୪ ପ୍ୟାକ୍ସ ଜରିଆରେ ୫,୯୩,୨୫୭ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ଏଥିରେ ୧୨ଜଣ ମିଲର୍ସ ଭାଗ ନେଇଛନ୍ତି । ତେବେ ଏଥିରୁ ଲକ୍ଷାଧିକ କୁଇଣ୍ଟାଲ ପରିମାଣର ଧାନ କାଗଜପତ୍ରରେ ସଂଗ୍ରହ ଚାଲିଛି।...
ନିଶାସକ୍ତ ସହକାରୀ ଶିକ୍ଷକ ନିଲମ୍ବିତ
ଫିରିଙ୍ଗିଆ, ୫ା୨-ମଦ୍ୟପାନ କରି ବିଦ୍ୟାଳୟକୁ ଯିବା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଅଞ୍ଚଳର ଜଣେ ସହକାରୀ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗର ବଳିଷ୍ଠ ପ୍ରମାଣକୁ ଭିତ୍ତିକରି ବ୍ଲକ ଶିକ୍ଷାଧିକାରୀ (ବିଇଓ) ନିଲମ୍ବିତ କରିଛନ୍ତି। ନିଲମ୍ବିତ ଶିକ୍ଷକ...
ବାଇକ ଧକ୍କାରେ କୃଷ୍ଣସାର ମୃତ
ବୁଗୁଡା,୫ା୨(ଡି.ଏନ୍.ଏ.):ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ଜିଲିବା ରାସ୍ତାରେ ମଙ୍ଗଳବାର ରାତି ପ୍ରା ୮ଟାରେ ବାଇକ ଧକ୍କାରେ ଏକ କୃଷ୍ଣସାର ମୃଗର ମୃତ୍ୟୁ ହୋଇଛି। ବାଇକ ଆରୋହୀ ଜଣକ ବଡଖୋଲରୁ ବେଲଗୁଣ୍ଠା ଯାଉଥିବାବେଳେ ଜିଲିବା ନିକଟରେ ରାସ୍ତାପାର ହେଉଥିବା କୃଷ୍ଣସାରକୁ ଧକ୍କା ଦେଇଥିଲା।...
କଳିଙ୍ଗନଗର, ଜାରକା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ: ସ୍ଥାନୀୟ ନିଯୁକ୍ତିକୁ ନିୟନ୍ତ୍ରଣ କରୁଛନ୍ତି ରାଜନେତା
ଯାଜପୁର ଅଫିସ,୫ା୨:ନବେ ଦଶକରେ ସ୍ଥାନୀୟ ନିଯୁକ୍ତି ଆଶାରେ କଳିଙ୍ଗନଗରବାସୀ ବିଭିନ୍ନ ଶିଳ୍ପାନୁଷ୍ଠାନକୁ ସ୍ବାଗତ କରିଥିଲେ। କିନ୍ତୁ ଶିଳ୍ପରେ ନିଯୁକ୍ତିର ବାସ୍ତବ ଚିତ୍ର ଓଲଟା ହୋଇଛି। ସମ୍ପ୍ରତି ସ୍ଥାନୀୟ ନିଯୁକ୍ତି ସମେତ କେତେକ କାରଖାନାରେ ଠିକାକାର୍ଯ୍ୟ, ପରିବହନ ଆଦି ନିର୍ବାଚିତ ଜନ...
ସଚେତନ ହେଲେ କର୍କଟ ରୋଗକୁ ଦୂରେଇ ହେବ
ବ୍ରହ୍ମପୁର ଅଫିସ,୫ା୨-କର୍କଟ ରୋଗର ଅରୋଗ୍ୟ ସମ୍ଭବ। ପ୍ରାୟ ୪୦ରୁ ୫୦ ପ୍ରତିଶତ କର୍କଟରୋଗର ସମ୍ପୂର୍ଣ୍ଣ ଆରୋଗ୍ୟ ବର୍ତ୍ତମାନ ସମ୍ଭବ ହୋଇପାରୁଛି। ସାରା ବିଶ୍ୱରେ ପ୍ରତି ମିନିଟରେ ୧୭ ଜଣ କର୍କଟ ରୋଗରେ ମୃତ୍ୟୁ ମୁଖରେ ପଡୁଛନ୍ତି। ପ୍ରଥମିକ ଅବସ୍ଥାରେ କର୍କଟ...
ଯାଜପୁରରୋଡ-ଧାମରା ରେଳପଥ ନିର୍ମାଣ ଦାବି
ଯାଜପୁର ଅଫିସ,୫ା୨: ସମ୍ପ୍ରତି ପାର୍ଲାମେଣ୍ଟରେ ୨୦୨୦-୨୧ ପାଇଁ ଆଗତ ବଜେଟରେ ଯାଜପୁରରୋଡ-ଧାମରା(ଭାୟା ଯାଜପୁର ଟାଉନ ଓ ଆରଡି) ରେଳପଥ ନିର୍ମାଣ ପାଇଁ ଘୋଷଣା କରାଯାଇ ନ ଥିବାରୁ ଉଦ୍ବେଗ ପ୍ରକାଶ ପାଇଛି। ବଜେଟରେ ସଂଶୋଧନ ଆଣି ଏହି ରେଳପଥ ନିର୍ମାଣକୁ...
ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ, ଭିଡିଓ ଭାଇରାଲ
ଦିଗପହଣ୍ଡି,୫ା୨(ଡି.ଏନ.ଏ.) -ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗଁାର ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ଭାଇରାଲ ପରେ ତାଙ୍କ ବାହାଘର ଭାଙ୍ଗିଯାଇଛି। ଅଭିଯୋଗ ପରେ ଘଟଣାରେ ସମ୍ପୃକ୍ତ ତାଙ୍କ ସହପାଠୀ ତଥା ପ୍ରେମିକ ରତ୍ନାକର...
Archives


