ଆମ ଜିଲା ଖବର

ସାନ ଭାଇ ଠେଙ୍ଗା ମାଡ଼ରେ ମଝିଆ ଭାଇର ଜୀବନଗଲା

ନିରାକାରପୁର,୩୦।୬(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରୀ ମଝିଆ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାମାନ୍ୟ ବଚସାରୁ ସାନ ଭାଇର ଠେଙ୍ଗା ମାଡ଼ରେ ମଝିଆ ଭାଇର ମୃତ୍ୟୁ ଘଟିଛି। ମୁତକ ହେଲେ ବିଜୟ ଅଧିକାରୀ (୩୦)।…

ଛତ୍ରପୁର ୬ ଦିନିଆ ଶଟ୍‌ଡାଉନ: ହେବ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିକୁ ୬ ଦିନ ସମ୍ପୂର୍ଣ୍ଣ ଶଟ୍‌ଡାଉନ କରାଯାଇଛି। ମଙ୍ଗଳବାର ପ୍ରଥମ ଦିନରେ ଛତ୍ରପୁର ସହର ଖାଁ ଖାଁ ଦେଖିବାକୁ ମିଳୁଛି। କେବଳ ଔଷଧ ଦୋକାନ ବ୍ୟତିତ ଅନ୍ୟ ସବୁ ଦୋକାନ ବନ୍ଦ ରହିଛଇ।…

ଆସନ୍ତା ୨ ସୁଦ୍ଧା ସରିବ ଶ୍ରୀମନ୍ଦିର ଗର୍ଭଗୃତ ମରାମତି କାମ: ଏଏସ୍‌ଆଇ

ପୁରୀ ଅଫିସ, ୩୦।୬: ଶ୍ରୀମନ୍ଦିର ଭିତରେ କୌଣସି ପ୍ରକାର ବିପଦ ନାହିଁ। ବିଶେଷଜ୍ଞମାନଙ୍କ ଯାଞ୍ଚ ପରେ ଯେଉଁସବୁ କାମ କରାଯିବା ଲାଗି ନିଷ୍ପତ୍ତି ହୋଇଥିଲା ତାହା କରାଯାଉଛି। ଏଏସ୍‌ଆଇ ଓ ପୂର୍ତ୍ତବିଭାଗ ମରାମତି କାର୍ଯ୍ୟ କରୁଛନ୍ତି। ଆସନ୍ତା ୨ ତାରିଖ ସୁଦ୍ଧା…

ଦିବ୍ୟ କୃପା ଲାଭରୁ ବଞ୍ଚିିତ ହେବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୬: ଆଷାଢ ଶୁକ୍ଳ ଦ୍ୱିତୀୟାଠାରୁ ଆରମ୍ଭ ହୋଇଥିବା ଶୀଗୁଣ୍ଡିଚା ଯାତ୍ରାର ଅଷ୍ଟମ ଦିବସ ତଥା ନବମୀ ତିଥିରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କର ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହୋଇଥାଏ। ଯିବା ଦିନ ଓ ଆସିବା ଦିନକୁ ଛାଡ଼ି ଏକ ସପ୍ତାହ ପର୍ଯ୍ୟନ୍ତ…

ଥାନାରେ ନାବାଳିକାଙ୍କୁ ରଖି ବଳାତ୍କାର ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୩୦।୬: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ନାବାଳିକାଙ୍କୁ ରଖି ଥାନା ଅଧିକାରୀ ବଳାତ୍କାର କରିବା ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ। ମଙ୍ଗଳବାର ଏନେଇ ଡିଜିପିଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘଟଣାକୁ ନେଇ…

ହସ୍ପିଟାଲରେ ବଢୁଛି ସଂକ୍ରମଣ

କଟକ ଅଫିସ,୩୦।୬: ରୋଗୀଙ୍କୁ ଆରୋଗ୍ୟ କରୁଥିବା ହସ୍ପିଟାଲରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କେବଳ ରୋଗୀ ନୁହନ୍ତି, କରୋନା ଯୋଦ୍ଧା ମଧ୍ୟ କରୋନା ସଂକ୍ରମଣର ଶିକାର ହେଉଛନ୍ତି। ସୋମବାର ଗୋଟିଏ ଦିନରେ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ…

ଜୁଲାଇ ଶେଷରେ ମାଟ୍ରିକ୍‌ ପରୀକ୍ଷା ଫଳ

କଟକ ଅଫିସ,୩୦।୬: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜୁନ ୩୦ରେ ଖାତାଦେଖା ଶେଷ ହେବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ବର୍ତ୍ତମାନ ସ୍ଥିତିରେ ଅଧିକାଂଶ ମୂଲ୍ୟାୟନ…

ସକାଳ ୮ରେ ପହଣ୍ଡି, ମଧ୍ୟାହ୍ନରେ ରଥଟଣା

ପୁରୀ ଅଫିସ, ୩୦।୬: ଆସନ୍ତା ୧ତାରିଖରେ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ଶେଷ କରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋର ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ ପ୍ରକାଶ କରାଯାଇଛି। ଏବର୍ଷ…

୪୧ ବର୍ଷ ପରେ ବି ବିଦ୍ୟାଳୟକୁ ନାହିଁ ରାସ୍ତା

ଚମ୍ପୁଆ, ୩୦।୬ (ଡି.ଏନ.ଏ.) – ଦୀର୍ଘ ୪୧ ବର୍ଷ ପରେବି ବିଦ୍ୟାଳୟକୁ ରାସ୍ତା ନ ଥିବା ପରିତାପର ବିଷୟ ପାଲଟିଛି। ଦେଶର ଭବିଷ୍ୟତ ନିର୍ମାଣ କରୁଥିବା ଏହି ବିଦ୍ୟାଳୟ ପ୍ରତି ନା ପଡୁଛି ଏନଏସିର ନଜର ନା ପଡୁଛି ଶିକ୍ଷାବିଭାଗର ନଜର।…

ସଂକ୍ରମଣ ବଢ଼ିବା ଆଶଙ୍କା: ପଶ୍ଚିମବଙ୍ଗ ମିସ୍ତ୍ରୀଙ୍କ ଉପରେ ନଜର ରଖିବ ଓ୍ବାଚ୍‌ କମିଟି

ବାଙ୍ଗିରିପୋଷି,୩୦ା୬(ଡି.ଏନ୍‌.ଏ.): ପଶ୍ଚିମବଙ୍ଗର ମୁର୍ଶୀଦାବାଦ ଅଞ୍ଚଳରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳକୁ ଲୁଚାଛପାରେ ଆସି ମିସ୍ତ୍ରୀ କାମ କରୁଥିବା ଲୋକଙ୍କ ପାଇଁ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା ସୃଷ୍ଟି ହୋଇଛି। ଏଥିରେ ରୋକ୍‌ ଲଗାଇବା ପାଇଁ ପ୍ରଶାସନ ତତ୍ପର ହୋଇଛି। ସୋମବାର…

ଅଧାପନ୍ତରିଆ ରାସ୍ତାକୁ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୩୦।୬-ବାଲେଶ୍ୱର ସହରର ବିଭିନ୍ନ ମୁଖ୍ୟ ରାସ୍ତା ସହ ଅନେକ ରାସ୍ତା ନିର୍ମାଣ ଅଧପନ୍ତରିଆ ଅବସ୍ଥାରେ ରହିଛି। ମରାମତି ଓ ନବୀକରଣ ପାଇଁ ରାସ୍ତାକଡ଼ରେ ବାଲି, ମେଟାଲ, ଚିପ୍ସ ପଡ଼ି ରହୁଥିବାରୁ ଟ୍ରାଫିକ୍‌ ଜାମ୍‌ ଭଳି ପରିସ୍ଥିତି ସୃଷ୍ଟି ହେଉଛି।…

କଳାଧାନକୁ କରୋନା କାଳ

ଭୁବନ, ୩୦।୬ ରୋଗୀଙ୍କ ପାଇଁ ମହୌଷଧୀ କଳାଧାନରୁ ପ୍ରସ୍ତୁତ ଚାଉଳ। ଚାହିଦା ବି କିଛି କମ୍‌ ନୁହେଁ। ତେଣୁ କିଛିବର୍ଷ ହେଲା ପ୍ରୟୋଗାତ୍ମକ ଭାବେ ରାଜ୍ୟର ଚାଷୀମାନେ ଏହି କିସମର ଧାନ ଚାଷକୁ ଗୁରୁତ୍ୱ ଦେଉଛନ୍ତି। ହେଲେ ସ୍ବତନ୍ତ୍ର ବଜାର ସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?