ଆମ ଜିଲା ଖବର

୧୩୯ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯ରେ ପହଞ୍ଚିଛି। ଚିହ୍ନଟ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ସେମାନଙ୍କୁ କେନ୍ଦୁଝର କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ…

କ୍ୟୁ ନେଟ ଠକେଇ ମାମଲା: ୩ ଅଭିଯୁକ୍ତଙ୍କ ଜାମିନ ଖାରଜ

କଟକ ଅଫିସ,୨୯।୬: କ୍ୟୁ ନେଟ ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ୩ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଏହି କମ୍ପାନୀର ପ୍ରମୋଟର ଶରତ କୁମାର ପରିଡା, ଦେବବ୍ରତ ହରିଚନ୍ଦନ ଏବଂ ଚନ୍ଦନ ମହାଳିକ। ବିଚାରପତି…

ସିଡିଏ ସେକ୍ଟର-୯ରେ ଜଣେ କରୋନା ପଜିଟିଭ ଚିହ୍ନଟ: ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

କଟକ ଅଫିସ,୨୯।୬: କଟକ ସହରର ସିଡିଏ ସେକ୍ଟର-୯ରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଗ୍ନିଶମ ବିଭାଗର ସହଯୋଗରେ…

ଗଞ୍ଜାମରେ ଆଉ ୨ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଛତ୍ରପୁର,୨୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଜିଲାରେ ଜଣଙ୍କ ପରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି। ସୋମବାର ଜିଲାରେ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ…

ଯାଜପୁରରେ ସାଧାରଣ ଲୋକଙ୍କୁ ଅଫିସ ମନା

ଯାଜପୁର ଅଫିସ, ୨୯।୬: ଗତ ଦୁଇ ଦିନରେ ଯାଜପୁର ଜିଲାରେ ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିରେ ଜିଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ ରହିଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲାର…

ବାଳସୁଧାର ଗୃହରେ ଆତ୍ମହତ୍ୟା କଲେ ଅନ୍ତେବାସୀ

ବ୍ରହ୍ମପୁର ଅଫିସ,୨୯ା୬ : ସବୁବେଳେ ଚର୍ଚ୍ଚାରେ ରହିଆସୁଥିବା ଗଞ୍ଜାମ ଜିଲା ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଥିବା ଜଣେ ଅନ୍ତେବାସୀ ରବିବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଏନେଇ ଥାନାଧିକାରୀ ଶାରଦା ପ୍ରସନ୍ନ ଦାସ ସୋମବାର ସୂଚନା ଦେଇଛନ୍ତି। ଅନ୍ତେବାସୀ ଜଣକ…

ବରଗଡ଼ରେ ୩ ଅଙ୍ଗନଓ୍ବାଡ଼ି କର୍ମୀ, ଜଣେ ଆଶାକର୍ମୀଙ୍କ ସମେତ ୧୦ କରୋନା ଆକ୍ରାନ୍ତ

ବରଗଡ଼ ଅଫିସ,୨୯ା୬: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ କଟାପାଲି ଗ୍ରାମର। ସେମାନଙ୍କ ମଧ୍ୟରେ ୩ ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଜଣେ ଆଶାକର୍ମୀ ରହିଛନ୍ତି। ଆକ୍ରାନ୍ତମାନଙ୍କୁ ବରଗଡ଼ କୋଭିଡ୍‌…

ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୯।୬: ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକ ଜିଲାରୁ ଅଛନ୍ତି ୭ଜଣ। ଏମାନଙ୍କ ମଧ୍ୟରେ କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ ପଜିଟିଭ ରହିଛନ୍ତି। ୪ ରୋଗୀ କରୋନା ପଜିଟିଭ…

ସାହାରପଡ଼ାରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା: ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଛୁଇଁଲା

ପାଟଣା,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୋମବାର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ୨ ଜଣ…

୬ ଦିନ ଶଟ୍‌ଡାଉନ୍‌ ଛତ୍ରପୁର ଏନ୍‌ଏସି

ଛତ୍ରପୁର,୨୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିକି ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା ଜଣାପଡ଼ିଛି। ଏନେଇ ପ୍ରଶାସନର ଚିନ୍ତାବଢ଼ିଛି। ଏହାକୁ ପ୍ରତିରୋଧ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ଏନ୍‌ଏସିରେ ମଙ୍ଗଳବାରଠାରୁ ୫ ତାରିଖ…

କଟକରେ ୨ ନର୍ସ କରୋନା ପଜିଟିଭ ଚିହ୍ନଟ: ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚିଲା

କଟକ ଅଫିସ,୨୯।୬: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ସୁଦ୍ଧା ୩୭ରେ ପହଞ୍ଚିଛି। ରବିବାର ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ପ୍ରତିଷ୍ଠାନର ୨ ଜଣ ନର୍ସ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ୨୪ ବର୍ଷୀୟା ମହିଳା ନର୍ସ…

ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ପଡ଼ିଲା ମହଙ୍ଗା: ଜେଟିପି ନିଲମ୍ବିତ

ପୁରୀ ଅଫିସ, ୨୯।୬: ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ(ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ସେ ହେଲେ ଜେଟିପି ସୁଦର୍ଶନ ସାହୁ। ମହାପ୍ରଭୁ ଏବେ ଆଡ଼ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?