ପୁଣି ୩୨ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନୋଟିସ
ଦାରିଙ୍ଗବାଡ,୪।୫(ଡି.ଏନ.ଏ)- ଲକ୍ଡାଉନ ପରେ ସମସ୍ତ ବିଦ୍ୟାଳୟ ସମେତ ଅଙ୍ଗନାୱାଡ଼ିକେନ୍ଦ୍ର, କଲେଜ ଆଦିକୁ ସରକାର ଛୁଟି ଘୋଷଣା କରିଥିଲେ। ମାତ୍ର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ହେଡକ୍ୱାଟରରେ ରହିବାକୁ ନିର୍ଦ୍ଦେଶ ରହିଥିଲା। ଏହାକୁ ଅବମାନନା କରି ଦାରିଙ୍ଗବାଡିରେ ଚାକିରି କରିଥିବା ଗଞ୍ଜାମ, ଖୋର୍ଦ୍ଦା, ନୟାଗଡ ଆଦି…
ସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନ
ଜୟପୁର,୪ା୫(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ କୋଭିଡ୍ ହସ୍ପିିଟାଲ ପରିଦର୍ଶନ କରିଛନ୍ତି ସଚିବ ଭି. ଭି ଯାଦବ। ସଚିବ ଯାଦବ ହସ୍ପିିଟାଲରେ ପହଞ୍ଚି ଉପସ୍ଥିତ ଜିଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରି ସମୀକ୍ଷା କରିଥିଲେ। ୧୫୦ବେଡ୍ ବିଶିଷ୍ଟ ଏହି ହସ୍ପିିଟାଲକୁ ପରିଦର୍ଶନ କରିବା…
ରାସ୍ତା କଡରେ ରାତି କଟାଇଲେ ସୁରଟ ଫେରନ୍ତା
ପୁରୁଷୋତ୍ତମପୁର,୪ା୫(ଡି.ଏନ୍.ଏ.)- ସୁରଟରୁ ୫୬ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍ ରବିବାର ରାତି ପ୍ରାୟ ୧୧ଟାରେ ପୁରୁଷୋତ୍ତମପୁରରେ ପହଞ୍ଚତ୍ଥିଲା। ମାତ୍ର ଏମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନେବାଲାଗି ବ୍ଲକ ପ୍ରଶାସନର ଦେଖା ମିଳି ନ ଥିଲା। ବସ୍ରୁ ଓହ୍ଲାଇ ବାହାରେ ବୁଲୁଥିବାରୁ ତହସିଲଦାର…
୯ କୁଇଣ୍ଟାଲ ୯୭ କେଜି ଗଞ୍ଜେଇ ଜବତ
ବୈପାରିଗୁଡ଼ା,୪ା୫(ଡି.ଏନ୍.ଏ.): ବୈପାରିଗୁଡା ପୋଲିସ ସୋମବାର ବାତିରିପୁଟ ଛକରୁ ୯କୁଇଣ୍ଟାଲ ୯୭କେଜି ଗଞ୍ଜେଇ ସହ ଏକ ଟ୍ରକ୍ ଜବତ କରିଛି। ଏ ନେଇ ବୈପାରିଗୁଡ଼ା ଥାନାରେ ଏକ ମାମଲା (ନଂ.୬୭/୨୦) ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଏକ ଟ୍ରକ୍(ଓଆର-୧୦ଜେ-୮୮୯୭) ଟାଙ୍ଗିଣିଗୁଡା ପଟୁ ବୈପାରିଗୁଡା…
କ୍ୱାରାଣ୍ଟାଇନ୍ କେନ୍ଦ୍ର ବୁଲି ଦେଖିଲେ ଆରକ୍ଷୀ ଉପ ମହାନିର୍ଦ୍ଦେଶକ
ପଟ୍ଟାଙ୍ଗି,୪ା୫(ଡି.ଏନ୍.ଏ.): କରୋନା ଲକ୍ଡାଉନ ଯୋଗୁ ବିଭିନ୍ନ ରାଜ୍ୟର ଲୋକେ ଓ ଛାତ୍ରୀଛାତ୍ର ଅନ୍ୟ ରାଜ୍ୟରେ ଫସିରହିଛନ୍ତି। ଏବେ ଏମାନଙ୍କୁ ନିଜ ରାଜ୍ୟକୁ ଫେରାଇ ନେବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହିକ୍ରମରେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର ଆନ୍ଧ୍ର ସୀମାନ୍ତ ସୁଙ୍କି…
ତେଲଙ୍ଗାନାରୁ ଫେରିଲେ ୩୬ ଶ୍ରମିକ
ଡାବୁଗାଁ,୪ା୫(ଡି.ଏନ୍.ଏ.): ତେଲଙ୍ଗାନାରୁ ୩୬ ଶ୍ରମିକ ଆସି ରବିବାର ସନ୍ଧ୍ୟାରେ ନବରଙ୍ଗପୁର ଜିଲା ଡାବୁଗାଁରେ ପହଞ୍ଚିଛନ୍ତି। ଡାବୁଗାଁ ବ୍ଲକ୍ ଅଧୀନ ଜବାଗୁଡ଼ା, ବୋରିଗାଁ ଓ ବଡ଼ଓଲମା ପଞ୍ଚାୟତର ବିଭିନ୍ନ ଗ୍ରାମରୁ ୩୬ ଶ୍ରମିକ ତେଲଙ୍ଗାନା ରାଜ୍ୟର ଗୋଦାବରୀ ଜିଲାରେ କାମ କରୁଥିଲେ। ଲକ୍ଡାଉନ୍…
ସୀମାନ୍ତ ଚେକ୍ ପଏଣ୍ଟ ପରିଦର୍ଶନ କଲେ ଜିଲାପାଳ
ରାୟଗଡ଼ା ଅଫିସ,୪ା୫: ଆନ୍ଧ୍ର ପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ ଆନ୍ଧ୍ର-ଓଡ଼ିଶା ସୀମାରେ କଟକଣାକୁ କଡ଼ାକଡ଼ି କରାଯାଇଛି। ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା ରବିବାର ରାତିରେ ସୀମାନ୍ତ କେରେଡ଼ା ଚେକ୍ ପଏଣ୍ଟ ପରିଦର୍ଶନ କରି ପରିସ୍ଥିତି ଅନୁଧ୍ୟାନ…
‘ଜୀବନ ଦେବୁ ପଛେ ପରମ୍ପରା ବନ୍ଦ କରାଇ ଦେବୁନି’
ପୁରୀ ଅଫିସ, ୪ା୫: ଶହ ଶହ ବର୍ଷ ଧରି ଶ୍ରୀକ୍ଷେତ୍ରରେ ପାଳିତ ହୋଇଆସୁଛି ଯମୁନା ଗାଧୁଆ ପରମ୍ପରା। ମାତ୍ର ଏହାକୁ ବନ୍ଦ କରିବା ଲାଗି ପ୍ରଶାସନିକ ଷଡ଼ଯନ୍ତ୍ର ହେଉଛି ବୋଲି ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହାକୁ ବିରୋଧକରି ସୋମବାର ଅଞ୍ଚଳବାସୀ…
କଟକଣା ମାନି ରଥଯାତ୍ରା ଆୟୋଜନ ହେଉ
ପୁରୀ ଅଫିସ, ୪ା୫: ମହାମାରୀ କରୋନା ପାଇଁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଏଭଳି ସ୍ଥିତିରେ ପୁଣିଥରେ ରଥଯାତ୍ରାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କରୋନା ପାଇଁ ରଥଯାତ୍ରା…
ଗରିବଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ
କୋଣାର୍କ,୪।୫(ଡି.ଏନ.ଏ.): କୋଣାର୍କ ଏନଏଏସି ଅଧିନସ୍ଥ ୧୧ନଂ ୱାର୍ଡ ନଳକଣ କେଳା ସାହିଠାରେ କୋଣାର୍କ ସାମ୍ବାଦିକ ସଂଘ ଓ ଗୋପ ମହିଳା ମହାସଂଘ ମିଳିତ ଆନୁକୂଲ୍ୟରେ ଗରିବଙ୍କୁ ମାସ୍କ ସହ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଲକଡାଉନ ଯୋଗୁ ଖାଦ୍ୟ ପାଉ ନ…
ମାସ୍କ ନ ପିନ୍ଧି ୬୦ଜଣ ଦେଲେ ଜରିମାନା
କୋଣାର୍କ,୪।୫(ଡି.ଏନ.ଏ.): କରୋନା ଲାଗି ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିବାବେଳେ ଏହାକୁ ଅବମାନନା କରିଥିବାରୁ ସୋମବାର କୋଣାର୍କର ୬୦ଜଣଙ୍କ ଜରିମାନା ଦେଇଛନ୍ତି। ଗୋପ ତହସିଲଦାର ପୃଥ୍ବୀରାଜ ମଣ୍ଡଳ, କୋଣାର୍କ ଏନଏସି ନିର୍ବାହୀ ଅଧିକାରୀ ଏମ. ଶ୍ରୀନିବାସ ଓ କୋଣାର୍କ ଥାନା ଅଧିକାରୀ ରଂଜନ…
ପିପିଲିରେ ଖୋଲିଲା କୋଭିଡ୍ ଶେଡ, ସମୀକ୍ଷା କଲେ ମନ୍ତ୍ରୀ
ପିପିଲି,୪।୫(ସ୍ବ.ପ୍ର.): ପିପିଲିର ସ୍ଥାନୀୟ ଏକ ଇଞ୍ଜିନିୟରିଂ କଲେଜରେ ପ୍ରବାସୀମାନଙ୍କ ପାଇଁ ପୁରୀ ଜିଲା ଅଭ୍ୟର୍ଥନା କକ୍ଷ(କୋଭିଡ ଶେଡ) ଖୋଲାଯାଇଛି। ପୁରୀକୁ ପ୍ରବାସୀଙ୍କୁ ନେଇ ଆସୁଥିବା ପ୍ରତ୍ୟେକ ବସକୁ ଏଠାରେ ଅଟକା ଯାଇ ଚେକିଠ କରାଯିବ। ଜିଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ଏଠାରେ…
Archives


