ଆମ ଜିଲା ଖବର

୧୩୨ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ୨୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨ରେ ପହଞ୍ଚିଛି। ଚିହ୍ନଟ ୨୫ ଜଣଙ୍କ ମଧ୍ୟରୁ ବଡବିଲ ଅଞ୍ଚଳରୁ ଗୋଟିଏ ଲୋକାଲ କେସ ରହିଛି। ସେ ଭୁବନେଶ୍ୱରର ଏକ…

ଗୋଟିଏ ପରିବାରର ୩ ଭାଇଙ୍କୁ କରୋନା: ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବୁଗୁଡ଼ା,୨୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଏ. କରଡ଼ାବାଡ଼ି ପଞ୍ଚାୟତ ଅନ୍ତର୍ଗତ ସୋରଡ଼ ଗ୍ରାମରେ ରବିବାରଠାରୁ ଆସନ୍ତା ଶନିବାର ପର୍ଯ୍ୟନ୍ତ ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ଖଦାଳୀ ପ୍ରଧାନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। କାରଣ ସୋରଡ଼ ଗ୍ରାମରେ ଗୋଟିଏ ପରିବାରର…

ପାଟଣାରେ ପୁଣି ୨ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଲା

ପାଟଣା,୨୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତର ଜଣେ ୧୯ ବର୍ଷୀୟ ଯୁବକ ଓ ବୁଢ଼ୀକାପୁଡ଼ି ପଞ୍ଚାୟତର ଜଣେ ୧୮ ବର୍ଷୀୟ ଯୁବକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର…

ବରଗଡ଼ରେ ପୁଣି ୧୮ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଞ୍ଚିଲା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି ଗ୍ରାମର ସର୍ବାଧିକ ୧୫ଜଣ ରହିଥିବା ବେଳେ ପଦ୍ମପୁର ପୌରାଞ୍ଚଳର ୨ଜଣ ଏବଂ ଅମ୍ବାଭୋନା ବ୍ଲକର ଜଣେ…

ଭଦ୍ରକରେ ୨୨୭ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୨୮।୬: ଭଦ୍ରକ ଜିଲାରେ ରବିବାର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୨୨୭ ଛୁଇଁଛି। ଚିହ୍ନଟ ବ୍ୟକ୍ତି ଜଣକ ସଙ୍ଘରୋଧ କେନ୍ଦ୍ରରୁ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ମୋଟ…

ଗଞ୍ଜାମରେ ଆଉ ଏକ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ଛତ୍ରପୁର,୨୮।୬(ଡି.ଏନ.ଏ.): ଗଞ୍ଜାମ ଜିଲାରେ ରବିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ମୃତକ ଜଣକ ଜିଲାର ୭୫ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନ୍‌ଶନ ଏବଂ ମଧୁମେହ…

କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ

ଚିତ୍ରକୋଣ୍ଡା,୨୮।୬(ଡି.ଏନ୍‌.ଏ.)- କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଚିତ୍ରକୋଣ୍ଡା ଗ୍ରାମ ପଞ୍ଚାୟତ ଅଞ୍ଚଳରେ। ମୃତକ ହେଲେ ଉକ୍ତ ପଞ୍ଚାୟତ ଅନ୍ତର୍ଭୁକ୍ତ ଜଲାସାହିର ଅର୍ଜୁନ ମାଝୀଙ୍କର ପୁଅ…

ଗଞ୍ଜାମରେ ପୁଣି ୭୬ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧କୁ ବୃଦ୍ଧି

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି…

ରଥର ଦକ୍ଷିଣମୋଡ଼ ଆରମ୍ଭ

ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧ ତାରିଖ ବାହୁଡ଼ା ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ବାହୁଡ଼ାଯାତ୍ରାର ପ୍ରସ୍ତୁତି ଆରମ୍ଭ…

ହୀରାକୁଦ ଡ୍ୟାମର ୧୫ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ଜଳ

ସମ୍ବଲପୁର,୨୮ା୬(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ୧୫ଟି ଗେଟ୍‌ ଦେଇ ରବିବାର ଜଳ ନିଷ୍କାସିତ ହେଉଛି । ବାମପାର୍ଶ୍ୱର ୧୦ ଓ ଡାହାଣପାର୍ଶ୍ୱର ୫ ସ୍ଲୁାଇସ୍‌ ଗେଟ୍‌ ମୋଟ ୧୫ ଗେଟ୍‌ ଖୋଲାଯାଇଛି। ଜଳସ୍ତର ୬୧୨.୨୭ ଘନ ଫୁଟ ରହିଛି । ହୀରାକୁଦ…

ପୁଣି ଅଶାନ୍ତ ସ୍ବାଭିମାନ ଅଞ୍ଚଳ: ଗୋରାସେତୁଠାରେ ପ୍ରଜାମେଳି

କୋରୁକୋଣ୍ଡା,୨୮ା୬(ଡି.ଏନ୍‌.ଏ.): ପୁଣି ଅଶାନ୍ତ ହୋଇଉଠିଛି ସ୍ବାଭିମାନ ଅଞ୍ଚଳ। ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଦିନକୁ ଦିନ ଦାନା ବାନ୍ଧୁଛି ସରକାର ତଥା ବିଏସ୍‌ଏଫ୍‌ ବିରୋଧୀ ସ୍ବର। ସ୍ବାଭିମାନ ଅଞ୍ଚଳର ଦରଲାବେଡ଼ାଠାରେ ଗତ ୨୪ ତାରିଖରେ କିଛି ଶ୍ରମିକ କାମ ସାରି ଫେରୁଥିବା…

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା: ୨ ପରିବାର ସର୍ବସ୍ବାନ୍ତ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ମହାକାଳପଡ଼ା,୨୮ା୬(ଡି.ଏନ୍‌‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଜମ୍ବୁ ପଞ୍ଚାୟତ ବ୍ରିଟିଶ୍‌ କୋଠା ନିକଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଦୁଇ ପରିବାରର ସମସ୍ତ ଆସବାବପତ୍ର ସହ ଧାନ, ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଜଳିଯାଇଛି। ତେବେ ରାତିରେ ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?