IIT କ୍ୟାମ୍ପସରେ ଦୁର୍ଘଟଣା, ସ୍କୁଟିରେ ଆସୁଥିବା ବେଳେ ଡିଭାଇଡରରେ…
ଖୋର୍ଦ୍ଧା,୧୩।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ୱର ଆଇଆଇଟିରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡରରେ ସ୍କୁଟି ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ସୂଚନା ରହିଛି । ମୃତକ ହେଲେ ପିଏଚଡି ଛାତ୍ର ଶଙ୍ଖ ଶୁଭ୍ର ଚକ୍ରବର୍ତ୍ତୀ । ସାଙ୍ଗରେ…
ଝିଅଙ୍କୁ ଜୋରଜବରଦସ୍ତ ବିବାହ କରିବା ପଡ଼ିବ ମହଙ୍ଗା: ହାଇକୋର୍ଟ ଦେଲେ ବଡ଼ ରାୟ
କଟକ,୧୩।୧: ଝିଅମାନଙ୍କୁ ସେମାନଙ୍କ ଇଚ୍ଛା ବିରୋଧରେ ବିବାହ କରିବାକୁ ବାଧ୍ୟ କରୁଥିବା ମାତାପିତାଙ୍କୁ ସମାଲୋଚନା କରିଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ କହିଛନ୍ତି,ଏପରି ମାମଲାରେ ସମ୍ମତି ସର୍ବୋପରି ଏବଂ ମାତାପିତା ଝିଅଙ୍କ ଇଚ୍ଛା ବିରୋଧରେ ନ ଯିବାକୁ ଆହ୍ବାନ ଦେଇଛନ୍ତି। ଜଣେ ୨୧…
ଚିକିତ୍ସିତ ହୋଇ ଫେରିବା ବେଳେ ବାଟରେ ଡାକିନେଲା ଯମ, ବୋଲେରୋ-ଆମ୍ବୁଲାନ୍ସ ଧକ୍କାରେ ମହିଳା ମୃତ
ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ ଜାତୀୟ ରାଜପଥ କପାମଣ୍ଡି ନିକଟରେ ବୋଲେରୋ ସହ ଆମ୍ବୁଲାନ୍ସ (ନଂ.ଓଡ଼ି୩୩ ଏଏମ – ୪୭୬୧) ମୁହାଁମୁହିଁ ଧକ୍କା ହୋଇଛି । ଏହି ଛାତିଥରା ଦୁର୍ଘଟଣାରେ ଜଣେ ମହିଳାଙ୍କ…
ହ୍ୟୁମାନ ସାଗର ମୃତ୍ୟୁ ମାମଲା, ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ
କଟକ,୧୩।୧: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି ହାଇକୋର୍ଟ । ଅର୍ପିତାଙ୍କୁ ଏକପ୍ରକାର ଆଶ୍ବସ୍ତି ମିଳିଛି । ଅର୍ପିତା ଓ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି । ସୋମେଶ ଶତପଥୀ ଓ ସିଙ୍ଗର ଅର୍ପିତାଙ୍କୁ ଆଗୁଆ…
ଟ୍ୟାଗ୍, ଟୋକନ ସମସ୍ୟାରେ ଚାଷୀ ହନ୍ତସନ୍ତ: ମଣ୍ଡିରେ ପଡ଼ିଛି ୧୧ ଲକ୍ଷ ୬ ହଜାର ପ୍ୟାକେଟ୍ ଧାନ
ପଦ୍ମପୁର,୧୩ା୧(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ପ୍ରାୟ ଦେଢ ମାସ ବିତିଯାଇଛି। ମାତ୍ର ସମସ୍ତ ଚାଷୀଙ୍କ ପାଖରେ ଟୋକନ ପହଞ୍ଚି ପାରିନାହିଁ। ଯେଉଁ ଚାଷୀଙ୍କ ପାଖକୁ ଟୋକନ ପହଞ୍ଚତ୍ଛି ସେମାନେ ମଣ୍ଡିରେ ଧାନ ପକାଇଛନ୍ତି। ମାତ୍ର ମିଲର୍ସଙ୍କୁ ଧାନ ଉଠାଇବା ପାଇଁ…
ଧାନ କଟଣି ଛଟଣି ବନ୍ଦ ଦାବି : ଆଜିଠୁ ଆମରଣ ଅନଶନରେ ବସିବ ଜିଲା କଂଗ୍ରେସ, ସମାଧାନ ନ ହେବା ଯାଏ…
ଦେବଗଡ,୧୩ା୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ପ୍ରଶାସନ ଓ ମିଲର୍ସଙ୍କ ମଧୁଚନ୍ଦ୍ରିକାରେ ଚାଷୀ ଶୋଷଣର ଶିକାର ହେଉଥିବା ଜିଲା କଂଗ୍ରେସ ଅଭିଯୋଗ କରିଛି l ଏହାର ପ୍ରତିବାଦରେ ଜିଲାର ଚାଷୀଙ୍କ ଧାନ ବିକ୍ରି ସମସ୍ୟାର ପୁର୍ଣ୍ଣ ସମାଧାନ ନ ହେବା ପର୍ଯ୍ୟନ୍ତ ମଙ୍ଗଳବାର…
ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଯୁବକଙ୍କୁ ଧକ୍କା ଦେଲା ହାଇୱା: ଘଟଣାସ୍ଥଳରେ…
ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗରୁଡ଼ପଥରରେ ସୋମବାର ଅପରାହ୍ନରେ ଏକ ହାଇୱା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଗରୁଡପଥର ଗ୍ରାମର ଏମ କେ ନାୟକ। ପୋଲିସ ଶମୃତଦେହକୁ ଜବତ କରି ବ୍ୟବଚ୍ଛେଦ…
ଏନଏସ୍ଏସ୍ ସତନ୍ତ୍ର ସେବା ଶିବିର ଉଦ୍ଘାଟିତ: ଛାତ୍ରୀଛାତ୍ରଙ୍କ ସହ ସଫେଇ କଲେ ଡିଏଫ୍ଓ, ଦେଲେ ଏମିତି ପରାମର୍ଶ…
ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ସୋମବାର ସ୍ବତନ୍ତ୍ର ଶୀତକାଳୀନ ସେବା ଶିବିର ଉଦ୍ଘାଟିତ ହୋଇଯାଇଛି। ଏହାକୁ ଡିଏଫଓ ହିମାଂଶୁ ଶେଖର ମହାନ୍ତି…
ବାଜି ମାରିଲେ ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲ, ଅଣ୍ଡର୧୩ ମହିଳା ଚେସ ଚ୍ୟାମ୍ପିୟନଶିପରେ କଲେ କମାଲ
ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଅବସ୍ଥିତ ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲଙ୍କୁ ଅଲ ଓଡ଼ିଶା ଅଣ୍ଡର୧୩ ବେଷ୍ଟ ବରଗଡ଼ ଚେସ ଚାମ୍ପିୟନଶିପ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅଲ ଓଡ଼ିଶା ଚେସ ଚାମ୍ପିୟନଶିପ ଫର୍ ୱିମେନ ଗତ…
ଯାଇଥିଲେ ଶ୍ୱଶୁର ଘର, ଘରେ କେହି ନ ଥିବା ସୁଯୋଗ ନେଇ ଲୁଟିନେଲେ…
ବୈଶିଙ୍ଗା,୧୨।୧(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ପରିବାର ଲୋକେ ଘରେ କେହି ନ ଥିବା ସୁଯୋଗରେ ତାଲା କାଟି ଲକ୍ଷାଧିକ ଟଙ୍କାର ସୁନା,ରୂପା ଗହଣା ସହ ଆସବାବ ପତ୍ର ଓ…
କୁନ୍ଦୁରା-ଜୟପୁରକୁ ଗଡ଼ିଲା ସରକାରୀ ବସ: ପୂରଣ ହେଲା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି
କୁନ୍ଦୁରା,୧୨ା୧,(ସନ୍ତୋଷ ପ୍ରହରାଜ): କୁନ୍ଦୁରା ବ୍ଲକବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। କୋଟପାଡ଼ ବିଧାୟକ ରୂପୁ ଭତ୍ରାଙ୍କ ପ୍ରଚେଷ୍ଟାରେ କୁନ୍ଦୁରା ବ୍ଲକର ପଖନାଗୁଡ଼ା ଠାରୁ ବ୍ୟବସାୟିକ ପ୍ରାଣକେନ୍ଦ୍ର ଜୟପୁର ପର୍ଯ୍ୟନ୍ତ ସରକାରୀ ବସ ସେବାର ଶୁଭାରମ୍ଭ ହୋଇଯାଇଛି। ସୋମବାର କୁନ୍ଦୁରା ବ୍ଲକ…
ମୟୂରଭଞ୍ଜରେ ଚାଞ୍ଚଲ୍ୟ: ବୃଦ୍ଧାଙ୍କୁ ବଳାତ୍କାର ପରେ ପଥରରେ ଛେଚି…
ଉଦଳା, ୧୨।୧(ସନ୍ତୋଷ କୁମାର ବାଚ୍ଛିନୀ): ପଡ଼ୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା। ଏଭଳି ଲୋମ ଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ଉଦଳା ଥାନା ଅମ୍ବିକାଦେଇପୁର ମାହାଲୀସାହି ଗ୍ରାମରେ। ମୃତକ…
Archives


