ଆମ ଜିଲା ଖବର

ଏଲ୍‌ଆଇସି ଅଂଶଧନ ବିକ୍ରିକୁ ବିରୋଧ

ବ୍ରହ୍ମପୁର ଅଫିସ,୩ା୨-ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି)ରୁ ସରକାରଙ୍କ ଅଂଶଧନରୁ କିଛି ପ୍ରତିଶତ ଷ୍ଟକ୍‌ ବଜାର ମାଧ୍ୟମରେ ତଥା ଆଇପିଓ ରୂପେ ବିକ୍ରି କରାଯିବା ଲୋକ ସଭାରେ ଅର୍ଥମନ୍ତ୍ରୀ ଆଗତ କରିଥିବା ୨୦୨୦-୨୧ ଆର୍ଥିକ ବର୍ଷର ବଜେଟରେ ସୂଚାଇଛନ୍ତି। କେନ୍ଦ୍ର...

ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ: ପୂଜା ହେଲେ ୧୫୦ରୁ ଊର୍ଦ୍ଧ୍ୱ ଗୁରୁଜନ

ଉଦଳା, ୩ା୨(ଡି.ଏନ.ଏ.)-ଆଜିର ସମାଜରେ ବୃଦ୍ଧ ମା’ବାପାଙ୍କୁ ବୃଦ୍ଧାଶ୍ରମରେ ଦେଖିବାକୁ ମିଳୁଛି ା ମା’ ବାପା ଚଳନ୍ତି ଠାକୁର ହୋଇଥିବା ବେଳେ ସେମାନଙ୍କୁ ଅବହେଳା କରୁଛନ୍ତି ଜନ୍ମ କଲା ପିଲାମାନେ ା ଜୀବନର ଶେଷ ପାହାଚରେ ପିଲାଙ୍କ ସ୍ନେହ ଟିକିଏ ପାଇଁ...

ରାସ୍‌ତା ତରେ ଜୀବନ୍‌ ଜିବ୍‌କା

ବରପାଲି, ୩।୨ (ଡି.ଏନ.ଏ)- ଧନୀନୁ ଗରିବ୍‌ ସଭେ ପେଟ୍‌ ପାଲବାର ଲାଗି ନାନା ଉପେ ପାଁଚୁଛନ୍‌। ଯାହାର ପଏସା କଉଡ଼ ଅଛେ ବେପାର ବନିଜ କରି ଆରାମ ସେ ଚଲୁଥିଲାବେଲେ ଗରିବ୍‌ ଦୁଖି, ଖଟିଖିଆ ଲୋକ୍‌ ନିଜର ବାହାଜାଂଗଲ ମାଜି...

ଚାକିରି ନାଁରେ ଠକେଇ: ମାଷ୍ଟରମାଇଣ୍ଡ, ଦଲାଲ ଗିରଫ

ବ୍ରହ୍ମପୁର ଅଫିସ,୩ା୨-ବେକାର ଯୁବତୀ ଯୁବକଙ୍କୁ ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଏକ ଠକ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଓ ଜଣେ ଦଲାଲଙ୍କୁ ବୈଦ୍ୟନାଥପୁର ପୋଲିସ ଗିରଫ କରିଛି। ଏହି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଯାଜପୁରର ରବୀନ୍ଦ୍ର କୁମାର...

୪ ଏକର ଡଙ୍ଗର ଜମିକୁ ଚାଷୋପଯୋଗୀ କଲେ ୯୦ ବର୍ଷୀୟ ବୃଦ୍ଧ

ପାପଡାହାଣ୍ଡି,୩।୨(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକର ଗାଦବା କତରା ଗ୍ରାମର ମୁନା ମାଧବ। ବୟସ ୯୦ରୁ ଊର୍ଦ୍ଧ୍ୱ । ତଥାପି ଜୀବନରେ ହାର ମାନି ନାହାନ୍ତି । ଯେଉଁ କାମ ଯୁବପିଢି କରିପାରିବେ ନାହିଁ, ବୟସର ଅପରାହ୍ନରେ ପହଞ୍ଚି ସେ ତାହା...

ଚରଚାରେ ଦିବ୍ୟାଙ୍ଗ ଛାତ୍ର ଜଗନ୍ନାଥ: ମନ୍‌ବଲ ଆଘେ ହାରମାନିଛେ ଅକ୍ଷମତା

ପାଇକମାଲ,୩।୨(ଡି.ଏନ.ଏ)-  କଥାରେ ଅଛେ ମନ୍‌ବଲ ଥିଲେ ସବୁ ସମ୍‌ଭବ। ଏହେଦେ ଏନ୍‌ତା ଝନେ ଦିବ୍ୟାଙ୍ଗ ଛାତ୍ର ନିଜର ମଜବୁତ୍‌ ମନ୍‌ବଲ ଲାଗି ଏହେଦେ ଚରଚାରେ ରହିଛନ୍‌। ସେ ହେଉଛନ୍‌ ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଠ ପଁଚେତ୍‌ ଭେରୁଆମୁଣ୍ଡା ଗଁାର...

ଚୋରି, ନିଶା କାରବାର ବୃଦ୍ଧିର ପ୍ରତିବାଦ: ରାସ୍ତାରେ ବସିଲେ, ଥାନା ଘେରିଲେ ମହିଳା

ସୋନପୁର, ୩।୨(ନି.ପ୍ର.) ସୁବର୍ଣ୍ଣପୁର ସହରର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବସ୍ତି ବାସିନ୍ଦା ସୁରକ୍ଷା ମଞ୍ଚ ତରଫରୁ ମହିଳାମାନେ ରବିବାର ରାସ୍ତାକୁ ଓହ୍ଲାଇଥିଲେ। ସଭାନେତ୍ରୀ ଜ୍ୟୋତିର୍ମୟୀ ରଥଙ୍କ ନେତୃତ୍ୱରେ ଶତାଧିକ ମହିଳା ଏକ ରାଲିରେ ଆସି ଟାଉନ ଥାନା ସମ୍ମୁଖରେ ରାସ୍ତାରୋକୋ...

ମଉଲିକ୍‌ ସୁବିଧାରୁ ବଁଚିତ୍‌ ସାଲମାପାଲି ଗାଁବାସୀ

ଗଣ୍ଡତୁରୁମ, ୩।୨ (ଡି.ଏନ୍‌.ଏ.)- ଦେଶ୍‌ ସୁଆଧୀନ ହେବାର ଆଏଜ୍‌କେ ୭୦ ବଛର ବିତିଯାଇଛେ। କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗାଁର ବିକାଶ କଥା କହୁଛନ୍‌। ହେଲେ ଆମର ରାଏଜେ ଆଏଜ୍‌ ବି ଏନ୍‌ତା ଅନେକ ଗାଁଗଁଡ଼ା ଅଛେ ଯେନ୍‌ଠାନେ...

ତ୍ରୁଟିପୂର୍ଣ୍ଣ ନୀତି ଯୋଗୁଁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ

ବଲାଙ୍ଗୀର ଅଫିସ, ୩ା୨: ବଲାଙ୍ଗୀର ଗାନ୍ଧୀଭବନଠାରେ ବୌଦ୍ଧିକ ଅନୁଷ୍ଠାନ ରଚନା ପକ୍ଷରୁ ଶିକ୍ଷା ଅଧିକାର: ଲକ୍ଷ୍ୟ, ବାସ୍ତବତା ଓ ସମ୍ଭାବନା ଶୀର୍ଷକ ଏକ ଆଲୋଚନାଚକ୍ର ରବିବାର ଅନୁଷ୍ଠିତ ହୋଇଛି ା ରଚନା ସଭାପତି ସନାତନ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି...

ପର୍ଯ୍ୟଟନ କେନ୍ଦ୍ରରେ ଜମା ହୋଇଛି ପଥରଗୁଣ୍ଡ

କେନ୍ଦୁଝର, ୩।୨(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଗୁରୁତ୍ୱପୂର୍ଣ୍ଣ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି ା ଫଳରେ ପର୍ଯ୍ୟଟକଙ୍କ ଆଗ୍ରହ ବଢୁଛି। ଏଥିପାଇଁ ଏହି କେନ୍ଦ୍ରର ରକ୍ଷଣାବେକ୍ଷଣ ପାଇଁ ପଦକ୍ଷେପ ନେବା ସହ ଏଣ୍ଟ୍ରି...

ବଞ୍ଚିବାକୁ ରାହା ଖୋଜୁଛନ୍ତି ମମତା

ଆରଡ଼ି,୩।୨(ଡି.ଏନ.ଏ.)-ପରିବାର ନିୟୋଜନ ଅସ୍ତ୍ରୋପଚାର ବେଳେ ଡାକ୍ତରଙ୍କ ଖାମଖିଆଲି ଯୋଗୁ ଖାଦ୍ୟନଳୀ କଣା ହୋଇଯାଇଛି। ଚିକିତ୍ସା ପାଇଁ ୩ ଲକ୍ଷ ଟଙ୍କା ଖର୍ଚ୍ଚ ସରିଲାଣି। ତଥାପି ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁନି। ଔଷଧ କିଣିବାକୁ ଆଉ ସମ୍ବଳ ନାହିଁ। ପରିବାର ଲୋକ ନିରାଶ...

ସିଟି ହସ୍ପିଟାଲ ଦାବି: ଦୋକାନବଜାର ବନ୍ଦକଲେ ସହରବାସୀ

ବରଗଡ଼ ଅଫିସ,୩।୨:  ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଅସନ୍ତୋଷର ନିଆଁ ଲିଭିବାର ନାଁ ନେଉ ନାହିଁ। ଏହି ଦାବି ନେଇ ସୋମବାର ସକାଳୁ ବରଗଡ଼ ସହରବାସୀ ଦୋକାନ, ବଜାରକୁ ସ୍ବତଃସ୍ଫୁର୍ତ୍ତ ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri