ଆମ ଜିଲା ଖବର

କୋଭିଡ ନିୟମ ନ ମାନି ବାହାଘର ଭୋଜି, ୧୮ ହଜାର ଜରିମାନା ଆଦାୟ୍‌

ବୁଗୁଡ଼ା,୨୭ା୬(ଡି.ଏନ୍‌.ଏ.)- ବୁଗୁଡ଼ା ଥାନା ଅନ୍ତର୍ଗତ ୪ ସ୍ଥାନରେ କୋଭିଡ ନିୟମ ଉଲ୍ଲଂଘନ କରି ବାହାଘର ଭୋଜି ଚାଲିଥିବାବେଳେ ସେମାନଙ୍କ ଠାରୁ ୧୮ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଗୋଲିଆ ଗ୍ରାମର ୩ଟି ସ୍ଥାନରେ ଗୁରୁବାର ଲକ୍‌ଡାଉନ ତଥା କୋଭିଡ୍‌ ନିୟମ…

ବାରାକ୍‌ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଛତ୍ରପୁର,୨୭ା୬(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସି ବାରାକ ସାହିରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସିଂ ପାଇଁ ବାରାକ୍‌ ସାହିକୁ ପ୍ରଶାସନ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସେହିପରି ଶଙ୍କରମଠ ସାହି, ରିକାପଲ୍ଲି ଛକ,…

ଆମ୍ବପିଛୁଳା-ସୁଡ଼ସୁଡ଼ିଆ ବାଲିଘାଟରେ ୧୪୪ ଧାରା ଜାରି

କପ୍ତିପଦା,୨୭ା୬(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ବଡ଼ଖଲାଡ଼ି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା ବଡ଼ଖଲାଡ଼ି ମୌଜାର ଆମ୍ବପିଛୁଳା ଶୁଣ୍ଢଳ ବାଲିଘାଟରେ ଚୋରା ବାଲି ଚାଲାଣକୁ ରୋକିବା ପାଇଁ କପ୍ତିପଦା ଉପ ଜିଲାପାଳ ଭଗବାନ ବେହେରାଙ୍କ ନିର୍ଦ୍ଦେଶକ୍ରମେ ୧୪୪ ଧାରା ଜାରି…

ଟ୍ରେନ ଅଟକାଇ ବସ୍ତା ଷ୍ଟେଶନରେ ଓହ୍ଲାଇଲେ ପ୍ରବାସୀ ଓଡ଼ିଆ

ବସ୍ତା, ୨୭ା୬(ଡି.ଏନ.ଏ.)-ବସ୍ତା ରେଳଷ୍ଟେଶନରେ ଶୁକ୍ରବାର ଏକ ସ୍ପେଶାଲ ଟ୍ରେନକୁ ଅଟକାଇ ପ୍ରବାସୀ ଓଡ଼ିଆମାନେ ଓହ୍ଲାଇଛନ୍ତି। ବାଙ୍ଗାଲୋରରୁ ହାଓ୍ବଡ଼ା ଯାଉଥିବା ଏକ ସ୍ପେଶାଲ ଟ୍ରେନ ବସ୍ତାରେ ଅଟକିଥିଲା। ସେଥିରୁ ୪୫ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇଥିଲେ। ସେମାନେ ଓହ୍ଲାଇବା ପରେ ଏନେଇ ବସ୍ତା ତହସିଲଦାର…

ପାରିବାରିକ କଳହ ହେଲା କାଳ: ବିଷ ପିଇ ମା’ ସହ ଦୁଇପୁଅଙ୍କ ଆତ୍ମହତ୍ୟା

ବରଗଡ଼ ଅଫିସ୍‌,୨୬।୬-ବରଗଡ଼ ସଦର ଥାନା ଅନ୍ତର୍ଗତ ଖୁଣ୍ଟପାଲି ନିକଟ ଚାରପାଲି ଗ୍ରାମର ଗୋପୀନାଥ ବନଛୋରଙ୍କ ପରିବାରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଉକ୍ତ ପରିବାରର ମା’ଙ୍କ ସମେତ ଦୁଇ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି।…

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ପରଜଙ୍ଗ,୨୬।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମାଣିକମରା ପଞ୍ଚାୟତ ଜକା ଗ୍ରାମର ବିଜୟ ସାହୁଙ୍କ ପ୍ରଥମ ସ୍ତ୍ରୀ ଅଞ୍ଜନା ସାହୁ (୩୯) ଶୁକ୍ରବାର ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଏଥିସହିତ ବିଜୟଙ୍କ ଦ୍ୱିତୀୟ ସ୍ତ୍ରୀ ଦମୟନ୍ତି ସାହୁ ଏବଂ ଉକ୍ତ ଗ୍ରାମର ଉଷା ଦେହୁରୀ…

ଚାଲାଣ ପାଇଁ ହେଉଥିଲା ଠୁଳ: ୨ଟନ୍‌ ଗଞ୍ଜେଇ ଜବତ, ୨ ମାଫିଆ ଗିରଫ

ଫିରିଙ୍ଗିଆ,୨୬ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପୋଲିସ ପାହିରାଜୁ ପଞ୍ଚାୟତ ଡ୍ରେସରୁ ଗ୍ରାମରେ ଚଢାଉ କରି ୨ଟନ୍‌ରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଡ୍ରେସରୁର ବି. କେ. କହଁର(୨୫) ଓ…

୮୦ ହଜାର ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ

ମାଲକାନଗିରି,୨୬ା୬(ଡି.ଏନ୍‌.ଏ.)-ସରକାରୀ ଜାଗାରେ ଘର କରିବା ନେଇ ହୋଇଥିବା ମାମଲାକୁ ଉଠାଇଦେବାକୁ କହି ଜଣେ ବ୍ୟକ୍ତିଙ୍କଠାରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ତାଙ୍କ ନାମ ଅକ୍ଷୟ…

ଘରୁ ବାହାରିଲେ ମାଳ ମାଳ ନାଗ ସାପ

ଭଦ୍ରକ ଅଫିସ,୨୬।୬-ଗୋଟିଏ କି ଦୁଇଟି ନୁହିଁ। ଏକାବେଳେ ୪୦ରୁ ଊର୍ଦ୍ଧ୍ୱ ସାପ ଉଦ୍ଧାର ହୋଇଛି। ଏଭଳି ଘଟଣା ଭଦ୍ରକ ବ୍ଲକ କଲେଇ ପଞ୍ଚାୟତ ରଙ୍ଗରାଜପୁର ଗ୍ରାମରେ ଶୁକ୍ରବାର ଦେଖିବାକୁ ମିଳିଛି। ଗ୍ରାମର ବିଜୟ ବିଶ୍ୱାଳଙ୍କ ଘରୁ ଭଦ୍ରକର ସ୍ନେକ ହେଲଫ ଲାଇନ…

ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ

ସୁନ୍ଦରଗଡ଼, ୨୬।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ…

୧୦୭ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଛି। ଚିହ୍ନଟ ୨ ଜଣ ଘଷିପୁରା ବ୍ଲକ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଜଣଙ୍କ…

ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ

ଛତ୍ରପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୂର୍ବରୁ କେବଳ ପ୍ରବାସୀମାନେ ସଂକ୍ରମିତ ଚି଼ହ୍ନଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?