ଆମ ଜିଲା ଖବର

ଦେଶୀ ଆମ୍ବର ମିଳୁନି ଉଚିତ୍‌ ମୂଲ୍ୟ

କେନ୍ଦୁଝର, ୨୬ା୬ (ସ୍ବ.ପ୍ର.)- ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ଆଦିବାସୀମାନେ ଜଙ୍ଗଲରୁ ବିଭିନ୍ନ ଫଳ ସଂଗ୍ରହ କରି ଖାଇବା ସହ ବଳକା ହାଟବଜାରରେ ବିକି ଗୁଜୁରାଣ ମେଣ୍ଟାଉଛନ୍ତି। ଚଳିତ ବର୍ଷ ଜଳବାୟୁରେ ପରିବର୍ତ୍ତନ ଯୋଗୁଁ ଦେଶୀ ଆମ୍ବର ଉପତ୍ାଦନ କମିଥିବାରୁ…

ରାସ୍ତା ମରାମତି କଲେ ଗାଁ ଲୋକେ

ବନ୍ତ, ୨ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଆଡିଆ ପଞ୍ଚାୟତ ଜିରିଣା ଛକ ଠାରୁ ବରଗଢିଆ ଗ୍ରାମକୁ ଯାଇଥିବା ୮ ଶହ ମିଟର ରାସ୍ତା ଦୀର୍ଘ ୧୫ ବର୍ଷ ହେବ ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ରାସ୍ତାରେ ମେଟାଲ ଉଠିବା ସହ ବିଭିନ୍ନ…

ସଙ୍ଗରୋଧରେ ଗଲେ ଜଣେ ଇନ୍ସପେକ୍ଟରଙ୍କ ସମେତ ୮ କର୍ମଚାରୀ

ବ୍ରହ୍ମପୁର ଅଫିସ,୨୬ା୬- ବ୍ରହ୍ମପୁର ମଣ୍ଡଳ କାରାଗାରରେ ପୁଣି ଜଣେ ଅନ୍ତେବାସୀ କରୋନା ପଜିଟିଭ ହୋଇଛନ୍ତି। ତେଣୁ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା ବଡବଜାର ଥାନା ଇନ୍ସପେକ୍ଟରଙ୍କ ସମେତ ୮ ପୋଲିସ କର୍ମଚାରୀଙ୍କୁ ଗୃହ ସଙ୍ଗରୋଧରେ ରହିବାକୁ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ନିର୍ଦ୍ଦେଶ…

ପାର୍କିଂ ଫି ଆଦାୟ କରିବେ କିନ୍ନର, ଜୁଲାଇରେ ନେବେ ତାଲିମ

ବ୍ରହ୍ମପୁର ଅଫିସ,୨୬।୬- ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଚିହ୍ନଟ ପାର୍କିଂ ସ୍ଥଳରେ କିନ୍ନର ମାନେ ପାର୍କିଂ ଫି ଆଦାୟ କରିବେ। ଏନେଇ ଗୁରୁବାର ବିଏମ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅଞ୍ଚଳରେ କିନ୍ନରଙ୍କୁ ନେଇ ଗଠିତ ୨ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)କୁ ଏହି…

୨୭ରୁ ବ୍ରହ୍ମପୁର ୪ଦିନିଆ ଶଟ୍‌ଡାଉନ୍‌

ଛତ୍ରପୁର,୨୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୭ରୁ ୩୦ ତାରିଖ (୪ଦିନ) ପର୍ଯ୍ୟନ୍ତ ବ୍ରହ୍ମପୁର ମହାନଗର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ। ଏହି ସମୟରେ କେବଳ ସ୍ବାସ୍ଥ୍ୟସେବା ଓ କ୍ଷୀର ଯୋଗାଣ…

ଓଟିପିସିଏଲ କାମକୁ ବିରୋଧ

କାମାକ୍ଷାନଗର, ୨୬।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କୁସୁମଯୋଡ଼ି ପଞ୍ଚାୟତରେ ଚାଲିଥିବା ଓଟିପିସିଏଲ କାମକୁ ବିରୋଧ କରିଛନ୍ତି ମରିଚକଣ ଏବଂ ନୂଆଙ୍ଗବିଲ ଗ୍ରାମର ବିସ୍ଥାପିତ ପ୍ରଜା। କ୍ଷତିଗ୍ରସ୍ତଙ୍କ ତାଲିକା ସଂଶୋଧନ ନ କରି ମନଇଚ୍ଛା କାମ କରାଯାଉଥିବା ଅଭିଯୋଗ କରି ଗୁରୁବାର…

ପ୍ରଶାସନର ନୀରବତାକୁ ନେଇ ପ୍ରଶ୍ନ

ଅନୁଗୋଳ ଅଫିସ, ୨୬।୬ ରୋଗୀଙ୍କୁ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୮ ଶୀତତାପ ନିୟନ୍ତ୍ରକ (ଏସି) ଲଗାଯାଇଥିଲା। ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ରୁ ଏଥିପାଇଁ ଅର୍ଥ ନିଆଯାଇଥିବା ବେଳେ ପ୍ରଶାସନର ନିର୍ଦ୍ଦେଶ ଠିକ୍‌ ଭାବେ ପାଳନ କରାଯାଇ ନ…

ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ଢେଙ୍କାନାଳ ଅଫିସ, ୨୬।୬ ଢେଙ୍କାନାଳ ସଦର ଥାନା ତରଭା ଫାଣ୍ଡି ଅଞ୍ଚଳର ବହୁଚର୍ଚ୍ଚିତ ଚିକୁନ ବିଶ୍ୱାଳ (୩୩) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଘଟଣାର ୧୧ଦିନ ପରେ ପୋଲିସ ହାତରେ ଧରାପଡ଼ିଛନ୍ତି ୫ ଅଭିଯୁକ୍ତ। ସେମାନେ ହେଲେ କାଙ୍କଡ଼ପାଳ ଗ୍ରାମର ଲିପୁନ କୁମାର…

ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ: ଡିଏଫ୍‌ଓ

ଢେଙ୍କାନାଳ ଅଫିସ, ୨୬।୬ ଢେଙ୍କାନାଳ ସହର ଗଣେଶ ବଜାର ନିକଟ ଫରେଷ୍ଟ କଲୋନୀ ବୋମା ବିସ୍ଫୋରଣ ଘଟଣାରେ ଥାନାରେ ମାମଲା (ନଂ.୨୭୨/୨୦) ରୁଜୁ ହେବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଘଟଣାରେ ଗୁରୁତର ହୋଇଥିବା ହାତୀ ସ୍କ୍ବାଡ୍‌ କର୍ମଚାରୀ…

ବ୍ରହ୍ମପୁର ୪ ଦିନ ପାଇଁ ଶଟ୍‌ଡାଉନ୍‌

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.)- ବ୍ରହ୍ମପୁର ମହାନଗରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ସହରରେ କରୋନା ସଂକ୍ରମଣ ଚେନ୍‌ ଭାଙ୍ଗିବା ପାଇଁ ଆସନ୍ତା ୨୭ରୁ ୩୦ ତାରିଖ (୪ଦିନ) ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ। ଏହି ସମୟରେ କେବଳ ସ୍ବାସ୍ଥ୍ୟସେବା…

ଝଞ୍ଜିରିବାହାଳରେ ଅଗ୍ନିକାଣ୍ଡ: ୧୩ ବଖରା ଭସ୍ମ, ୪ ପରିବାର ସର୍ବସ୍ବାନ୍ତ

ବଅଁରପାଳ, ୨୫ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବନ୍ଦା ପଞ୍ଚାୟତ ଝଞ୍ଜିରିବାହାଳ ଗ୍ରାମ ହରିଜନ ସାହିରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର ୧୨ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ରାତିରେ ସାହିବାସୀ କେଉଁଆଡେ ଯାଇଥିବାବେଳେ ଅଗ୍ନିକାଣ୍ଡ ଘଟିଥିବା…

ଅଭିଯୁକ୍ତଙ୍କୁ ଗିରଫ ବେଳେ ଉତ୍ତେଜନା: ପୋଲିସ-ଗ୍ରାମବାସୀ ଧସ୍ତାଧସ୍ତି

ଅନୁଗୋଳ ଅଫିସ/ ବନ୍ତଳା, ୨୫।୬- ଏକ ଓଭରହେଡ୍‌ ପାଣି ଟାଙ୍କି ନିର୍ମାଣ ପାଇଁ ଜଣଙ୍କ ଘର ଭାଙ୍ଗିଦେଇଥିବା ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଗୁରୁବାର ଅନୁଗୋଳ ବ୍ଲକ ଶରଧାପୁର ଗ୍ରାମକୁ ଯାଇଥିବା ପୁରୁଣାକୋଟ ପୋଲିସ ସହ ଗ୍ରାମବାସୀଙ୍କ ଧସ୍ତାଧସ୍ତି ହୋଇଛି। ଏହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?