ଆମ ଜିଲା ଖବର

ବିନା ସୂଚନା ଫଳକରେ ଚାଲିଛି ବ୍ରିଜ କାମ

କେସିଙ୍ଗା, ୨୪।୬ (ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମପଞ୍ଚାୟତ ଅଧୀନ ଗେଠିପଡା ଉଲସ୍ତିଯୋରକୁ ଜୟନ୍ତପୁର ସହିତ ସଂଯୋଗ କରିବା ପାଇଁ ଆର୍‌ଡି ବିଭାଗ ପକ୍ଷରୁ ବ୍ରିଜ କାମ ଚାଲିଛି । ଏହି ବ୍ରିଜ ନିର୍ମାଣ ହେଲେ କନ୍ତେଶିର, ମାଝିପଡା,…

ବେଆଇନ ବାଲି ଖାଦାନରେ ଚଢ଼ାଉ: ୨୧ ଟ୍ରାକ୍ଟର ଜବତ

ଭଣ୍ଡାରିପୋଖରୀ, ୨୫ା୬(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀର ବନ୍ଦାଲୋ ମଢିଆଳିଠାରୁ ଷୋଳମପୁର ପଞ୍ଚାୟତର ଦାଣ୍ଡକୁଳ ପର୍ଯ୍ୟନ୍ତ ବିଭିନ୍ନ ଘାଟରୁ ଶହ ଶହ ଟ୍ରିପ ବାଲି ପ୍ରଶାସନ ଜାଣତରେ ଟ୍ରକ, ଟ୍ରାକ୍ଟର ଓ ହାଇଓ୍ବାରେ ଚୋରାଚାଲାଣ ହେଉଛି। ଏନେଇ ବାରମ୍ବାର…

ଲୁଗା ସୁଖାଇବା ହେଲା କାଳ: ବିଦ୍ୟୁତ ସଂସ୍ପର୍ଶରେ ଆସି ଜେଜେ ମା ଓ ନାତୁଣୀ ମୃତ

ରାୟଗଡା ଅଫିସ,୨୫।୬-ରାୟଗଡ଼ା ସହରସ୍ଥିତ ତୁମ୍ବିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜେଜେମା ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଙ୍ଗାରାମା ମାଣ୍ଡାଙ୍ଗୀ (୭୦) ଓ ତପସ୍ବିନୀ ମାଣ୍ଡାଙ୍ଗୀ। ଘଟଣାରୁ ଜଣାପଡ଼ିଛି, ବାଙ୍ଗାରାମା ଘରେ…

ପୁରୀର ବାହୁବଳୀ ସେବାୟତଙ୍କ ରଥଟଣା: ଭାଇରାଲ ହେଉଛି ଫଟୋ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମ୍‌କୋର୍ଟ ଘୋଷଣା କରିଥିଲେ। ହେଲେ ପରବର୍ତ୍ତୀ ପର୍ଯ୍ୟୟରେ ବିନା ଭକ୍ତରେ ଘୋଷଯାତ୍ରା କରିବା ନେଇ ରାୟ ପ୍ରକାଶ ପାଇଥିଲା। ଏହି…

ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍‌

ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ ଯୁବକ। ଏହି ଆକ୍ରାନ୍ତ ଯୁବକଙ୍କୁ ମିଶାଇ ବିଞ୍ଝାରପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ…

ଲକ୍‌ ଡାଉନ୍‌ ନିୟମକୁ ଉଲ୍ଲଘଂନ କରି ଚାଲିଥିଲା ପାଠପଢା: କୋଚିଂ ସେଣ୍ଟରକୁ ସିଲ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୫ା୬-କରୋନା ସଂକ୍ରମଣକୁ ପ୍ରତିହତ କରିବା ନେଇ ଘୋଷିତ ଲକ୍‌ ଡାଉନ୍‌ ନିୟମାବଳୀ ଉଲ୍ଲଂଘନ କରି ଶିକ୍ଷାଦାନ କରୁଥିବା ଏକ ଘରୋଇ କୋଚିଂ ସେଣ୍ଟରକୁ ଗୁରୁବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଥିବା ସୂଚନା ମିଳିଛି। ଲକ୍‌ ଡାଉନ ସମୟରେ କୋଚିଂ ସେଣ୍ଟର…

ବ୍ରହ୍ମପୁରରେ ସଙ୍ଗିନ ହେଉଛି କରୋନା ସ୍ଥିତି

ବ୍ରହ୍ମପୁର ଅଫିସ,୨୫ା୬-ବ୍ରହ୍ମପୁରରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗିନ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହରର ଭିଡ ନିୟନ୍ତ୍ରଣ କରିବା ନେଇ ବୁଧବାର ବିଳମ୍ବିତ ରାତ୍ରିରୁ ପ୍ରଶାସନ ପକ୍ଷରୁ ସହରର ଜନଗହଳିପୂର୍ଣ୍ଣ ଗଳିର ମୁହଁକୁ ସିଲ କରାଯିବା ପ୍ରକ୍ରିୟା ଆରମ୍ଭ…

ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ସେହି ଗ୍ରାମର ନିତୁ ମହାପାତ୍ର(୧୯)। ସେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟର ଯୁକ୍ତ ତିନି…

ପୋଲିସ ଏସ୍‌ଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ

ବ୍ରହ୍ମପୁର ଅଫିସ/ଜଗନ୍ନାଥପ୍ରସାଦ,୨୫।୬(ଡି.ଏନ.ଏ.)- ଏକ ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ କାର୍ଯ୍ୟରତ ପ୍ରୋବେସନାଲ ଏସ୍‌ଆଇ ସିଦ୍ଧାର୍ଥ କୁମାର ଗୌଡ଼। ଏ ନେଇ ନଂ. ୮/୨୦ରେ ଗୌଡ଼ଙ୍କୁ ଗିରଫ କରାଯିବା ସହ…

ପଦ୍ମନାଭପୁର ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଦିଗପହଣ୍ଡି,୨୫ା୬(ଡି.ଏନ୍‌.ଏ.): କୋଭିଡ୍‌-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ପ୍ରଶାସନ କଡ଼ା ନଜର ରଖିଥିବା ବେଳେ ଗୁରୁବାର ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁକୁ ସ୍ଥାନୀୟ ପ୍ରଶାସନର ଅନୁମତି କ୍ରମେ ପଞ୍ଚାୟତ ସରପଞ୍ଚ ବି. କ୍ରିଷ୍ଣା…

ନୟାଗଡ଼ରେ ସୁନା ବ୍ୟବସାୟୀଙ୍କୁ କରୋନା: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଜିଲାପାଳ

ନୟାଗଡ଼ ଅଫିସ,୨୫ା୬: ନୟାଗଡ଼ର ଜଣେ ସୁନା ବ୍ୟବସାୟୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ସୁନା ବ୍ୟବସାୟୀଙ୍କ ଦୋକାନରେ ଥିବା ୧୦ ଜଣ ଏବେ ଆକ୍ରାନ୍ତ ହୋଇ ସାରିଲେଣି। ସହରର ଯଦୁମଣିନଗର, ଦେବୋତ୍ତରକଲୋନୀ ଓ ନୟାଗଡ଼…

ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଲେ ୨ କରୋନା ଯୋଦ୍ଧା

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଅଧୀନ କାର୍ଯ୍ୟ କରୁଥିବା ୨ ଜଣ କରୋନା ଯୋଦ୍ଧା ଗୁରୁବାର ସୁସ୍ଥ ହୋଇଛନ୍ତି। ଏମାନେ ହେଲେ ଛତ୍ରପୁର ଏସ୍‌ଡିପିଓ ଓ ଥାନା ଆଇଆଇସି। ଉଭୟ ଅଧିକାରୀ କାର୍ଯ୍ୟରେ ଯୋଗ ଦେଇଥିବା ସମ୍ପର୍କରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?