ଆମ ଜିଲା ଖବର

କୋଣାର୍କରେ ପ୍ରଥମଥର ୪ ପଜିଟିଭ୍‌

କୋଣାର୍କ,୨୫ା୬(ଡି.ଏନ୍‌.ଏ): କୋଣାର୍କରେ ପ୍ରଥମଥର ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। କୋଣାର୍କ ଏନଏସିରେ ୩ଜଣ ଓ ଏହି ଥାନା ଅନ୍ତର୍ଗତ ବନାଖଣ୍ଡି ପଞ୍ଚାୟତ ମାଙ୍କରଗୋରଡି ଗ୍ରାମର ୧ଜଣ ପ୍ରବାସୀ ବୋଲି ଜଣାପଡ଼ିଛି। ୧୩ନଂ ୱାର୍ଡ ବେରୁହଁ ଗ୍ରାମର ୨ଜଣ ଏବଂ ଅନ୍ୟ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣା: ୧୦ ଅଧିକାରୀ, ୩ ସରପଞ୍ଚଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ବାରିପଦା ଅଫିସ, ୨୫ା୬: ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଅଧୀନ ବରେହିପାଣି, ଗୁଡ଼ୁଗୁଡ଼ିଆ ଓ ଧଳବଣୀ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣାରେ ୧୦ ସରକାରୀ ଅଧିକାରୀ ଓ ୩ ସରପଞ୍ଚଙ୍କ ନାମରେ ମାମଲା ରୁଜୁ ପାଇଁ ଜିଲାପାଳ ବିନୀତ ଭରଦ୍ୱାଜ…

ଆଜି ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୫ା୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ଛଡ଼ାଯିବ। ପୂର୍ବାହ୍ନ ୧୦ଟା ପରେ ଯେକୌଣସି ସମୟରେ ଫାଟକ ଖୋଲାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏନେଇ ସମ୍ବଲପୁର ଜିଲା ସମେତ ମହାନଦୀ ତଟରେ ବସବାସ କରୁଥିବା…

ଚାଷକୁ ନିଅଣ୍ଟ ଆଉଁଳୀ ପାଣି

ଛେଣ୍ଡିପଦା,୨୫।୬(ସ୍ବ.ପ୍ର.) ବର୍ଷ ବର୍ଷ ଧରି ଯେଉଁ ଆଉଁଳୀ ପ୍ରକଳ୍ପ ପାଣିରେ ହଜାର ହଜାର ହେକ୍ଟର ଜମିରେ ଫସଲ ହେଉଥିଲା ତାହା ଉପରୁ ଚାଷୀ ଏବେ ଭରସା ତୁଟାଇବାକୁ ବସିଲେଣି। କାରଣ ଉକ୍ତ ପ୍ରକଳ୍ପରୁ ବାହାରିଥିବା କେନାଲର ବିଭିନ୍ନ ଶାଖା କେନାଲ ପୋତି…

ଶହୀଦ ଚନ୍ଦ୍ରକାନ୍ତଙ୍କ ସ୍ମୃତିରେ ଶୋକସଭା

ରାଇକିଆ,୨୪ା୬(ଡି.ଏନ.ଏ)-ଲଦାଖର ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଶହୀଦ ହୋଇଥିବା କନ୍ଧମାଳ ଜିଲା ରାଇକିଆ ବ୍ଲକ ବିଅରପାଙ୍ଗା ଗ୍ରାମର ଚନ୍ଦ୍ରକାନ୍ତ ପ୍ରଧାନଙ୍କ ସ୍ମୃତିରେ ଶୋକ ସଭା (ଆଦିବାସୀ ସଂସ୍କୃତିରେ ମାଡ଼ା) ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ା ଶହୀଦଙ୍କ ବାସଭବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଇକିଆ ସମେତ…

ବାଲ୍ୟ ବିବାହ ରୋକିଲା ପ୍ରଶାସନ

ଧରାକୋଟ,୨୪ା୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ବିବାହ ବନ୍ଦ କରିଛି ପ୍ରଶାସନ। ଜୁନ୍‌ ୨୫ରେ ତାଙ୍କ ବିବାହ ଶେରଗଡ଼ ଅନ୍ତର୍ଗତ ପଲ୍ଲୀପଦ୍ମନାଭପୁରରେ ହୋଇଥାନ୍ତା। ଖବର ପାଇ ବ୍ରହ୍ମପୁର ଚାଇଲ୍ଡ ଲାଇନ କୋର୍ଡିନେଟର ସାଇ ପ୍ରସାଦ ସାମଲ,…

ଯୁବତୀଙ୍କ ଅଶ୍ଳିଳ ଫଟୋ ପୋଷ୍ଟ କରି ବନ୍ଧା ହେଲେ ଯୁବକ

ଧର୍ମଶାଳା, ୨୪।୬ (ଡି.ଏନ୍‌.ଏ.)-ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟ କରିବା ଅଭିଯୋଗରେ ଧର୍ମଶାଳା ଥାନା ପୋଲିସ ବନ୍ଧଢିହ ପଞ୍ଚାୟତ ଜୟସୁଙ୍ଗୁଡା ଗ୍ରାମର ସମୀର ଜେନା (୨୭)ଙ୍କୁ ବୁଧବାର ଗିରଫ କରିଛି। ସମୀର ସମ୍ପୃକ୍ତ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବିଭିନ୍ନ…

ଆଇନ ସହାୟତା କ୍ଲିନିକ

କଟକ ଅଫିସ,୨୪ା୬: ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ନୂତନ ଆଇନ୍‌ ସହାୟତା କ୍ଲିନିକ୍‌ କୋଠା ଉଦ୍‌ଘାଟିତ ହୋଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ବିଶ୍ୱବିଦ୍ୟାଳୟର ଚାନ୍‌ସେଲର ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର ପାଟ୍ରୋନ ଇନ୍‌…

ଅଧାରେ ଥିଲା, ପୁଣି କାମ ଆରମ୍ଭ

କଟକ ଅଫିସ,୨୪ା୬: ଦୀର୍ଘଦିନ ଧରି ଅଧାପନ୍ତରିଆ ଭାବେ ପଡ଼ି ରହିଥିବା ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ ହୋଇଛି। ଛାତ୍ରୀ ନିବାସ ପରିସର ସଫା କରାଯାଇଛି। ବୁଧବାରଠାରୁ ବିଲ୍ଡିଂ ନିର୍ମାଣ କାମ ଆରମ୍ଭ କରାଯିବ। ମାତ୍ର…

କୁପନ ଅଫର ଅଛି କହି ମହିଳାଙ୍କ ଆକାଉଣ୍ଟରୁ ୬୦ହଜାର ଠକେଇ

କଟକ ରୋଡ,୨୪ା୬(ଡି.ଏନ୍‌.ଏ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ମହିଳା ସାଇବର ଠକେଇର ଶିକାର ହୋଇ ୬୦ ହଜାର ଟଙ୍କା ହରାଇଥିବା ବୁଧବାର ଅଭିଯୋଗ ହୋଇଛି। ସୂଚନା ମୁତାବକ, ଏହି ଥାନା ଅଧୀନ ଜୟଦୁର୍ଗା ନଗରରେ ରହୁଥିବା ମଧୁମିତା ପଟ୍ଟନାୟକଙ୍କ ନିକଟକୁ ମଙ୍ଗଳବାର…

କଟକ କ୍ୟାନ୍‌ସର ହସ୍ପିଟାଲରେ ରୋଗୀଙ୍କୁ କରୋନା

କଟକ ଅଫିସ, ୨୪।୬: ଆଚାର୍ଯ୍ୟ ହରିହର କର୍କଟ ଚିକିତ୍ସା କେନ୍ଦ୍ରର ବୁଧବାର ଜଣେ ରୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବୁଧବାର ତାଙ୍କ ସ୍ବାବ ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ଘର ଗଞ୍ଜାମ ଜିଲାରେ। ସେ ଏଠାରେ କେମୋ ଥେରାପି…

ଏସ୍‌ଏଚ୍‌ଜିଠାରୁ ଋଣ କିସ୍ତି ଆଦାୟ କରୁଛନ୍ତି ଫାଇନାନ୍ସ କମ୍ପାନୀ, ଋଣ ଛାଡ଼ ପାଇଁ ଆର୍‌ଡିସିଙ୍କୁ ଦାବିପତ୍ର

ବ୍ରହ୍ମଗିରି ଅଫିସ,୨୪ା୬: ରିଜର୍ଭବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଫାଇନାନ୍ସ କମ୍ପାନୀଗୁଡିକର ଋଣ କିସ୍ତିି ଆଦାୟ ଛାଡ଼ କରିବାକୁ ଘୋଷଣା କରିଛନ୍ତି। ସେହିପରି ଓଡ଼ିଶା ହାଇକୋର୍ଟ ମଧ୍ୟ ସମସ୍ତ ଫାଇନାନ୍ସ କମ୍ପାନୀକୁ ଜୁଲାଇ ୧୫ ପର୍ଯ୍ୟନ୍ତ କିସ୍ତି ଆଦାୟ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?