ଆମ ଜିଲା ଖବର

ଚତୁର୍ଦ୍ଧାବିଗ୍ରହଙ୍କ ଆଡ଼ପମଣ୍ଡପ ବିଜେ ଆରମ୍ଭ

ପୁରୀ ଅଫିସ,୨୪ା୬: ନବଦିନାତ୍ମକ ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧାବିଗ୍ରହ ଏବେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥାରୂଢ଼ ଅଛନ୍ତି। ବୁଧବାର ସନ୍ଧ୍ୟାରେ ମହାପ୍ରଭୁଙ୍କ ଆଡ଼ପମଣ୍ଡପ ବିଜେ ଆରମ୍ଭ ହୋଇଛି। ଗୋଟି ପହଣ୍ଡିରେ ଜଣକ ପରେ ଜଣେ ଆଡ଼ପ ମଣ୍ଡକୁ ବିଜେ କରିବେ। ଅପରାହ୍ନ ୫.୪୫ରେ…

୪ ଘଣ୍ଟା ପାରୋଲରେ ଗଲେ ଅବଦୁର ରେହେମାନ

ଚୌଦ୍ୱାର,୨୪ା୬(ଡି.ଏନ୍‌.ଏ): ମା’ଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ସଂଦିଗ୍ଧ ଆତଙ୍କବାଦୀ ଅବ୍‌ଦୁର ରେହେମାନ ଦିଲ୍ଲୀ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ମାନ୍ୟବର ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବୁଧବାର ଚୌଦ୍ୱାର ଜେଲ୍‌ରୁ ଜଗତପୁର ପୋଲିସ ସହାୟତାରେ ତାଙ୍କ ଘର ଉକ୍ତ ଥାନା ଅନ୍ତର୍ଗତ ପଶ୍ଚିମକଚ୍ଛକୁ…

ଗଞ୍ଜାମର ଦୁର୍ଦ୍ଦାନ୍ତ ଅପରାଧୀ କୈଳାସଙ୍କ ନା’ରେ ଲାଗିଲା ଏନ୍‌ଏସ୍‌ଏ

ବ୍ରହ୍ମପୁର ଅଫିସ ,୨୪।୬- ଗଞ୍ଜାମ ଜିଲାର ଅନ୍ୟତମ ଦୁର୍ଦ୍ଦାନ୍ତ ଅପରାଧି ତଥା ବଡବଜାର ଥାନା ଅନ୍ତର୍ଗତ ସିତାଢ଼ିମ୍ବିରା ସାହିର କୈଳାସ ଘଡେଇଙ୍କ ନାମରେ ଜାତୀୟ ନିରାପତ୍ତା ଆଇନ( ଏନ୍‌ଏସ୍‌ଏ) ଲାଗିଛି। କୈଳାସଙ୍କ ନାମରେ ୨୦ ରୁ ଊର୍ଦ୍ଧ୍ୱ ହତ୍ୟା,ଡକାୟତି ଭଳି ସଙ୍ଗୀନ…

୩୦ରେ ଭଣ୍ଡାରିପୋଖରୀରେ କଂଗ୍ରେସର ବିକ୍ଷୋଭ

ଭଣ୍ଡାରିପୋଖରୀ,୨୪।୬(ଡି.ଏନ୍‌.ଏ): କେନ୍ଦ୍ର ସରକାରଙ୍କ ତୈଳଦର ବୃଦ୍ଧି ପ୍ରତିବାଦରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କଂଗ୍ରେସ ପକ୍ଷରୁ ୩୦ ତାରିଖ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଏହା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ବିଡିଓଙ୍କୁ ଜରିଆରେ ଏକ ଦାବିପତ୍ର ପ୍ରଦାନ…

ପାରିବାରିକ କଳହର କରୁଣ ପରିଣତି: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ଲହୁ ଲୁହାଣ

ଦିଗପହଣ୍ଡି,୨୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡ଼ା ପଞ୍ଚାୟତ ଓଡ଼ାସିଙ୍ଗି ଗ୍ରାମର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ଏକ ଘରମଧ୍ୟରୁ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ କେ. କୋରା ରେଡ୍ଡୀ। ବୁଧବାର ପୂର୍ବାହ୍ନରେ ଦିଗପହଣ୍ଡି ପୋଲିସ ମୃତଦେହ…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଅସୁସ୍ଥ

ଝରିଗାଁ,୨୪।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧଙ୍ଗଡ଼ାମାଲ ଗ୍ରାମରେ ବୁଧବାର ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ ହେଲେ ଚଇତୁ ସାନ୍ତା (୪୫), ଚଇତୁଙ୍କ ସ୍ତ୍ରୀ ବିକ (୪୦), ଭଉଣୀ କୁସୁମ (୩୬) ଏବଂ…

ରାସ୍ତା ଉପରେ ଜଳିଗଲା କାର୍‌

ଚୌଦ୍ୱାର,୨୪ା୬(ଡି.ଏନ୍‌.ଏ.) : ଚୌଦ୍ୱାର ଚାରବାଟିଆ ଆଗ୍ରାହାଟ ମୁଖ୍ୟ ରାସ୍ତାରେ ବୁଧବାର ମଧ୍ୟାହ୍ନରେ ହଠାତ୍‌ ଏକ ଚଳନ୍ତା କାର୍‌ରେ ନିଆଁ ଲାଗିଯାଇଛି। କାର୍‌ ଚାଳକ ଭୟରେ ପଳାଇଯାଇଥିବା ଦେଖାଣାହାରୀ କହିଛନ୍ତି। ସୂଚନା ଅନୁଯାୟୀ, ଚାରବାଟିଆ ବଜାର ଆଡୁ ଆଗ୍ରାହାଟ ଆଡ଼କୁ ଏକ ଧଳା…

ପୋଲିସ ମାଡ଼ ଅଭିଯୋଗ : ଏଏସ୍‌ପିଙ୍କୁ ଭେଟିଲେ ପରିବାର ସଦସ୍ୟ

ଛତ୍ରପୁର,୨୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ମଙ୍ଗଳବାର ରାତିରେ ବଡ଼ମାଧପୁର ଗାଁର ଶଙ୍କର୍ଷଣ ସାହୁଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଶଙ୍କର୍ଷଣଙ୍କ ନତକଟରେ ମଦ ଥିବା ସନ୍ଦେହକରି ପୋଲିସ ତାଙ୍କ ସହ ପରିବାର ସଦସ୍ୟଙ୍କୁ ମାଡ଼ ମାରିଥିବା ସେ ଅଭିଯୋଗ କରିଛନ୍ତି।…

ସେବାୟତଙ୍କର ଦ୍ୱିତୀୟ ଥର କରୋନା ଟେଷ୍ଟ: ସାନିଟାଇଜ୍‌ ହେବ ପୁରୀ ସହର

ପୁରୀ ଅଫିସ, ୨୪।୬: ଦ୍ୱିତୀୟ ଥର ଲାଗି ଶ୍ରୀମନ୍ଦିର ସେବାୟତଙ୍କର କରୋନା ଟେଷ୍ଟ ହେବ। ଆସନ୍ତା ୨୮ ତାରିଖ ରଥ ଦକ୍ଷିଣ ମୋଡ଼ ପୂର୍ବରୁ ଏହି ଟେଷ୍ଟ ପ୍ରକ୍ରିୟା ଶେଷ ହେବ। ଯେଉଁମାନଙ୍କର ରିପୋର୍ଟ ନେଗେଟିଭ୍‌ ବାହାରିବ ସେମାନଙ୍କୁ ବାହୁଡ଼ା ଯାତ୍ରା…

କଟକ ସହରରୁ ୨ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୨ରେ ପହଞ୍ଚିଲା

କଟକ ଅଫିସ,୨୪।୬: କଟକ ସହରରୁ ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବୁଧବାର କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ୨ ଜଣଙ୍କୁ ମିଶାଇ କଟକ ସହରାଞ୍ଚଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ଚିହ୍ନଟଙ୍କ ୨…

ଝରକା ତାଡ଼ି ଲକ୍ଷାଧିକ ଟଙ୍କା, ସୁନାଗହଣା ଚୋରି

ଅନୁଗୋଳ ଅଫିସ,୨୪।୬: ଅନୁଗୋଳ ଜିଲା ଶିମିଳିପଡ଼ା ଗ୍ରାମର ୨ଟି ଘରୁ ମଙ୍ଗଗଳବାର ବିଳମ୍ବତ ରାତିରେ ଚୋରି ହୋଇଥିଲା। ଏ ନେଇ ବୁଧବାର ସକାଳେ ୨ଘର ମାଲିକ ଅଜିତ ପ୍ରଧାନ ଓ ରବିନ୍‌ ପ୍ରତାପ ଦାସ ଅନୁଗୋଳ ଥାନାରେ ଅଭିଯୋଗ କରିଛନ୍ତି। ବିଳମ୍ବିତ…

ପୋଲିସ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ: ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଚାଲିଛି ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୨୪ା୬: କରୋନା ସଂକ୍ରମକୁ ଦୃଷ୍ଟିରେରଖି ପ୍ରଥମେ ରଥଯାତ୍ରାକୁ ଅନୁମତି ଦେଇ ନ ଥିଲେ ସୁପ୍ରିମ୍‌କୋର୍ଟ । ପରବର୍ତ୍ତୀ ସମୟରେ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଥିଲା । ତେବେ କୋଭିଡ୍‌ ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?