ଆମ ଜିଲା ଖବର

ଅନ୍ୟ ୨ ଯୁବକଙ୍କ ସମ୍ପର୍କରେ ରିପୋର୍ଟ ମାଗିଲେ ଏସ୍‌ପି

ଅନୁଗୋଳ ଅଫିସ୍‌, ୧।୨ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନଙ୍କ ଠାରୁ ୩ ବନ୍ଧୁକ, ଗୋଟିଏ ଭଙ୍ଗା ମାଗାଜିନ୍‌ ଓ ୯ ଜୀବନ୍ତ ଗୁଳି ଜବତ ମାମଲାର ତଦନ୍ତ ଠିକ୍‌ ଭାବେ କରାଯାଇ ନ ଥିବାରୁ...

ମିଠାମକା ଚାଷୀଙ୍କ ମନ ପିତା

କାମାକ୍ଷାନଗର, ୧ା୨ – ବଢୁଛି ମିଠା ମକା (ସୁଇଟ୍‌ କର୍ନ)ର ଆଦର। ପୌଷ୍ଟିକତତ୍ତ୍ୱରେ ଭରପୂର ହୋଇଥିବାରୁ ଏହା ପାଲଟିଛି ସମସ୍ତଙ୍କ ପସନ୍ଦ। ସାଧାରଣ ମକା ଚାଷଠାରୁ ଅଧିକ ଖର୍ଚ୍ଚ ହେଉଥିଲେ ହେଁ ଚାହିଦା ଥିବାରୁ ସୁଇଟକର୍ନ ଉପରେ ବେଶି ଫୋକସ୍‌...

ବ୍ୟବଚ୍ଛେଦ ପରେ ପୋତାଗଲା ମୃତ ତିମି

ବ୍ରହ୍ମଗିରି, ୧।୨(ଡି. ଏନ୍‌.ଏ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସାନପାଟଣା ସମୁଦ୍ରକୂଳରେ ଲାଗିଥିବା ମୃତ ତିମିର ମୃତଦେହକୁ ଶୁକ୍ରବାର ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯାଇଛି। ବ୍ରହ୍ମଗିରି ମଣ୍ଡଳ ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ମଳୟ କୁମାର ମିଶ୍ର ମୃତ...

ମିଳୁନି ସ୍ତ୍ରୀଙ୍କ ମୃତ୍ୟୁ ପ୍ରମାଣପତ୍ର

ଅନୁଗୋଳ ସହର, ୧।୨ – ଆବେଦନର ୭ ଦିନ ମଧ୍ୟରେ ଜନ୍ମ କିମ୍ବା ମୃତ୍ୟୁ ପଞ୍ଜୀକରଣ ସାର୍ଟିଫିକେଟ ପ୍ରଦାନ କରାଯିବାର ନିୟମ ରହିଛି। କିନ୍ତୁ ଜଣେ ଦିବ୍ୟାଙ୍ଗ ବୃଦ୍ଧ ବର୍ଷେ ହେଲା ସ୍ତ୍ରୀଙ୍କ ମୃତ୍ୟୁ ସାର୍ଟିଫିକେଟ ପାଇଁ ଦୌଡ଼ୁଥିଲେ ମଧ୍ୟ...

ଜଗତ୍‌ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍‌

ଜଗତ୍‌ସିଂହପୁର ଅଫିସ୍‌,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ ପ୍ରସଙ୍ଗକୁ ବିବାଦୀୟ କରି ଦିଆଯାଉଛି। କେତେକ ସରକାରୀ କର୍ମଚାରୀ ଦୁର୍ନୀତି ଲୁଚାଇବା ପାଇଁ...

ଦର ବୃଦ୍ଧି ନ କଲେ ଆଖୁ ଦେବେନି ଚାଷୀ

ଆସିକା,୧ା୨(ଡି.ଏନ୍‌.ଏ.)-ଆସିକା ସମବାୟ ଚିନିଶିଳ୍ପରେ ଚଳିତ ବର୍ଷ ପାଇଁ ଶୁକ୍ରବାର ମଧ୍ୟାହ୍ନରେ ଆଖୁପେଡା ଆରମ୍ଭ ହୋଇଛି। ଶୁଭ ମୂହୁର୍ତ୍ତ ଦିନ ପ୍ରାୟ ୧ଟାବେଳେ କାରଖାନା ଆଖୁ ନାଳିରେ ଆଖୁପକାଯାଇ ଆନୁଷ୍ଠାନିକ ଭାବେ ଆଖୁପେଡା ଆରମ୍ଭ କରାଯାଇଥିଲା। ତେବେ ଆଖୁଚାଷୀଙ୍କୁ ସେମାନଙ୍କ ଆଖୁ...

ହ୍ରାସ ପାଉଛି ଅଟୋରିକ୍ସା ଯାତ୍ରୀଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ, ୧ା୨-ବ୍ରହ୍ମପୁର ମହାନଗର ନିଗମରେ ସିଟି ବସ ଚାଳାଚଳ ଯୋଗୁ ଅଟୋର ଚାହିଦା କ୍ରମଶଃ କମିବାରେ ଲାଗିଛି। ବ୍ରହ୍ମପୁରରେ ପୂର୍ବରୁ ଗୋପାଳପୁର, ଛତ୍ରପୁର, ହିଞ୍ଜିଳିକାଟୁ ଓ ତାରାତାରିଣୀ ଶକ୍ତିପୀଠ ଗୋଳନ୍ଥରା ନିକଟ ଭୈରବୀପୀଠ ହଳଦିଆପଦର କନିଷି ପାଇଁ ଚଳାଚଳ...

ବୈରୀ ଷ୍ଟେଶନ୍‌ରେ ରହିଲା କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର

ଛତିଆ,୧।୨(ଡି.ଏନ୍‌.ଏ.): ବୈରୀ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ସଫଳ ହୋଇଛି। ଶୁକ୍ରବାରଠାରୁ ବୈରୀ ଷ୍ଟେଶନରେ କେନ୍ଦୁଝର, ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍‌ ରହଣୀ ହୋଇଛି। ଉଭୟ ପଟୁ ୧ ମିନିଟ୍‌ ଲେଖାଏ ରହିବା ପାଇଁ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ବିଧିବଦ୍ଧ ଭାବେ...

ପାଚେରିରେ ଅଟକିଛି ପ୍ଲାନେଟାରିୟମ ନିର୍ମାଣ

ବ୍ରହ୍ମପୁର ଅଫିସ,୧ା୨ – ଗୋପାଳପୁର ବେଳାଭୂମି ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଇବା ନିମନ୍ତେ ବିକ୍ରମପୁରଠାରେ ରାଜ୍ୟର ତୃତୀୟ ପ୍ଲାନେଟାରିୟମ ଓ ସାଇନ୍ସ ପାର୍କ ନିର୍ମାଣ ପାଇଁ ଯୋଜନା ହୋଇଛି । ହେଲେ କାର୍ଯ୍ୟରେ ଅଗ୍ରଗତି ହେଉ ନ ଥିବାରୁ ଏହା...

ସଚିବଙ୍କ ନିର୍ଦ୍ଦେଶ ପରେ ବିଭାଗୀୟ ତତ୍ପରତା

ଯାଜପୁର ଅଫିସ,୧।୨: ଯାଜପୁର ଜିଲା ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ହୋଇଥିବା ଅନିୟମିତତା ସଂକ୍ରାନ୍ତରେ ବିଭାଗୀୟ ତତ୍ପରତା ଦେଖିବାକୁ ମିଳିଛି। ଓଡ଼ିଶା ସରକାର ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅଧସ୍ଥନ ସଚିବ ଏସ୍‌.ଆର୍‌. ପଟ୍ଟନାୟକ ତାଙ୍କ ପତ୍ରସଂଖ୍ୟା ୨୩୪୬୪/୧୩ା୧୨ା୨୦୧୯ରେ...

୧୫ ସୁଦ୍ଧା ବକେୟା ପୈଠ ନ କଲେ ବିଦ୍ୟୁତ୍‌ ବିଚ୍ଛିନ୍ନ

ବ୍ରହ୍ମପୁର ଅଫିସ,୧ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ ପରିବଣ୍ଟନ ସଂସ୍ଥା ସାଉଥକୋ ଅଧୀନ ୮ ଜିଲାର ୧୫ ଲକ୍ଷ ୭୩ ହଜାର ୮୧୫ ଉପଭୋକ୍ତାଙ୍କ ଉପରେ ୧୩୭୪.୨୬ କୋଟି ଟଙ୍କା ବକେୟା ପଡ଼ିଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଉପଭୋକ୍ତା ବକେୟା ପୈଠ କରିବା...

ଡୁବୁରୀ ଛକରେ ସ୍ଥାପନ ହେବ ଟ୍ରାଫିକ ଲାଇଟ୍‌ ସିଗନାଲ

ଯାଜପୁର ଟାଉନ,୧।୨(ଡି.ଏନ.ଏ): ସଡ଼କ ସୁରକ୍ଷା ସମ୍ପର୍କିତ ପ୍ରଥମ ପାର୍ଲାମେଣ୍ଟାରୀ କମିଟି ବୈଠକ ଜିଲାପରିଷଦ ସଭାଗୃହଠାରେ ଏମ୍‌ପି ଶର୍ମିଷ୍ଠା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବାରୁ ସେଠୀ ଉଦ୍‌ବେଗ ପ୍ରକାଶ କରିବା ସହିତ ଏ ଦିଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri