ପାଚେରିରେ ଅଟକିଛି ପ୍ଲାନେଟାରିୟମ ନିର୍ମାଣ
ବ୍ରହ୍ମପୁର ଅଫିସ,୧ା୨ – ଗୋପାଳପୁର ବେଳାଭୂମି ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଇବା ନିମନ୍ତେ ବିକ୍ରମପୁରଠାରେ ରାଜ୍ୟର ତୃତୀୟ ପ୍ଲାନେଟାରିୟମ ଓ ସାଇନ୍ସ ପାର୍କ ନିର୍ମାଣ ପାଇଁ ଯୋଜନା ହୋଇଛି । ହେଲେ କାର୍ଯ୍ୟରେ ଅଗ୍ରଗତି ହେଉ ନ ଥିବାରୁ ଏହା...
ସଚିବଙ୍କ ନିର୍ଦ୍ଦେଶ ପରେ ବିଭାଗୀୟ ତତ୍ପରତା
ଯାଜପୁର ଅଫିସ,୧।୨: ଯାଜପୁର ଜିଲା ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ହୋଇଥିବା ଅନିୟମିତତା ସଂକ୍ରାନ୍ତରେ ବିଭାଗୀୟ ତତ୍ପରତା ଦେଖିବାକୁ ମିଳିଛି। ଓଡ଼ିଶା ସରକାର ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅଧସ୍ଥନ ସଚିବ ଏସ୍.ଆର୍. ପଟ୍ଟନାୟକ ତାଙ୍କ ପତ୍ରସଂଖ୍ୟା ୨୩୪୬୪/୧୩ା୧୨ା୨୦୧୯ରେ...
୧୫ ସୁଦ୍ଧା ବକେୟା ପୈଠ ନ କଲେ ବିଦ୍ୟୁତ୍ ବିଚ୍ଛିନ୍ନ
ବ୍ରହ୍ମପୁର ଅଫିସ,୧ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ ପରିବଣ୍ଟନ ସଂସ୍ଥା ସାଉଥକୋ ଅଧୀନ ୮ ଜିଲାର ୧୫ ଲକ୍ଷ ୭୩ ହଜାର ୮୧୫ ଉପଭୋକ୍ତାଙ୍କ ଉପରେ ୧୩୭୪.୨୬ କୋଟି ଟଙ୍କା ବକେୟା ପଡ଼ିଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଉପଭୋକ୍ତା ବକେୟା ପୈଠ କରିବା...
ଡୁବୁରୀ ଛକରେ ସ୍ଥାପନ ହେବ ଟ୍ରାଫିକ ଲାଇଟ୍ ସିଗନାଲ
ଯାଜପୁର ଟାଉନ,୧।୨(ଡି.ଏନ.ଏ): ସଡ଼କ ସୁରକ୍ଷା ସମ୍ପର୍କିତ ପ୍ରଥମ ପାର୍ଲାମେଣ୍ଟାରୀ କମିଟି ବୈଠକ ଜିଲାପରିଷଦ ସଭାଗୃହଠାରେ ଏମ୍ପି ଶର୍ମିଷ୍ଠା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବାରୁ ସେଠୀ ଉଦ୍ବେଗ ପ୍ରକାଶ କରିବା ସହିତ ଏ ଦିଗରେ...
ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଏପାଖ ସେପାଖ
ଆନନ୍ଦପୁର/ଘସିପୁରା, ୧।୨ (ସ୍ବ.ପ୍ର./ଡି.ଏନ.ଏ.)- ଆପଣ ମାନେ ଖୁସି ତ-ସଦ୍ୟ ସମାପ୍ତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ନିର୍ବାଚନୀ ସଭାରେ ଜନ ସାଧାରଣ ଉଦ୍ଦେଶ୍ୟରେ ଦେଇଥିବା ନାରା ”ଆପଣ ମାନେ ଖୁସି ତ“ ଏଠାରେ ମଧ୍ୟ ଶୁଣିବାକୁ ମିଳିଥିଲା। କିନ୍ତୁ...
ସହାୟତା ଅପେକ୍ଷାରେ ସଞ୍ଜୟ
ପଦ୍ମପୁର,୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ପଞ୍ଚାୟତ ଅଧୀନ ଗଦି ଗ୍ରାମର ସଞ୍ଜୟ ବଳ(୩୪)। ଘରେ ବାପା, ମା’, ସ୍ତ୍ରୀ ଓ ଦୁଇ ଝିଅପୁଅଙ୍କୁ ନେଇ ତାଙ୍କର ସଂସାର। କେରଳରେ ଏକ ବେସରକାରୀ କମ୍ପାନୀରେ ଚାକିରି କରି ପରିବାର ଚଳାଉଥିଲେ।...
ଭାରତବାସୀ ସଂଗଠନର ଧାରଣା
ବାରିପଦା ଅଫିସ,୧ା୨- କେନ୍ଦ୍ର ସରକାରଙ୍କ ଲକ୍ଷ୍ୟହୀନ ଶାସନ ବ୍ୟବସ୍ଥା ଯୋଗୁ ଦେଶରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟ, ମାନ୍ଦାବାସ୍ଥା, ବେରୋଜଗାରି ସମେତ ଅନ୍ୟାନ୍ୟ ବିଭାଜନକାରୀ ନୀତି ବିରୋଧରେ ଭାରତବାସୀ ସଂଗଠନ ପକ୍ଷରୁ ବାରିପଦା ଗାନ୍ଧୀ ପାର୍କ ସ୍ଥିତ ମହାତ୍ମା ମାନ୍ଧୀଙ୍କ...
ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ବାତିଲ ଦାବିରେ ରାସ୍ତାରୋକୋ
ଜଳେଶ୍ୱର, ୧।୨(ଡି.ଏନ.ଏ.)-ଜଳେଶ୍ୱର ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଆଦେଶ ବାତିଲ ଦାବିରେ ପରିଚାଳନା କମିଟି ଓ ଅଭିଭାବକମାନେ ଆଜକୁ ୪ ଦିନ ଧରି ବିଦ୍ୟାଳୟ ସମ୍ମୁଖରେ ଧାରଣା ଚାଲୁ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜଳେଶ୍ୱର ବିଇଓ ବିଜୟ...
ଭିଜିଲାନ୍ସ ଜାଲରେ ଆର୍ଆଇ
ରେମୁଣା, ୧।୨(ଡି.ଏନ.ଏ.)-୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ରେମୁଣା ତହସିଲ ଅଧିନ ପଞ୍ଚାଗଡ଼ ଆର୍ଆଇ ଅରବିନ୍ଦ ସିଂ। ତାଙ୍କୁ ବାଲେଶ୍ୱର ଭିଜିଲାନ୍ସ ପୋଲିସ ଲାଞ୍ଚ ଟଙ୍କା ସହ ଗିରଫ କରିଛି। ପଞ୍ଚାଗଡ଼ ଆର୍ଆଇ ସର୍କଲ...
ଦୁଇ ବଛର ହେଲା ଚାଲିଛେ ତିଆରି କାମ୍: ପାଏନ୍ ପ୍ରକଳ୍ପକେ ନେଇ ଅଁଧାରେ ଗଁ।ବାସୀ
ଡୁଙ୍ଗୁରିପାଲି, ୧ା୨ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ପହଣ୍ଡି ଗଁାରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ତରଫୁ ୨ ବଛର ହେଲା ଗୁଟେ ପିଇଲା ପାଏନ୍ ପ୍ରକଳ୍ପର କାମ୍ ଚାଲିଛେ। ହେଲେ ପ୍ରକଳ୍ପଟା କେଭେ ପୂରା ହେବା ଆର...
ସେବା ମନ୍ଭାବ ଆଘେ ହାରମାନିଛେ ବଏସ୍
ବିନିକା,୧।୨(ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଁଚେତ୍ ଗଣେଶପୁରର ହଲକାପୁର ଗଁାର ଲକ୍ଷୀନ୍ଦ୍ର କାଣ୍ଡ(୭୫)। ପରିବାର କହେଲେ ମାଏକିନା ଉକିଆ(୭୦) ଆର ପୁଓ ଈଶ୍ୱର(୩୨)କୁଁ ନେଇ ସଁସାର। ପରିବାରଟା ନିହାତି ଗରିବ୍, ସଁପତି କହେଲେ ୧ ଏକର ଜମି...
କଥାରେ ଆଦିବାସୀ ଅଂଚଲର ବିକାଶ: ମଉଲିକ୍ ସୁବିଧାରୁ ବଁଚିତ୍ କୋଲପଡ଼ାବାସୀ
ଲାଠୋର, ୧।୨ (ଡି.ଏନ୍.ଏ.)- ସରକାର ଆଦିବାସୀ ଅଧୁଷିତ ଅଂଚଲର ବିକାଶ ଲାଗି ଅନେକ ଯୋଜନା କାଯ୍କାରୀ କରି କୋଟି କୋଟି ଟଁକା ଖରଚ୍ କରୁଛନ୍। ହେଲେ ଦେଖ୍ବାକେ ଗଲେ ଅନେକ ଜାଗାରେ ସରକାରୀ ବିକାଶ କାଗଜ କଲମଥି ରହିଯାଉଛେ।...
Archives


