ଆମ ଜିଲା ଖବର

ବ୍ୟବସାୟର ଢଙ୍ଗ ବଦଳିଛି, ମିଳୁନି ଆତ୍ମସନ୍ତୋଷ

ଭଦ୍ରକ ଅଫିସ, ୨୩ । ୬-ଠେଲାଗାଡି ବ୍ୟବସାୟୀଙ୍କ ଦାନାପାଣି ଛଡାଇ ନେଇଛି ମହାମାରୀ କରୋନା। ପ୍ରଶାସନିକ ସ୍ତରରେ ସେମାନଙ୍କୁ ଅନୁମତି ମିଳି ନ ଥିବାରୁ ସେମାନେ ଏବେ ରୋଜଗାର ହରାଇଛନ୍ତି। ଠେଲାଗାଡ଼ିରେ ଟିଫିନ ବିକ୍ରି କରି ପରିବାର ଚଳାଉଥିବା ବ୍ୟବସାୟୀମାନେ ଦିଗହରା…

ଶହୀଦ ଯବାନଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

ଚିତ୍ରଡ଼ା,୨୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଆଞ୍ଚଳିକ ମହାବିଦ୍ୟାଳୟରେ ପୂର୍ବ ଲଦାଖର ଗଲୱାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ସହ ଲଢ଼େଇରେ ଶହୀଦ ହୋଇଥିତ୍ବା ୨୦ ଭାରତୀୟ ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୋମବାର ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି।…

ସ୍ବଚ୍ଛ ହୋଇପାରିନି ଗୋଛାୟତସାହି

ବଅଁରପାଳ,୨୩ା୬(ଡି.ଏନ.ଏ.) ସ୍ବଚ୍ଛ ଭାରତ ଅଭିଯାନରେ ଅନୁଗୋଳ ଜିଲାର ଅନେକ ଗଁ। ବାହ୍ୟ ମଳମୁକ୍ତ ହୋଇପାରିଛି। ହେଲେ ବଅଁରପାଳ ବ୍ଲକ ବଳରାମପ୍ରସାଦ ପଞ୍ଚାୟତର ୧୫ ନମ୍ବର ୱାର୍ଡ ଗୋଛାୟତସାହି ଏଯାଏ ସ୍ବଚ୍ଛ ହୋଇପାରି ନ ଥିବା ସାହିବାସୀ ଅଭିଯୋଗ କରିଛନ୍ତି। କେବଳ ପାଇଖାନା…

ଭର୍ଚୁଆଲ ରାଲିରେ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ: ଲୋକଙ୍କ ପାଖରେ ପହଞ୍ଚାଅ କେନ୍ଦ୍ର ଯୋଜନା

ଅନୁଗୋଳ ଅଫିସ, ୨୩।୬- ମୋଦି ସରକାର ଅନୁଗୋଳ ଜିଲାକୁ ପ୍ରାଥମିକତା ଦେଇ ଆସୁଛନ୍ତି। କମର୍ସିଆଲ କୋଲ୍‌ ମାଇନିଂ ନିୟମରେ ପରିବର୍ତ୍ତନ ଅନୁଗୋଳ ଭଳି ଖଣି ସମୃଦ୍ଧ ଜିଲାକୁ ଲାଭ ଦେବ। ତେଣୁ ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ…

‘ପରିବର୍ତ୍ତନ ସହ ତାଳଦେଇ ପ୍ରଗତିଶୀଳ ହେବା’

ବଲାଙ୍ଗୀର ଅଫିସ, ୨୩ା୬ ସୋମବାର ଥିଲା ବଲାଙ୍ଗୀର ପାଇଁ ଏକ ଐତିହାସିକ ଦିନ। ବହୁ ପ୍ରତୀକ୍ଷିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ପ୍ରଫେସର ଡ. ଦୀପକ କୁମାର ବେହେରା ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଫେସର ବେହେରା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ…

୫ କି.ମି ପାହାଡ଼ ଚଢ଼ି ଦୁର୍ଗମ ଗ୍ରାମରେ ପହଞ୍ଚିଲେ ବିଡିଓ

ଖଇରପୁଟ,୨୨ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଗୋବିନ୍ଦପାଲି ପଞ୍ଚାୟତର ପାହାଡ଼ ଉପରେ ଥିବା ଦୁର୍ଗମ ଗ୍ରାମ ମଇଁଷିଖାଲ ଗ୍ରାମକୁ ସୋମବାର ବିଡିଓ ହୃଦାନନ୍ଦ ସାହୁ ଗସ୍ତ କରିଛନ୍ତି। ପାହାଡ ଚଢି ୫କି.ମି. ଚାଲିଚାଲି ଯାଇ ସେ ଉକ୍ତ ଗ୍ରାମରେ ପହଞ୍ଚତ୍ଛନ୍ତି। ନିକଟରେ…

୧.୧୩ ଲକ୍ଷ ଜାଲ୍‌ ନୋଟ, ଗଞ୍ଜେଇ ଜବତ: କନଷ୍ଟେବଳଙ୍କ ସମେତ ୩ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୨ା୬- କନ୍ଧମାଳ ଜିଲାରେ ଗଞ୍ଜେଇ ଚାଲାଣ ସହ ଜାଲ୍‌ ନୋଟ କାରବାର ବି ଚାଲିଛି ା ଫିରିଙ୍ଗିଆ ଥାନା ପୋଲିସ ଏଭଳି ଏକ ର଼୍ୟାକେଟକୁ ଧରିଛି। ସିମିଲିସାହିଠାରେ ଚଢ଼ାଉ ବେଳେ ଏକ ଟାଟା ସୁମୋରୁ ୧ ଲକ୍ଷ ୧୩ ହଜାର…

ଗଞ୍ଜାମରେ ଗଡିବନି ରଥ: ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର କୌଣସିଠାରେ ମଙ୍ଗଳବାର ରଥଯାତ୍ରା ନ କରାଇବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଭିଡିଓ କନଫରେନ୍ସ ଜରିଆରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରମାନଙ୍କୁ ଜଣାଇଛନ୍ତି। ଏହା ଯେପରି କଡାକଡି ଭାବେ ପାଳନ ହେବ ସେଥିନିମନ୍ତେ…

ପୁରୀକୁ ବସ୍‌, ଯାତ୍ରୀବାହୀ ଟ୍ରେନ୍‌ ସେବା ବାତିଲ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ପୁରୀକୁ ସମସ୍ତ ବସ୍‌ ଓ ଯାତ୍ରୀବାହୀ ଟ୍ରେନ ସେବାକୁ…

ଅତିରିକ୍ତ ତହସିଲଦାରଙ୍କୁ ଅଟକ ରଖିଲେ ଉତ୍ତେଜିତ ଲୋକେ: ମୁଖ୍ୟ ଫାଟକ ଭାଙ୍ଗି ପଲିଥିନ୍‌ ବୋହିନେଲେ

ଭୋଗରାଇ, ୨୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ନାଛିନ୍ଦା ପଞ୍ଚାୟତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଅଭାବନୀୟ ଘଟଣା ଘଟିଛି। ‘ଅମ୍ଫନ’ ବାତ୍ୟାରେ ଘର ଭାଙ୍ଗିଯାଇଥିବା ଲୋକଙ୍କୁ ଅଦ୍ୟାବଧି ପଲିଥିନ୍‌ ମିଳି ନ ଥିବାରୁ ଶତାଧିକ ଲୋକେ ଉତ୍ତ୍ୟକ୍ତ ହୋଇ…

ଜଙ୍ଗଲରେ ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଲୋଇସିଂହା,୨୨।୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ କେଶାଇପାଲି ଗାଁ ନିକଟ ଛେଳିଆ ଜଙ୍ଗଲରେ ସୋମବାର ଅପରାହ୍ନରେ ଗୋଟିଏ ଦନ୍ତାହାତୀ ଜଣେ ବୃଦ୍ଧଙ୍କୁ କଚାଡ଼ି ମାରି ଦେଇଛି। ମୃତକ ହେଲେ ଲୁହୁରାମୁଣ୍ଡା ଗାଁର ଦେବାର ଜୁଏଡ (୬୧)। ହେଲେ ତାଙ୍କ ସହ ଜଙ୍ଗଲକୁ ଯାଇଥିବା…

୬ ଲକ୍ଷ ଟଙ୍କାର କେନ୍ଦୁ ପତ୍ର ଜଳିଗଲା

ଜୁନାଗଡ,୨୨।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଚିଙ୍ଗୁଡିସର ପଞ୍ଚାୟତ ଝାରବନ୍ଧ ଗ୍ରାମରେ ଥିବା କେନ୍ଦୁପତ୍ର ଫଡିରେ ନିଆଁ ଲାଗି ଯାଇଛି। ଏଥିଯୋଗୁ ପ୍ରାୟ ୬ଲକ୍ଷ ଟଙ୍କାର କେନ୍ଦୁ ପତ୍ର ଜଳି ଯାଇଛି। କେନ୍ଦୁପତ୍ର ବିଭାଗ ପକ୍ଷରୁ ଏ ନେଇ ଜୁନାଗଡ ଥାନାରେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?