ଆମ ଜିଲା ଖବର

ବଡ଼ଦାଣ୍ଡରୁ ହଟୁଛନ୍ତି ଉଠାଦୋକାନୀ

ପୁରୀ ଅଫିସ, ୨୨।୬: ରଥଯାତ୍ରାକୁ ନେଇ ଗୋଟିଏ ପରେ ଗୋଟିଏ ବାଟ ଫିଟୁଥିବା ବେଳେ ଅନ୍ୟପଟେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋର୍‌ ଧରିଛି। ସିଂହଦ୍ୱାରଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ ଦାଣ୍ଡର ଉଭୟ ପାର୍ଶ୍ୱରେ ବସିଥିବା ଉଠାଦୋକାନୀ ଏବଂ ଅସ୍ଥାୟୀ କ୍ୟାବିନକୁ…

ନୟାଗଡ଼ରେ ଗୋଟିଏ ପରିବାରରୁ ୬ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ,୨୨ା୬: ନୟାଗଡ଼ରେ ସୋମବାର ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଜିଲା ସଦର ମହକୁମାରୁ ୯ ଓ ନୂଆଗାଁରୁ ୪ ଅଛନ୍ତି। ନୟାଗଡ଼ ଦେବୋତ୍ତର କଲୋନୀର ଜଣେ ସୁନା ବ୍ୟବସାୟୀଙ୍କ ପରିବାରରୁ ୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି…

କାନ୍ଥ ଭୁଶୁଡ଼ି ମହିଳା ଶ୍ରମିକଙ୍କ ଜୀବନ ଗଲା

ରାୟଗଡା ଅଫିସ, ୨୨।୬: ରାୟଗଡ଼ା ସହର ଗାନ୍ଧୀନଗରରେ ସୋମବାର ସକାଳେ ମାଟି କାନ୍ଥ ଭୁଶୁଡ଼ି ପଡିବାରୁ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ପାଟିଆ ସିଲକୁଣ୍ଡା ଗ୍ରାମର ମହେଶ୍ୱର ନାୟକଙ୍କ ସ୍ତ୍ରୀ ମିତେଲା…

ଡକାୟତି ଉଦ୍ୟମ ପଣ୍ଡ: ମାରଣାସ୍ତ୍ର ସହ ଦୁଇ ଗାଡ଼ି ଜବତ, ୪ ଗିରଫ

ପଟ୍ଟାମୁଣ୍ଡାଇ,୨୨ା୬(ସ୍ବ.ପ୍ର.) : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବନ୍ୟା ଅଞ୍ଚଳ ତରାଡ଼ିପାଳ ପଞ୍ଚାୟତ ଗୋପାଳପୁର ଛକରୁ ରବିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ କରୁଥିବା ବେଳେ ଚଉଦକୁଲାଟ ଫାଣ୍ଡି ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଚଢ଼ାଉ ବେଳେ ଆଉ ଦୁଇ…

କେବଳ ଗଞ୍ଜାମରେ କରୋନା ନେଲାଣି ୮ ଜୀବନ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଗୋଟିଏ ପରେ ଗୋଟିଏ ଜୀବନ ନେଉଛି କରୋନା। ଫଳରେ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୋମବାର ମଧ୍ୟ ଜିଲାରେ ଆଉ ଜଣେ କରୋନା…

ଅମିତ ଶାହଙ୍କ ସହ କଥା ହେଲେ ଗଜପତି ମହାରାଜା

ପୁରୀ ଅଫିସ୍‌,୨୨।୧: ପୁରୀ ରଥଯାତ୍ରା ହେବ କି ନାହିଁ ସେନେଇ ସୁପ୍ରିମକୋଟ୍‌ଙ୍କ ରାୟ ଆଜି ଆସିବ। ରାୟ ଆସିବା ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ଫୋନରେ କଥା ହୋଇଛନ୍ତି ପୁରୀ ଗଜପତି ମହାରାଜା। ଏନେଇ ଟୁଇଟ୍‌ ଯୋଗେ…

ଗଞ୍ଜାମରେ ସମ୍ପୂର୍ଣ୍ଣ ଶଟ୍‌ଡାଉନ ଗୁଜବ: ଟୁଇଟ୍‌କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୨୨।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ସମ୍ପୂର୍ଣ୍ଣ ଶଟଡାଉନ୍‌ ହେବ ବୋଲି ସବୁଆଡେ ଚର୍ଚ୍ଚା ଚାଲିଛି। ତେବେ ଏହା ଏକ ଗୁଜବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଟୁଇଟ୍‌କରି ସୂଚନା ଦେଇଛନ୍ତି। ପୂର୍ବଭଳି ସୋମବାରରୁ ଶୁକ୍ରବାର…

୩ ହଜାର ଟଙ୍କା ଲାଞ୍ଚନେଇ ଧରାପଡ଼ିଲେ ପାଟଣାଗଡ଼ ଏନ୍‌ଏସି ଜେଇ

ପାଟଣାପଡ଼, ୨୨।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସି ଜେଇ ଦେବୀ ପ୍ରସାଦ ମିଶ୍ରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପାଟଣାଗଡ଼ ରାମପୁରର ଟଙ୍କଧର କୁମ୍ଭାର ପାଇଥିବା ଘର ପାଇଁ ଫାଇନାଲ ବିଲ…

କେନ୍ଦୁଝରରେ ୨ କରୋନା ପଜିଟିଭ୍‌ ଚିହ୍ନଟ: ଶତକ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୨ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ପୁଣି ଦୁଇ କରୋନା ରୋଗୀ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଜଣେ ଘଷିପୁରା ଓ ଅନ୍ୟ ଜଣେ ହାଟଡିହିର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ କ୍ୱାରାଣ୍ଟାଇନ୍‌ରେ ଥିଲେ। ତାଙ୍କୁ କେନ୍ଦୁଝର କୋଭିଡ୍‌-୧୯ ହସ୍ପିଟାଲକୁ ଚିକିତ୍ସା…

ଗଞ୍ଜାମରୁ ପୁଣି ୩୨ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨୫ରେ ପହଞ୍ଚିଲା

ଛତ୍ରପୁର, ୨୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ସୋମବାର ପୁଣି ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କରୋନା ଯୋଦ୍ଧା ରହିଥିବା ବେଳେ ୭ ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୨୩ ଜଣ ଅନ୍ୟ ପଜିଟିଭଙ୍କ…

୩ ରଥରେ ବିଜେ ହେଲା ଆଜ୍ଞାମାନ

ପୁରୀ ଅଫିସ, ୨୨।୬: ମଙ୍ଗଳବାର ରଥଯାତ୍ରା। ଗୋଟିଏପଟେ ସୁପ୍ରିମକୋର୍ଟରେ ରଥଯାତ୍ରାକୁ ନେଇ ଜଣିକିଆ ଖଣ୍ଡପୀଠରେ ଶୁଣାଣି ଚାଲିଥିବା ବେଳେ ଅନ୍ୟପଟେ ତିନି ରଥକୁ ଆଜ୍ଞାମାଳ ବିଜେ ହୋଇଛି। ତିନିଜଣ ପୂଜା ପଣ୍ଡା ସାମନ୍ତ ସୋମବାର ପୂର୍ବାହ୍ନ ୧୧ଟା ୨୫ରେ ଘଣ୍ଟଘଣ୍ଟା, ଛତ୍ରି…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ଧାମନଗର ଏନ୍‌ଏସି ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?