ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ
ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର ଦେଇ ଏକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ପରେ ସଂଘ ପକ୍ଷରୁ ତହସିଲ…
ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ
ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି ରଖିଥିଲେ। ଏ ନେଇ ଅଭିଯୋଗ ପରେ କୋର୍ଟରେ ମାମଲା ଚାଲିଥିଲା। କୋର୍ଟଙ୍କ ନିର୍ଦ୍ଦେଶ…
ବାଲିଗୁଡ଼ାରେ ଗ୍ୟାସ୍ ସମସ୍ୟା, ହୋଟେଲ ବନ୍ଦ
ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ ଜାଳେଣି ଗ୍ୟାସ ମିଳୁ ନ ଥବା ଯୋଗୁ ସହରର ଅଧାରୁ ଅଧିକ ହୋଟେଲ,…
ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ
ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଚାକିରିରେ ଯୋଗଦାନ ସମୟରୁ ଏହି ନିୟମିତ ମାନ୍ୟତା ଲାଗୁ ହେବ…
ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଆର୍ଥିକ ବର୍ଷର ଆତ୍ମସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରୀମାନେ…
ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..
ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ ନେତା ଭାବେ ପ୍ରତିପାଦିତ ହୋଇଥିବା ଆଲୋକଙ୍କୁ ଦଳ ତରଫରୁ ପୂର୍ବରୁ ଦିଆଯାଇଥିବା ବହୁ…
ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…
ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଦେଖୋ ଆପନା ଦେଶ ବିଷୟରେ ଏକ ସ୍କୁଲ ସ୍ତରୀୟ ବ୍ରୋସର୍…
ଗଞ୍ଜାମରେ ଗ୍ୟାସ୍ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ
ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍। ଫଳରେ ଖାଉଟି ତଥା ଗ୍ୟାସ୍ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଉଥିବା ଜଣାପଡ଼ିଛି। ଏଥିସହ ଗ୍ୟାସ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ…
ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…
ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ…
ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ
ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ ରାସ୍ତାରେ ଧାନ ବସ୍ତା ରଖି ଧାରଣା ଦେଇଥିଲେ। ଏପରିକି ଚାଷୀମାନେ ତହସିଲଦାରଙ୍କ ଗାଡିକୁ…
ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…
ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରତି ଦୁଇ ବର୍ଷକୁ ଥରେ ଆୟୋଜନ ହେଉଥିବା…
ଆଶଙ୍କାରେ ପେନ୍ସନ୍ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…
କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ସଭାର ଉଦ୍ଦେଶ୍ୟ ସମ୍ପର୍କରେ…

